ଏସବୁ କରିବାରେ ସଙ୍କୋଚ ଅନୁଭବ କରୁଛନ୍ତି କି? ହୋଇଯିବେ ବରବାଦ; ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିକୁ ଆଜିବି ଲୋକେ ଆପଣାଇଥାନ୍ତି। ଏହାକୁ ଅନୁସରଣ କରି ଜୀବନକୁ ସହଜ ଏବଂ ସରଳ କରିହେବ। ଯଦିଓ ନୀତିଗୁଡ଼ିକୁ ଆପଣାଇବା କଷ୍ଟକର, ହେଲେ ଯିଏ ଏହାକୁ ଗ୍ରହଣ କରିନିଏ ସେ ସଫଳ ଏବଂ ସୁଖୀ ହୋଇଥାଏ। ସେହିଭଳି ଚାଣକ୍ୟ…
ପ୍ରଶଂସକଙ୍କୁ ଏହି ସୁନ୍ଦର ଉପହାର ଦେଲେ ଦୀପିକା
ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ତାଙ୍କର ସୌନ୍ଦର୍ଯ୍ୟ ଏବଂ ଅଭିନୟ ମାଧ୍ୟମରେ ପ୍ରଶଂସକଙ୍କୁ ବାନ୍ଧି ରଖିଛନ୍ତି। ଏବେ ସେ ଗୋଟିଏ ପରେ ଗୋଟିଏ ଫିଲ୍ମରେ ସାଇନ କରୁଥିବା ନଜର ଆସିଛନ୍ତି। ତେବେ ପ୍ରଶଂସକମାନେ ତାଙ୍କୁ ଆଗାମୀ ଫିଲ୍ମରେ ଦେଖିବାକୁ ଉତ୍ସାହର ସହିତ…
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍କାଉଣ୍ଟରରେ ବୁରହାନ ଓ୍ବାନିଙ୍କ ସମ୍ପର୍କୀୟ ଭାଇ ନିହତ
ଶ୍ରୀନଗର,୯।୪: ଜମ୍ମୁ-କଶ୍ମୀରର ଶୋପିଆନ ଓ ତ୍ରାଲ ଅଞ୍ଚଳରେ ଗୁରୁବାରଠାରୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଶୋପିଆନରେ ୩ ଓ ତ୍ରାଲରେ ୨ ମୋଟ ୫ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସେହିପରି ଏହି ଗୁଳିବିନିମୟରେ ୪ଯବାନ…
ଟିକା ଅଭାବ ଏକ ଗୁରୁତର ପ୍ରସଙ୍ଗ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୧୧ରୁ ୧୪ ପର୍ଯ୍ୟନ୍ତ ଟିକା ଉତ୍ସବ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହା ଉପରେ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, କରୋନା ବିରୋଧରେ ଟିକା ଅଭାବ…
ଟିକା ନେବା ପରେ ଖୁସିରେ ନାଚିଲେ ଏହି ବ୍ୟକ୍ତି, ଦେଖିଲେ ଆପଣଙ୍କୁ ବି ଛାଡ଼ିଯିବ କରୋନା ଡର
ଭାରତରେ ଲଗାତର କରୋନା ସଂକ୍ରମଣ ମାମଲା ବଢ଼ିଚାଲିଛି। ଏବେ ଲୋକଙ୍କୁ ପୁଣି ଲକ୍ଡାଉନ ଆଶଙ୍କା ଘାରିଲାଣି। ଏହି ପରିପ୍ରେକ୍ଷୀରେ କାନାଡାରେ ରହୁଥିବା ଭାରତୀୟ ମୂଳ ବାସିନ୍ଦା ଗୁରୁଦୀପ ପନ୍ଧେର କରୋନା ଟିକା ନେବା ପରେ ଖୁସିରେ ବରଫ ଉପରେ ନାଚୁଛନ୍ତି। ଏହି…
ଆପଣଙ୍କର ଜୀବନସାଥୀ ମୀନ ରାଶିର କି? ଜାଣନ୍ତୁ କିଭଳି ତାଙ୍କର ସ୍ବଭାବ, କ’ଣ ସେମାନଙ୍କ ପସନ୍ଦ/ନାପସନ୍ଦ
ମୀନ ରାଶିଚକ୍ରର ସବୁଠାରୁ ସହଜ ରାଶି। ଏହାର ପ୍ରତୀକ ହେଉଛି ମାଛ। ରାଶିର ଗୁରୁ ବୃହସ୍ପତି। ଏହା ଜଳ ତତ୍ତ୍ୱର ରାଶି। ଏହି ଜାତକଧାରୀ ବ୍ୟକ୍ତିବିଶେଷ ଆଧ୍ୟାତ୍ମିକ, ନିସ୍ବାର୍ଥପର, ଦୟାଳୁ ଏବଂ ଭାବୁକ ହୋଇଥାନ୍ତି। ଏମାନେ କ୍ଷଣିକ ପାଇଁ ଉତ୍ତେଜିତ ହୋଇଯାଇଥାନ୍ତି।…
ପ୍ରେମିକାଙ୍କ ଠାରୁ ସର୍ତ୍ତ ହାରିବା ପରେ ଝିଅ ସାଜି ନୃତ୍ୟକଲେ ଏହି ଅଭିନେତା
‘ଫୁକ୍ରେ’ ଷ୍ଟାର ପୁଲକିତ ସମ୍ରାଟ ବହୁତ ମଜାଳିଆ ସ୍ବଭାବର। ‘ସନମ୍ ରେ’ ଏବଂ ପାଗଲପନ୍ତି ପରି ଫିଲ୍ମରେ ସେ ନିଜର ଅଭିନୟ ପାଇଁ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ପୁଲକିତ ସୋସିଆଲ ମିଡିଆରେ ଏକ ମଜାଳିଆ ଭିଡିଓ ଶେୟାର କରିଛନ୍ତି। ଏଥିରେ ତାଙ୍କୁ…
ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କରୋନା ସମ୍ପର୍କରେ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି।…
ଟିକା ନେଲେ ମିଳିବ ମାଗଣା ମଦ!
