ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୦୨୬ କ୍ୱାରାଣ୍ଟାଇନ୍ରୁ ହୋଇଥିବା ବେଳେ ୩,୧୬୨ ଲୋକାଲ କେସ୍…
ଉମରକୋଟ ଏସ୍ଏନ୍ସିୟୁ ରାଜ୍ୟରେ ଶ୍ରେଷ୍ଠ
ଉମରକୋଟ,୨୯।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ୍ (ଏସ୍ଏନ୍ସିୟୁ) ସମଗ୍ର ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ନେଇ ପ୍ରସ୍ତୁତ ତାଲିକାରେ…
ଅନୁବାଦକ ଶୁଭେନ୍ଦୁ ମୁଣ୍ଡଙ୍କ ପରଲୋକ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ବିଶିଷ୍ଟ କବି, ସାହିତି୍ୟକ, ସମାଲୋଚକ, ଅନୁବାଦକ ଓ ଭାଷାବିତ୍ ଡ. ଶୁଭେନ୍ଦୁ ମୁଣ୍ଡଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ୧୯୫୧ରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଜନ୍ମ ଗ୍ରହଣ କରିଥିବା ଶୁଭେନ୍ଦୁ ୧୯୭୩ରେ ଶିକ୍ଷା କ୍ଷେତ୍ରରେ ଯୋଗଦାନ…
ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା
ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ଡକାଯାଇଥିବା ଗ୍ଲୋବାଲ ଟେଣ୍ଡରକୁ ରାଜ୍ୟ ସରକାର ଆଉ ଗୋଟିଏ ସପ୍ତାହ ପାଇଁ ଘୁଞ୍ଚାଇ ଦେଇଛନ୍ତି। ଶୁକ୍ରବାର ଟେଣ୍ଡର ଖୋଲିବା ପ୍ରକ୍ରିୟା ବନ୍ଦ କରାଯାଇଛି। ଫଳରେ ଆସନ୍ତା ଜୁନ୍ ୪କୁ ଏହା ଘୁଞ୍ଚାଇ ଦିଆଯାଇଛି। କୋଭିଡ୍…
ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି
ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇଦିନ ହେଲା ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ…
ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର
ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା ବାଲେଶ୍ୱର…
୧ରୁ ଖୋଲିବ ଉଚ୍ଚଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସରକାରୀ ଓ ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି। ବିଭାଗ…
କମୁଛି ଜଳ, ବଢୁଛି ଦୁଃଖ
ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି ତ ଆଉ କେଉଁଠି ଘରେ ପାଣି ପଶି ବର୍ଷକର…
ଷ୍ଟେଜ୍ ୧୯ ଜିତିଲେ ସିମନ ୟେଟ୍ସ
ରୋମ୍, ୨୯ା୫:ଗ୍ରେଟ୍ ବ୍ରିଟେନର ସିମନ ୟେଟ୍ସ (ଟିମ୍ ବାଇକ୍ ଏକ୍ସଚେଞ୍ଜ୍) ଗିରୋ ଡି’ ଇଟାଲିଆ ସାଇକ୍ଲିଂ ରେସ୍ର ୧୯ତମ ଷ୍ଟେଜ୍ ଜିତିଛନ୍ତି। ଆବିଏଟ୍ଗ୍ରାସୋଠାରୁ ଆଲ୍ପ ଡି’ ମିରା ପର୍ଯ୍ୟନ୍ତ ୧୬୬ କିଲୋମିଟର ବିଶିଷ୍ଟ ଏହି ମାଉଣ୍ଟେନ ଷ୍ଟେଜ୍କୁ ସେ ୪ ଘଣ୍ଟା…
ଟିକା ନେଇ ସମସ୍ତଙ୍କ ପାଇଁ ଉଦାହରଣ ସାଜିଲେ ୧୧୮ବର୍ଷୀୟ ବୃଦ୍ଧ
ଶ୍ରୀନଗର,୨୮।୫: କରୋନା ଭାଇରସ୍ର ଦ୍ୱିତୀୟ ଲହରର ପ୍ରକୋପ ମଧ୍ୟରେ ଦେଶରେ ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଇତିମଧ୍ୟରେ ଜଣେ ୧୧୮ ବର୍ଷୀୟ ବୃଦ୍ଧ କରୋନା ଟିକା ନେଇ ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି। ସୂଚନାଯୋଗ୍ୟ, ଯେଉଁଠି ଅନେକ ଲୋକ କରୋନା…
ନାରଦା ଷ୍ଟିଙ୍ଗ୍ ଅପରେଶନ୍ ମାମଲା: ୪ଟିଏମ୍ସି ନେତାଙ୍କୁ ଅନ୍ତରୀଣ ଜାମିନ
କୋଲକାତା,୨୮।୫: ନାରଦା ଷ୍ଟିଙ୍ଗ୍ ଅପରେଶନ୍ ମାମଲାରେ ପଶ୍ଚିମବଙ୍ଗର ୪ଜଣ ଟିଏମ୍ସି ନେତାଙ୍କୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ହାଇକୋର୍ଟ ୪ଜଣ ଟିଏମ୍ସି ନେତାଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ୨ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚ୍ଚାଲିକା ଏବଂ ଯାଞ୍ଚରେ ଏଜେନ୍ସି ସହ ସହଯୋଗ…
ନୀଳ ନୟନା ଐଶ୍ଙ୍କ ପାଇଁ ସଲମାନ୍ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ ଏହି ଅଭିନେତା: ପରେ ଯାହା ଘଟିଲା ସ୍ବପ୍ନରେ ଭାବି ନ ଥିଲେ
ବମ୍ବେ: ଏକଦା ଅଭିନେତ୍ରୀ ଐଶ୍ୱର୍ଯ୍ୟାଙ୍କ ପ୍ରେମରେ ପଡ଼ି ସଲମାନଙ୍କ ଆକ୍ରୋଶର ଶିକାର ହୋଇଥିଲେ ଅଭିନେତା ବିବେକ ଓବରୟ। ଏହାକୁ ଅନେକ ବର୍ଷ ବିତିଥିଲେ ହେଁ ଅନେକ ସମୟରେ ଏହି ପ୍ରସଙ୍ଗ ଉଠେ। ଐଶ୍ଙ୍କ ସହ ପ୍ରେମ ପାଇଁ ବିବେକଙ୍କ ଅଭିନୟ ଜୀବନ…
Archives


