Home

ଏହି ସର୍ତ୍ତରେ ଅମିତାଭ ବଚ୍ଚନଙ୍କୁ ବିବାହ କରିଥିଲେ ଜୟା

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ଜୟା ବଚ୍ଚନ ଆଜି ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ହିନ୍ଦୀ ସିନେମାର ଜଣେ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଜୟା ବଚ୍ଚନ। ସତ୍ୟଜିତ୍‌ ରାୟ ଏବଂ ହୃଷିକେଶ ମୁଖାର୍ଜୀଙ୍କ ପରି ନିର୍ମାତା ଏବଂ ନିର୍ଦ୍ଦେଶକମାନେ ତାଙ୍କ…

ଯମେଶ୍ୱର ମନ୍ଦିର ଅବହେଳିତ

ପୁରୀ ଅଫିସ,୯।୪: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହିସାବକିତାବ ଦାୟିତ୍ୱ ଶ୍ରୀମନ୍ଦିର ପ୍ରଶାସନ ବୁଝିଥାଏ। ଅର୍ଥାତ ପ୍ରତିବର୍ଷ ଶ୍ରୀମନ୍ଦିର ପ୍ରଶାସନ ବଜେଟ୍‌ ଉପସ୍ଥାପନ କରି ଆୟବ୍ୟୟ ଦର୍ଶାଇଥାଏ। ସେହିଭଳି ପରମ୍ପରା ଅନୁଯାୟୀ, ପ୍ରଭୁ ଯମେଶ୍ୱର ହେଉଛନ୍ତି ଶ୍ରୀମନ୍ଦିରର ହିସାବ ରକ୍ଷକ। ସେ ବର୍ଷକୁ ଥରେ…

ରଗଡ଼ି ଛକରେ ଜଳ ସଙ୍କଟ ଉତ୍କଟ

ରଗଡି,୯।୪(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ରଗଡି ଛକ ଆନନ୍ଦପୁରର ମୁଖ୍ୟ ଫାଟକ ଭାବେ ପରିଚିତ। କେନ୍ଦୁଝର ସୀମାନ୍ତରୁ ମାତ୍ର ୨ କି.ମି ପୂର୍ବରୁ ଅବସ୍ଥିତ ଏହି ଛକରେ ପ୍ରତିଦିନ ପ୍ରାୟ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ଼ ଜମେ ।…

ବାଘର ଠିକଣା ବାଘୁଆମେଦ

ମହାକାଳପଡ଼ା,୯।୪: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳରେ ଅତୀତର ଅନେକ କାହାଣୀ ଏବେବି ସତେଜ ହୋଇରହିଛି। କାଳକ୍ରମେ ଅନୁପ୍ରବେଶକାରୀଙ୍କ ଯୋଗୁ ହେନ୍ତାଳବଣ ଧ୍ୱଂସ ପାଇ ଜନବସତି ଗଢିଉଠିଛି। ଜଙ୍ଗଲ ଧ୍ୱଂସ ଯୋଗୁ ବସବାସ କରୁଥିବା ଜୀବଜନ୍ତୁ ଲୋପ ପାଇଯାଇଛନ୍ତି। କୁଜଙ୍ଗ ରାଜାଙ୍କ ଅଧୀନରେ…

ପଥର ପ୍ୟାକିଂ କାର୍ଯ୍ୟ ନିମ୍ନମାନର

ନାଉଗାଁ,୯।୪(ସ୍ବ.ପ୍ର.): ନାଉଗାଁ ବ୍ଲକରେ ପ୍ରବାହିତ ଦେବୀ ନଦୀର ଦୁର୍ବଳ ସ୍ଥାନକୁ ପ୍ରଶସାନ ପକ୍ଷରୁ ଚିହ୍ନଟ କରାଯାଇ ପଥର ପ୍ୟାକିଂ କରାଯାଉଛି। ଏଥିସହ ନଦୀବନ୍ଧ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ଜଳ ସମ୍ପଦ ବିଭାଗ ଅଧୀନରେ ଚାଲିଥିବା ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ…

ଆଇପିଏଲ୍‌ ୨୦୨୧ ଧୋନୀ ଭାଙ୍ଗିପାରନ୍ତି ଏହି ୭ ରେକର୍ଡ

ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଜଗତର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବରେ ପରିଗଣିତ ହୋଇଛନ୍ତି। ଆଇପିଏଲ ୨୦୨୧ରେ ଧୋନୀଙ୍କ ଏହା ହେଉଛି ୧୩ତମ ସିଜନ ଅଧିନାୟକ। ସେ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୨ ଥର ଅଧିନାୟକ କରିଥିବାବେଳେ…