ନୂଆଦିଲ୍ଲୀ,୯।୪: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସଂକ୍ରମଣର ଆଶଙ୍କା ବଢାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଟିକାକରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଅନେକ ଦେଶରେ ସରକାରୀ ଏବଂ ବେସରକାରୀ କମ୍ପାନୀଗୁଡିକ ଟିକାକରଣ ପାଇଁ ଲୋକଙ୍କୁ ଉତ୍ସାହିତ କରିବାକୁ ବିଭିନ୍ନ ଆକର୍ଷଣୀୟ ଅଫର…
କାହିଁକି ଜରୁରୀ ଅବତରଣ କଲା ଏୟାର ଏସିିଆ ବିମାନ
ନୂଆଦିଲ୍ଲୀ,୯।୪: ଏୟାର ଏସିଆ ବିମାନରେ ଉତ୍ତେଜନା। ବିମାନର ଜରୁରୀ ଅବତରଣ କରାଇଲେ ପାଇଲଟ। ଏହି ଘଟଣା ଘଟିଛି ନୂଆଦିଲ୍ଲୀରେ। ବେଙ୍ଗାଲୁରୁରୁ ଦିଲ୍ଲୀ ଯାଉଥିବା ଏୟାର ଏସିଆ ବିମାନରେ ଜଣେ ଯାତ୍ରୀ ହଠାତ୍ ଉଲଗ୍ନ ହୋଇଯିବାରୁ ବାଧ୍ୟ ହୋଇ ପାଇଲଟଙ୍କୁ ଦିଲ୍ଲୀରେ ଜରୁରୀ…
ବଢୁଛି ଧୋନୀଙ୍କ ଫାର୍ମହାଉସ ପରିବା ଚାହିଦା: ଏବେ ଷ୍ଟ୍ରବେରୀ ବିକି ରୋଜଗାର କଲେ…
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବର୍ତ୍ତମାନ କୃଷକ ପାଲଟିଛନ୍ତି। ସେ ତାଙ୍କ ଫାର୍ମହାଉସରୁ ବିଭିନ୍ନ ପ୍ରକାର ଫସଲ ଆମଦାନୀ କରୁଛନ୍ତି। ତାଙ୍କ କ୍ଷେତର ପନିପରିବା ରାଞ୍ଚିରେ ବହୁତ ଚାହିଦା ରହିଛି।…
ଅଭିଷେକଙ୍କ ଫିଲ୍ମ ଦେଖିବାକୁ ମନାକଲେ ସ୍ତ୍ରୀ ଐଶ୍ୱର୍ଯ୍ୟା, ମା’ ଜୟା: ଜାଣନ୍ତୁ କାହିଁକି..
ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନଙ୍କ ଫିଲ୍ମ ‘ଦ ବିଗ୍ ବୁଲ’ ଓଟିଟି ପ୍ଲାଟଫର୍ମ, ଡିଗ୍ରୀ ହଟଷ୍ଟାରରେ ରିଲିଜ୍ ହୋଇଯାଇଛି। ଫିଲ୍ମ ରିଲିଜ୍ ପୂର୍ବରୁ ଅଭିଷେକ କହିଛନ୍ତି ଯେ, ସେ ନିଜ ପରିବାରକୁ ଫିଲ୍ମ ଦେଖାଇଥିଲେ। ମାତ୍ର ଏହାକୁ କେବଳ ବାପା ଅମିତାଭ…
Archives


