Home

କରୋନା ଭଳି ବଡ଼ ଆହ୍ବାନ ଲାଗି ବୃହତ୍‌ ସଂକଳ୍ପ ଗ୍ରହଣ କରିଛି ଭାରତ: ମୋଦି…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସହିତ ଲଢ଼େଇ ଜାରି ରହିଛି। କରୋନା ଭଳି ବଡ଼ ଆହ୍ବାନ ଲାଗି ଦେଶ ବୃହତ୍‌ ସଂକଳ୍ପ ଗ୍ରହଣ କରିଛି। ଦିନରାତି ଦେଶର ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀମାନେ ନିଜ ଚିନ୍ତା ନ କରି ଆକ୍ରାନ୍ତଙ୍କ ସେବା କରିବାରେ…

ଏଲିଅନ୍‌ ଆତଙ୍କ: ଆମେରିକା ନୌବାହିନୀ ଯୁଦ୍ଧପୋତ ଉପରେ ଉଡ଼ିବୁଲିଲା ୧୪ ୟୁଏଫ୍‌ଓ…

ଓ୍ବାଶିଂଟନ,୩୦।୫: ଏଲିଅନ୍‌ଙ୍କୁ ନେଇ ଆମେରିକାର ଡେଲି ମେଲ୍‌ ଡଟ୍‌ କମ୍‌ରେ ଫିଲ୍ମ ମେକର ଜେରେମି କୋରଓ୍ବେଲଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ୪୬ ସେକେଣ୍ଡର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ଆମେରିକା ନୌବାହିନୀର ଯୁଦ୍ଧପୋତ ଉପରେ…

ଲୁଚାଛପାରେ ବିବାହ କଲେ ପ୍ରଧାନମନ୍ତ୍ରୀ: କେହି ବି ଜାଣି ପାରିଲେନି !…

ଲଣ୍ଡନ,୩୦।୫: କାହାକୁ ନ ଜଣାଇ ଲୁଚାଛପାରେ ବ୍ରିଟେନ୍‌ର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ ବିବାହ କରିଛନ୍ତି। ୫୬ ବର୍ଷ ବୟସ୍କ ବୋରିସ୍‌ ପ୍ରେମିକା ୩୩ ବର୍ଷ ବୟସ୍କା କେରି ସାଇମଣ୍ଡସ୍‌ଙ୍କୁ ଅତି ଗୁପ୍ତ ଭାବେ ବିବାହ କରିଥିବା ଖବର ପ୍ରଚାର ହେବାରେ ଲାଗିଛି।…

୪୬ ଦିନରେ ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ: ୨୪ ଘଣ୍ଟାରେ ୩,୪୬୦ ମୃତ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୩ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଶନିବାର…

ନଭନୀତ କାର୍ଲାଙ୍କୁ ଜାମିନ

ନୂଆଦିଲ୍ଲୀ, ୩୦।୫: ଅକ୍ସିଜେନ୍‌ କନ୍‌ସେଣ୍ଟ୍ରେଟର ବେଆଇନ ମହଜୁଦ୍‌ ରଖିବା ମାମଲାରେ ବ୍ୟବସାୟୀ ନଭନୀତ କାର୍ଲାଙ୍କୁ ଦିଲ୍ଲୀର ଏକ ଅଦାଲତ ଶନିବାର ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ଲକ୍ଷେ ଟଙ୍କା ଲେଖାଏଁ ଦୁଇଟି ସିଓରିଟି ବ୍ୟକ୍ତିଗତ ବଣ୍ଡ୍‌ ଦାଖଲ କରି ଜାମିନରେ ଯିବାକୁ…

କିରାଣିଙ୍କ ଘରୁ ୮ କିଲୋ ସୁନା, ୨.୧୭ କୋଟି ଟଙ୍କା ଜବତ

ଭୋପାଳ, ୩୦।୫ : ଏକ ଲାଞ୍ଚ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ମଧ୍ୟପ୍ରଦେଶର ଭୋପାଳରେ ଜଣେ ସରକାରୀ କିରାଣିଙ୍କ ଘରେ ଚଢ଼ାଉ କରି ୨.୧୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କା, ୮ କିଲୋଗ୍ରାମ ସୁନା ଅଳଙ୍କାର ଜବତ କରିଛି। ଏଥିସହିତ ସେଠାରୁ…

ଆଜମ୍‌ ଖାନ୍‌ ଗୁରୁତର

ଲକ୍ଷ୍ନୌ, ୩୦।୫ : ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ଅକ୍ସିଜେନ୍‌ ସପୋର୍ଟରେ ରହିଥିବା ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲ ପକ୍ଷରୁ କୁହାଯାଇଛି। କରୋନାରେ ଆକ୍ରାନ୍ତ ଥିବା ଆଜମ୍‌ଙ୍କୁ ସୀତାପୁର ଜେଲ୍‌ରୁ ଗତ ୯ ତାରିଖରେ ମେଦାନ୍ତ…