ବିବାହର ଘଣ୍ଟାଏ ପୂର୍ବରୁ କନ୍ୟା ଫେରାର: ଅନ୍ୟତ୍ର ବିବାହ କରି ଘରକୁ ଫେରିଲେ ବର

ଗୋପ,୯।୪(ଡି.ଏନ୍‌.ଏ.): ବିବାହ କରି ନୂଆ ସଂସାର ଗଢ଼ିବାକୁ ଆଶା ରଖିଥିଲେ ବର। ଏଥିପାଇଁ ସବୁପ୍ରକାର ନୀତି କାର୍ଯ୍ୟ ସାରି ବର ସଜେଇ ହୋଇ ମଣ୍ଡପକୁ ଆସିଥିଲେ। ହେଲେ ବିବାହ ପାଇଁ କନ୍ୟାକୁ ଖୋଜା ପଡ଼ିଥିବାବେଳେ ମୁହୂର୍ତ୍ତର ଠିକ୍‌ ଘଣ୍ଟାଏ ପୂର୍ବରୁ କନ୍ୟା…

୫ ବର୍ଷ ହେଲା ଘରେ ବନ୍ଦୀ ବିଷ୍ଣୁପ୍ରସାଦ

କୋଣାର୍କ,୯।୪(ଡି.ଏନ୍‌.ଏ.): ଗୋଟିଏ ଘର ଭିତରେ ୫ବର୍ଷ ହେଲା ବନ୍ଦୀ ଜୀବନ କାଟୁଛନ୍ତି ବିଷ୍ନୁପ୍ରସାଦ ବେହେରା। ନା ହସଖୁସି ନା ଖୋଲା ଜୀବନ। ମାନସିକ ବିକାରଗ୍ରସ୍ତ ଯୋଗୁ ପରିବାର ଲୋକ ତାଙ୍କୁ ଗୋଟିଏ କୋଠରି ଭିତରେ ବନ୍ଦ କରି ରଖିଛନ୍ତି। କୋଣାର୍କ ଥାନାନ୍ତର୍ଗତ…

ଆଜି ରାଜ୍ୟରେ ୧୨୮୨ ପଜିଟିଭ୍‌ ଚିହ୍ନଟ, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୧୨୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୧.୩୧ ଲକ୍ଷରୁ ଅଧିକ ସଂକ୍ରମିତ,୮୦୨ ମୃତ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ,…

‘ଧରିତ୍ରୀ’ର ପୂର୍ବତନ କର୍ମଚାରୀଙ୍କ ଅକାଳ ବିୟୋଗ

ଭୁବନେଶ୍ୱର,୯।୪(ବ୍ୟୁରୋ): ଦୈନିକ ‘ଧରିତ୍ରୀ’ର ପୂର୍ବତନ କର୍ମଚାରୀ ଜଗତସିଂହପୁର ଜିଲା ବାଲିକୁଦା ଥାନା ଅଳାବର ପଞ୍ଚାୟତ କଣିହାଁ ଗ୍ରାମର ପ୍ରଶାନ୍ତ ରାଉତଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୪୫ ବର୍ଷ ହୋଇଥିଲା। ଗତ ନଭେମ୍ବରରୁ ସେ ଲିଭର କ୍ୟାନସରରେ ପୀଡ଼ିତ ଥିଲେ। ବାହାରଣାସ୍ଥିତ…

ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌ ଅଫିସର ପରୀକ୍ଷା: ସର୍ବଭାରତୀୟ ସ୍ତରରେ ରୋଷନ ଟପ୍ପର

ଖୋର୍ଦ୍ଧା ଅଫିସ,୯।୪: କଠିନ ପରିଶ୍ରମ, ଲକ୍ଷ୍ୟସ୍ଥଳରେ ପହଞ୍ଚିବାର ସ୍ବପ୍ନ ଏବଂ ଦୃଢ଼ ମନୋବଳ ସଫଳତା ଆଣିଦିଏ। ଏହାର ଉଦାହରଣ ପାଲଟିଛନ୍ତି ଖୋର୍ଦ୍ଧା ଜିଲା ଜଟଣୀର ରୋଷନ ଜେନା। ସର୍ବଭାରତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ରୋଷନ। ଏସ୍‌ଏସ୍‌ସି ଆସିଷ୍ଟାଣ୍ଟ ଅଡିଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri