ସୁଇମିଂ ପୁଲ୍ରେ ପଡ଼ିଗଲା ବଲ୍, ଆଣିବା ପାଇଁ ପାଣିକୁ ଓହ୍ଲାଇଲା କୁକୁର; ଭିଡିଓ ଦେଖିଲେ…
ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ ଯାହାକୁ ଦେଖି ଲୋକେ ହସିହସି ଗଡ଼ିଥାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଲୋକେ ପସନ୍ଦ କରୁଛନ୍ତି। ଏହି ଭିଡିଓଟି ସୋସିଆଲ ମିଡିଆରେ ‘Fred Schultz’ ନାମକ…
ଇତିହାସ ରଚିଲା ପାକିସ୍ତାନ
ଜୋହାନ୍ସବର୍ଗ,୧୧।୪: ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ପାକିସ୍ତାନୀ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିଛି। ବାବର ଆଜାମଙ୍କ ନେତୃତ୍ୱରେ ପାକିସ୍ତାନୀ ଦଳ ବିଶ୍ୱର ପ୍ରଥମ ଦଳ ଭାବେ ୧୦୦ଟି ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଜିତିଛି। ଚାରି ମ୍ୟାଚ ବିଶିଷ୍ଟ ଟି…
ଆପଣଙ୍କର ଏହି ୬ ଅଭ୍ୟାସ ଅଛି କି? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ସେତେବେଳେ ୮ ବର୍ଷର ଥିଲେ ପୃଥ୍ବୀ; ଏବେ ଧଓ୍ବନଙ୍କ ସହ ମିଶି…
ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ କ୍ୟାପିଟାଲ୍ସ-ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ରନ୍ର ବର୍ଷା ହୋଇଥିଲା। ମୁମ୍ବାଇର ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ଦିଲ୍ଲୀ ଟିମ୍ ବାଜିମାତ କରିଥିଲା। ମୁକାବିଲାରେ ଡିସିର ଯୁବ ଅଧିନାୟକ ରିଷଭ ପନ୍ତ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…
ଜେଲ୍ରୁ ଆସିବା ପରେ ଏମିତି ବଦଳିଗଲେଣି ରିୟା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ତାଙ୍କ ପ୍ରଶଂସକମାନଙ୍କ ପାଇଁ ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ଏକ ହଳଦିଆ ରଙ୍ଗର କୁର୍ତ୍ତୀ ପିନ୍ଧିଥିବା ନଜର ଆସିଛନ୍ତି। ଏଥିସହ ହାତରେ ସେ ରବୀନ୍ଦ୍ରନାଥ ଟାଗୋରଙ୍କ ଲିଖିତ ‘ଗୀତାଞ୍ଜଳି’…
ଧୋନୀ ‘ଶୂନ’ରେ ଆଉଟ ହେବା ପରେ ଟ୍ରୋଲ ହେଲେ ରୋହିତ ଶର୍ମା: ଜାଣନ୍ତୁ ଭିତିରି କଥା
ମୁମ୍ବାଇ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଦ୍ୱିତୀୟ ମ୍ୟାଚରେ ଧୋନୀଙ୍କ ପ୍ରଶଂସକମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଏମଏସ ଧୋନୀ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ‘ଶୂନ’ରେ ଆଉଟ୍ ହୋଇଥିଲେ। ଧୋନୀ ମାତ୍ର ଦ୍ୱିତୀୟ ବଲ…
ଶୂନରେ ଆଉଟ୍, ମ୍ୟାଚ୍ ବି ହାରିଲେ; ଏବେ ଲାଗିଲା ୧୨ ଲକ୍ଷ ଟଙ୍କାର ଜରିମାନା
ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍ରେ ସ୍ଲୋ ଓଭରକୁ ନେଇ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ଉପରେ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଛି। ଦଳ ଏହି ମ୍ୟାଚ୍ ଜିତିପାରି ନ ଥିବା ବେଳେ ଆଇପିଏଲ୍ର ନିୟମ…
୪ ଦିନିଆ ଟିକା ଉତ୍ସବ: ମୋଦିଙ୍କ ୪ ସୂତ୍ରୀ କରୋନା ଲଢ଼େଇ ଫର୍ମୂଲା
ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ଦେଶରେ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୪ ଦିନିଆ ଟିକା ଉତ୍ସବ କାର୍ଯ୍ୟକ୍ରମ…
ଫୁଲ ତୋଳିବା ସମୟରେ ଗଛରୁ ଖସିପଡ଼ି ସୁରକ୍ଷାକର୍ମୀଙ୍କ ଜୀବନ ଗଲା
କୋରୁକୋଣ୍ଡା,୧୧।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦ ସଦର ମହକୁମାରେ ଥିବା ବାଲିମେଳା ଜଳ ବିଦ୍ୟୁତ୍ କେନ୍ଦ୍ରର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଏହି କାର୍ଯ୍ୟାଳୟ ପରିସରରେ ଇଏସ୍ଏସ୍ ସିକ୍ୟୁରିଟି ସଂସ୍ଥା ଅଧୀନରେ କାର୍ଯ୍ୟରତ…
ସାବଧାନ! ଝିଅଙ୍କୁ ଆଖି ମାରିଲେ, ଫ୍ଲାଇଂ କିସ୍ କଲେ ଯିବେ ଜେଲ୍
ମୁମ୍ବାଇ,୧୧।୪: ଜଣେ ନାବାଳିକାଙ୍କୁ ଆଖି ମାରିବା ଓ ଫ୍ଲାଇଂ କିସ୍ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ମୁମ୍ବାଇର ଜଣେ ୨୦ ବର୍ଷୀୟ ଯୁବକଙ୍କୁ ବର୍ଷକ ପାଇଁ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ୧୫ ହଜାର ଟଙ୍କା ଜରିମାନା…
ପୋଲିସ ଛାନିଆ: ୩ ବାଇକ୍ ଚୋରି ଅଭିଯୁକ୍ତ କରୋନା ପଜିଟିଭ୍
ମୁଜାଫରପୁର,୧୧।୪: ବିହାରର ମୁଜାଫରପୁର ଅଞ୍ଚଳର କରଜିଆ ଥାନାରେ ଏବେ ଆତଙ୍କ ସୃଷ୍ଟି ହୋଇଛି। ଧରାପଡ଼ିଥିବା ୩ ଜଣ ବାଇକ୍ ଚୋରି ଅଭିଯୁକ୍ତଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିବା ପରେ ଥାନା କର୍ମଚାରୀଙ୍କ ମଧ୍ୟରେ କୋକୁଆ ଭୟ ବ୍ୟାପିବାରେ ଲାଗିଛି। କର୍ମଚାରୀମାନେ…
ପିପିଲି ଉପନିର୍ବାଚନ: ଆସନ୍ତାକାଲି ରୁଦ୍ରଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ପାଇଁ ଆସନ୍ତାକାଲି ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲି…
Archives