ଲାଭା ଉଦ୍‌ଗିରଣ ଆଶଙ୍କା: ୪ ଲକ୍ଷଙ୍କୁ ସ୍ଥାନାନ୍ତର

କିନ୍‌ଶାସା, ୩୦ା୫: ଆଗ୍ନେୟ ଉଦ୍‌ଗିରଣ ଆଶଙ୍କାରେ ଡେମୋକ୍ରାଟିକ୍‌ ରିପବ୍ଲିକ୍‌ ଅଫ୍‌ କଙ୍ଗୋ (ଡିଆର୍‌ସି)ର ଗୋମାରୁ ୪ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ନାଇରାଗୋଙ୍ଗୋ ଆଗ୍ନେୟଗିରି ଉଦ୍‌ଗିରଣ ହେବାର ସମ୍ଭାବନା ଥିବାରୁ ଉତ୍ତର କିଭୁ ପ୍ରଦେଶର ମିଲିଟାରୀ ଗଭର୍ନର ଜେନେରାଲ…

କୋଭିଡ୍‌ ସଙ୍କଟ କେନ୍ଦ୍ରର ବଡ଼ ବିଫଳତା

ନୂଆଦିଲ୍ଲୀ, ୩୦।୫(ଆଇଏଏନ୍‌ଏସ୍‌): କୋଭିଡ୍‌ ସଙ୍କଟ ନରେନ୍ଦ୍ର ମୋଦଙ୍କ ଦ୍ୱିତୀୟ ପାଳି ସରକାରର ସବୁଠୁ ବଡ଼ ବିଫଳତା ବୋଲି ଏକ ସର୍ଭେରେ କୁହାଯାଇଛି। ମୋଦିଙ୍କ ୭ ବର୍ଷର ଶାସନରେ ପ୍ରଥମ ଥର ପାଇଁ ଅନୁମୋଦନ ରେଟିଂରେ ନାଲି ଗାର ଅତିକ୍ରମ କରିଛି। ଏବିପି-ସି…

ସେନାରେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

୨୦୧୯ ଫେବୃୟାରୀ ୧୪ ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଲଙ୍କ ସ୍ତ୍ରୀ ନିକିତା କୌଲ ଶନିବାର ଭାରତୀୟ ସେନାରେ ସାମିଲ ହୋଇଛନ୍ତି। ନିକିତା ୧୧ ମାସ ଧରି ଚେନ୍ନାଇରେ ଅଫିସର୍ସ ଟ୍ରେନିଂ ଏକାଡେମୀରେ ପ୍ରଶିକ୍ଷଣ ନେଇଥିଲେ। ତାଙ୍କ…

ମୁନ୍‌ମୁନ୍‌ ଦତ୍ତାଙ୍କ ବିରୋଧରେ ମାମଲା

ହିନ୍ଦୀ କମେଡି ସିରିଏଲ ‘ତାରକ୍‌ ମେହତା କା ଉଲ୍‌ଟା ଚଷ୍‌ମା’ରେ ବବିତା ଚରିତ୍ରରେ ଅଭିନୟ କରୁଥିବା ମୁନ୍‌ମୁନ୍‌ ଦତ୍ତାଙ୍କ ବିରୋଧରେ ମୁମ୍ବାଇ ପୋଲିସ ମାମଲା ରୁଜୁ କରିଛି। ମୁନ୍‌ମୁନ୍‌ ଏକ ସମ୍ପ୍ରଦାୟ ବିରୋଧରେ ଜାତିଆଣ ମନ୍ତବ୍ୟ ଦେବା ନେଇ ଅଭିଯୋଗ ହୋଇଥିଲା।…

କୋଭିଡ୍‌ ମୃତକଙ୍କ ପରିବାରକୁ ପେନ୍‌ସନ

ନୂଆଦିଲ୍ଲୀ, ୩୦ା୫: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ଫାମିଲି ପେନ୍‌ସନ୍‌ ଦିଆଯିବ ବୋଲି ଶନିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହା ବ୍ୟତୀତ କର୍ମଚାରୀଙ୍କ ଜମା ସଂଯୁକ୍ତ ବୀମା(ଇଡିଏଲ୍‌ଆଇ) ଯୋଜନାରେ ବୀମା ରାଶିକୁ ବୃଦ୍ଧି କରାଯାଇ ଏହାର ପ୍ରକ୍ରିୟାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri