Home

ଆଜିଠୁ ମାର୍କ ଅପ୍‌ଲୋଡ୍‌, ଜୁଲାଇରେ ଫଳ ପ୍ରକାଶ

କଟକ ଅଫିସ,୨୯।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟରେ ଶନିବାରଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପାଇଁ ମାର୍କ ଅପ୍‌ଲୋଡ୍‌ କାର୍ଯ୍ୟ ଆରମ୍ଭ ହେବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୱେବ୍‌ସାଇଟ୍‌ରେ ଲିଙ୍କ୍‌ ଉପଲବ୍ଧ ରହିବ। ଏହି ସମୟରେ ଛାତ୍ରୀଛାତ୍ରମାନଙ୍କ ମାର୍କ…

ବଳକା କୋଭାକ୍ସିନ ବ୍ୟବହାର ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଭୁବନେଶ୍ୱରରେ କୋଭାକ୍ସିନ ଦିଆଯାଉଥିବା ବେଳେ ଅନ୍ୟସବୁଠି କୋଭିଶିଲ୍ଡ ବ୍ୟବହାର ହେଉଛି। ଏବେ ଭୁବନେଶ୍ୱରରେ ୧୮ରୁ ୪୪ ବର୍ଷର ହିତାଧିକାରୀଙ୍କ ପାଇଁ ଆବଶ୍ୟକ ଟିକା ମହଜୁଦ ନ ଥିବାରୁ ଟିକାକରଣ ବାଧାପ୍ରାପ୍ତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ଆଶଙ୍କା କରିଛି।…

କୋଭିଡ୍‌ରେ ଅନାଥ ଶିଶୁଙ୍କୁ ସହାୟତା ଦିଅ

ନୂଆଦିଲ୍ଲୀ, ୨୯।୫: କରୋନା ମହାମାରୀ ଦେଶରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ଫଳରେ କେତେ ପିଲା ଯେ ସେମାନଙ୍କ ମାଆବାପାଙ୍କୁ ହରାଇ ଅନାଥ ହୋଇଛନ୍ତି, ତାହା କଳ୍ପନା କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତୁରନ୍ତ ଅନାଥ ଶିଶୁମାନଙ୍କୁ…

ଭାରତର ସମର୍ଥନ, ନିନ୍ଦା କଲା ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯ା୫: ମହାମାରୀ କରୋନା ସଂକ୍ରମଣକୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏହି ଘାତକ ଭୂତାଣୁର ଉତ୍ପତ୍ତିକୁ ନେଇ ବୈଜ୍ଞାନିକମାନେ କୌଣସି ନିଷ୍କର୍ଷରେ ପହଞ୍ଚତ୍ପାରି ନାହାନ୍ତି। ଚାଇନାର ଉହାନ ସହରସ୍ଥିତ ଏକ ଲାବ୍‌ରୁ ନୋଭେଲ କରୋନା ଭାଇରସ୍‌ ସୃଷ୍ଟି ହୋଇଥିବା ଅନେକେ…

କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି। ଏହି ପୁରସ୍କାର ବିତରଣୀ ଉତ୍ସବ ୨୦୨୨ ଫେବୃୟାରୀ ୨୭ରେ ହେବାକୁ ପୂର୍ବରୁ ସ୍ଥିର…

‘ଜନ୍‌ ଓ୍ବିକ୍‌’ରେ ରିନା ସ୍ବୟଂମା

ଜାପାନରେ ଜନ୍ମିତ ବ୍ରିଟିଶ୍‌ ପପ୍‌ ସୁପରଷ୍ଟାର ରିନା ସ୍ବୟଂମା ଗୀତ ଗାଇବା ପରେ ଏବେ ଅଭିନୟ ଜଗତରେ ପାଦ ଥାପିଛନ୍ତି। ତାଙ୍କୁ କେଆନୁ ରିଭେସ୍‌ ଷ୍ଟାରର୍‌ ‘ଜନ୍‌ ଓ୍ବିକ୍‌: ଚାପ୍ଟର ୪’ରେ ଦେଖିବାକୁ ମିଳିବ। ଏହି ସିରିଜ୍‌ର ପୂର୍ବ ୩ଟି ଚାପ୍ଟର…

ମୃତ ଖବରଦାତାଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ୩ଜଣ ମୃତ କର୍ମଜୀବୀ ଖବରଦାତାଙ୍କ ପରିବାରକୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୪୫ ଲକ୍ଷ ଟଙ୍କା ପ୍ରଦାନ…

ଚୋକ୍‌ସିଙ୍କ ସ୍ଥାନାନ୍ତର ଉପରେ ରୋକ ଲଗାଇଲେ ଡୋମିନିକା କୋର୍ଟ

ନୂଆଦିଲ୍ଲୀ,୨୯।୫: ମେହୁଲ ଚୋକ୍‌ସି ମାମଲାରେ ଶୁକ୍ରବାର ଏକ ନୂଆ ମୋଡ ଦେଖିବାକୁ ମିଳିଛି। ଡୋମିନିକା କୋର୍ଟ ଚୋକ୍‌ସିଙ୍କ ସ୍ଥାନାନ୍ତରକୁ ରୋକି ଦେଇଥିବା ଜଣାପଡିଛି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏ ଚୋକସିଙ୍କୁ ଡୋମିନିକାରେ ହିଁ ରହିବାକୁ ପଡ଼ିବ। ତାଙ୍କ ଓକିଲ ଡୋମିନିକା…

‘ଋତୁସ୍ରାବ ସମୟରେ ନେଇପାରିବେ କୋଭିଡ୍‌ ଟିକା’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କୁପୋଷଣରୁ କିଶୋରୀଙ୍କ ନିକଟରେ ରକ୍ତହୀନତା ଦେଖାଦେଇଥାଏ। ଅନେକ ସମୟରେ ଗର୍ଭାଶୟରେ ମଧ୍ୟ ଗୁରୁତର ସଂକ୍ରମଣ ହୋଇଥାଏ। ତେଣୁ ଉପଯୁକ୍ତ ପୁଷ୍ଟିସାଧନ ସହିତ ଋତୁସ୍ରାବ ସମୟରେ ପରିଚ୍ଛନ୍ନତା ରକ୍ଷା ଉପରେ କିଶୋରୀମାନଙ୍କୁ ଗୋଷ୍ଠୀସ୍ତରରେ ବ୍ୟାପକ ଭାବେ ସଚେତନ କରିବା ଆବଶ୍ୟକ।…

ନୂଆ ଆଇଟି ନିୟମ ମାନୁନାହିଁ ଟୁଇଟର

ନୂଆଦିଲ୍ଲୀ, ୨୯।୫: ପ୍ରିଭେସିକୁ ନେଇ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଶୁକ୍ରବାର ଭିନ୍ନ ମୋଡ଼ ନେଇଛି। ଦେଶର ଅଧିକାଂଶ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ସରକାରଙ୍କ ନୂଆ ଆଇଟି ନିୟମକୁ ଅନୁପାଳନ କରିଥିବାବେଳେ ଟୁଇଟର…

ଡେରିରେ ଆସିଲେ, ଅଧାରୁ ଉଠିଲେ

କୋଲକାତା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ସାମୁଦ୍ରିକ ଝଡ଼ ‘ୟାସ୍‌’ କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୈଠକରେ ତାଙ୍କୁ ଅଧଘଣ୍ଟା ଅପେକ୍ଷା କରାଇଥିଲେ। ମମତା ଓ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ସମାନ ସ୍ଥାନରେ…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri