Home

ପଦ ଛାଡ଼ିବେ ଆମାଜନ୍‌ ସିଇଓ

ଇ-କମର୍ସ କମ୍ପାନୀ ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ ଆସନ୍ତା ଜୁଲାଇ ୫ରେ ସିଇଓ ପଦ ଛାଡ଼ିବେ। ବୁଧବାର ଆମାଜନ୍‌ ଶେୟାର ହୋଲ୍ଡରଙ୍କ ସହ ଏକ ବୈଠକରେ ବେଜୋସ୍‌ ଏହି ଘୋଷଣା କରିଛନ୍ତି। ୧୯୯୪ରେ ସମାନ ତାରିଖରେ ଆମାଜନ୍‌ର ପ୍ରତିଷ୍ଠା ହୋଇଥିଲା। ଆଣ୍ଡି…

ଜୁଲାଇରେ ଆସିବ ଫାଇଜର

ନୂଆଦିଲ୍ଲୀ, ୨୮।୫:ଦେଶରେ କୋଭିଡ୍‌ ଟିକା ଅଭାବ ପୂରଣ ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନୀକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏଥିପାଇଁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ସରକାର ଦୋହରାଇଛନ୍ତି। ଆମେରିକାର ଫାଇଜର କମ୍ପାନୀ ଭାରତକୁ ୫ କୋଟି ଡୋଜ୍‌ ଯୋଗାଇଦେବାକୁ…

୧୫ ଦିନରେ ନୂଆ ନିୟମ ଅନୁପାଳନ ବିବରଣୀ ଦିଅ

ନୂଆଦିଲ୍ଲୀ, ୨୮।୫:କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ଫେବୃୟାରୀରେ ଜାରି ହୋଇଥିବା ନୂଆ ଡିଜିଟାଲ ମିଡିଆ ନିୟମାବଳୀ କେତେଦୂର କାର୍ଯ୍ୟକାରୀ ହୋଇଛି ୧୫ ଦିନ ମଧ୍ୟରେ ତା’ର ସବିଶେଷ ବିବରଣୀ ଦାଖଲ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଓଭର…

ଫିଫା ସର୍ଭେ: ୭୦ ପ୍ରତିଶତ ମହିଳା କ୍ଲବ କ୍ଷତିରେ ଚାଲୁଛି

ଜେନେଭା,୨୮।୫(ଏପି): ବିଶ୍ୱ ଫୁଟ୍‌ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫାର ଏକ ସର୍ଭେ ବିଶ୍ୱ ମହିଳା ଫୁଟ୍‌ବଲର ସମସ୍ୟାକୁ ପଦାରେ ପକାଇଛି। ଅନ୍ତର୍ଜାତୀୟସ୍ତରର ୭୦ ପ୍ରତିଶତ ମହିଳା ଫୁଟ୍‌ବଲ କ୍ଲବ କ୍ଷତିରେ ଚାଲୁଛି ବୋଲି ଏହି ସର୍ଭେରେ ଦର୍ଶାଯାଇଛି। ମାତ୍ର ୧୩ ପ୍ରତିଶତ…

ଭାରତରେ ୪୨ ଲକ୍ଷ କରୋନା ମୃତ୍ୟୁ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୮ା୫:କରୋନା ମହାମାରୀ ଯୋଗୁ ଭାରତରେ ଘଟୁଥିବା ମୃତ୍ୟୁସଂଖ୍ୟାକୁ ନେଇ ଲଗାତର ପ୍ରଶ୍ନ ଉଠିବାରେ ଲାଗିଛି। ସରକାର ବତାଉଥିବା ସଂଖ୍ୟାକୁ ଭୁଲ୍‌ ବୋଲି କୁହାଯାଉଛି। ଶ୍ମଶାନ ଘାଟ ଓ ନଦୀକୂଳର ଚିତ୍ର ଦେଖିଲେ ସରକାରଙ୍କ ଡାଟା ତ୍ରୁଟିଯୁକ୍ତ ମନେହେଉଛି। ଏଭଳି ସମୟରେ ଆମେରିକାର…

ରାତିକ ପାଇଁ ୨ କୋଟି

ବ୍ରିଟେନର ଗ୍ଲାମର ମଡେଲ ରିଆନ ଶାଗଡେନ ତାଙ୍କ ପୋଷ୍ଟକୁ ନେଇ ସୋସିଆଲ ମିଡିଆରେ ଅନେକ ସମୟରେ ଟ୍ରୋଲ ହୋଇଥାନ୍ତି। କିନ୍ତୁ ସେ ଟ୍ରୋଲରମାନଙ୍କୁ କଡ଼ା ଜବାବ ମଧ୍ୟ ଦିଅନ୍ତି। କେତେଥର ସେ ଏଥିପାଇଁ ଲଜ୍ଜିତ ମଧ୍ୟ ହୋଇଛନ୍ତି। ଏବେ ସେମିତି ଏକ…

୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ, ଜିଲାପାଳମାନଙ୍କ ସହ ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ପୁନର୍ଗଠନ ଓ ପୁନରୁଦ୍ଧାର…

ବାତ୍ୟା ୟାସ୍‌ ପରବର୍ତ୍ତୀ ସ୍ଥିତି: ଆଜି ଆକାଶମାର୍ଗରୁ ଦେଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୮ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା ୟାସ୍‌ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବେ। ବୁଧବାର ସାମୁଦ୍ରିକ ଝଡ଼ ଓଡ଼ିଶା ଉପକୂଳରେ ମାଡ଼ କରିବା ସହ ଉଭୟ ରାଜ୍ୟରେ ବ୍ୟାପକ…

୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧

ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ ଯାଇଛି। ସାମୁଦ୍ରିକ ଝଡ଼ ଯୋଗୁ ମୃତ୍ୟୁହାର ବିଗତ ୧୦ ବର୍ଷରେ ବହୁଳ ଭାବେ…

ବୈତରଣୀରେ ବନ୍ୟା ବିପଦ

ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍‌.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍‌’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି। ବାତ୍ୟାଜନିତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ…

ସେକ୍ସ ରାକେଟ୍‌ରେ ଫସିଛନ୍ତି ଏହି ୫ ଅଭିନେତ୍ରୀ: କାରନାମା ଶୁଣିଲେ…

ବମ୍ବେ: ବଲିଉଡ୍‌ରେ କିଛି କଳାକାର ନିଜର ଭଲ କାମ ଏବଂ ଅଭିନୟକୁ ନେଇ ଜଣାଶୁଣା। ପ୍ରଶଂସକମାନେ ତାଙ୍କର ସମ୍ମାନ ମଧ୍ୟ କରିଥାନ୍ତି। ହେଲେ କିଛି ଏଭଳି ଅଛନ୍ତି ଯେଉଁମାନେ ସଫଳତା ପାଇବା ପରେ ବାଟବଣା ହୋଇଯାଇଛନ୍ତି। ଫଳରେ ସେମାନେ ହୋଇଛନ୍ତି ବଦନାମ।…

ବର ‘କବୁଲ ହୈ’ କହିବା ମାତ୍ରକେ ଖୁସିରେ ଆତ୍ମବିଭୋର ହୋଇଗଲେ ବଧୂ; ସର୍ବସମ୍ମୁଖରେ କଲେ ଏମିତି ଯେ…

ନୂଆଦିଲ୍ଲୀ: ବିବାହ ସମସ୍ତଙ୍କ ଜୀବନର ଖାସ୍‌ ଦିନ ଭିତରୁ ଗୋଟିଏ। ସେଥିରୁ କିଛି ଯୋଡ଼ି ସବୁକିଛି ଠିକ୍‌ ଭାବେ ହୋଇଯାଉ ବୋଲି ଚିନ୍ତାରେ ରହୁଥିବା ବେଳେ କିଛି ଯୋଡ଼ି ବେଶ୍‌ ଉତ୍ସାହିତ ଥାନ୍ତି। ନିଜର ଭବିଷ୍ୟତ ପାଇଁ ସ୍ବପ୍ନ ଦେଖିଥାନ୍ତି। ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri