Home

ଆପଣଙ୍କ ସାଥୀ କନ୍ୟା ରାଶିର କି? ଜାଣନ୍ତୁ କିଭଳି ତାଙ୍କର ସ୍ବଭାବ, ବ୍ୟକ୍ତିତ୍ୱ…

ରାଶିଚକ୍ରର ଷଷ୍ଠ ରାଶି ହେଉଛି କନ୍ୟା। ଏହାକୁ ସବୁ ରାଶିରୁ ସୁନ୍ଦର ରାଶି ବୋଲି କୁହାଯାଏ। କାରଣ ଏହି ରାଶିର ପ୍ରତିନିଧିତ୍ୱ କରନ୍ତି ଜଣେ କନ୍ୟା। ଏମାନେ ବହୁତ ପରିଶ୍ରମୀ। ସବୁ କାମକୁ ବେଶ ଭଲ ଭାବେ ପୂରଣ କରିବାର କ୍ଷମତା…

ଦେଶର ସବୁଠୁ ଛୋଟ ଓକିଲ!

ଜଳନ୍ଧର,୮।୪: କଥାରେ ଅଛି ଯଦି ଦୃଢ ମନୋବଳ ଅଛି, ତେବେ ଦୁନିଆର କୌଣସି କାର୍ଯ୍ୟ ଅସମ୍ଭବ ନୁହେଁ। ଏହି କଥା ସଦ୍ୟ ଉଦାହରଣ ହେଉଛନ୍ତି ହରଓ୍ବିନ୍ଦର କୌର। କମ୍‌ ଉଚ୍ଚତା ଯୋଗୁ ତାଙ୍କୁ ଅନେକ ସମୟରେ ଲୋକଙ୍କର ଟାର୍ଗେଟରେ ରହିବାକୁ ପଡୁଥିଲା।…

ଏସ୍‌ବିଆଇ ମେନ୍‌ ବ୍ରାଞ୍ଚ ସିଲ୍‌‌

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇଛି କରୋନା। କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର ୟୁନିଟ୍‌-୧ ସ୍ଥିତ ଏସ୍‌ବିଆଇର ମୁଖ୍ୟ କାର୍ଯ୍ୟାଳୟରେ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ…

ପୁଣି କରୋନା ଆତଙ୍କ: ଘରମୁହାଁ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଗତବର୍ଷ ତୁଳନାରେ କରୋନା ସଂକ୍ରମଣ ଅଧିକ ବେଗରେ ବ୍ୟାପୁଥିବାରୁ ଦିଲ୍ଲୀ, ପୁଣେ, ସୁରଟ ଆଦି ସହରରେ କାମ କରୁଥିବା ପ୍ରବାସୀ ଶ୍ରମିକ ଏବେ ଲକ୍‌ଡାଉନ୍‌ ଭୟରେ ଘରମୁହାଁ ହେବାରେ…

କଟକର ଏକ କୋଚିଂ ସେଣ୍ଟର ସିଲ୍‌ କଲା ସିଏମ୍‌ସି

କଟକ ଅଫିସ,୮।୪: କଟକର ଅରୁଣଦୋୟ ନଗରସ୍ଥିତ ଏକ କୋଚିଂ ସେଣ୍ଟରକୁ ଗୁରୁବାର ସିଏମ୍‌ସି ସିଲ୍‌ କରିଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ସେଣ୍ଟରକୁ ସିଲ୍‌ କରାଯାଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକରୁ ୫୦ କରୋନା ଆକ୍ରାନ୍ତ ଚିହ୍ନଟ…

ଗଞ୍ଜାମରେ କରୋନା ସଚେତନତା ରାଲି

ଗଞ୍ଜାମ,୮।୪(ଡି.ଏନ୍‌.ଏ): ମହାମାରୀ କରୋନା ଦିନକୁ ଦିନ ରାଜ୍ୟରେ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। କରୋନାର ନୂଆ ଷ୍ଟ୍ରେନ୍‌ ଅତି ଭୟଙ୍କର ହୋଇଥିବା ବେଳେ ଏଥିପାଇଁ ଲୋକେ ସଚେତନ ହେବାର ଆବଶ୍ୟକତା ରହିଛି l ଏହାକୁ ଦୃଷ୍ଟିରେ ରଖି ଜିଲାପ୍ରଶାସନ ନିର୍ଦ୍ଦେଶ…

ଲକ୍‌ଡାଉନରେ ଟିକେଟ୍‌ ବୁକିଂ ଟଙ୍କା ଖୁବ୍‌ଶୀଘ୍ର ହେବ ଫେରସ୍ତ

ନୂଆଦିଲ୍ଲୀ,୮।୪: ଗତ ବର୍ଷ ଲାଗୁ ହୋଇଥିବା ଦେଶବ୍ୟାପୀ ଲକ୍‌ଡାଉନ ସମୟରେ ବୁକ ହୋଇଥିବା ବିମାନ ଟିକେଟ ଫେରସ୍ତରେ ବିଳମ୍ବ ହୋଇଥିବାରୁ ନାଗରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ କରିଛି। ବିମାନ କମ୍ପାନୀଗୁଡିକ ମନୋଭାବକୁ ନେଇ ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ କରିଛି।…

ରୁଦ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ଭଉଣୀ

ଭୁବନେଶ୍ୱର,୮।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ପ୍ରଚାର ସେତିକି ଜମୁଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ନିଜ ପାଇଁ ଭୋଟ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ନିର୍ବାଚନ ମଇଦାନକୁ…

ଦ୍ୱିତୀୟ ଲହର ବେକାବୁ: ହସ୍ପିଟାଲରେ ବେଡ୍‌-ଭେଣ୍ଟିଲେଟର ଅଭାବ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ଏହା ପୂର୍ବାପେକ୍ଷା ୩ଗୁଣା ଅଧିକ ବେଗରେ ବ୍ୟାପୁଥିବାରୁ ଏହାକୁ ଆୟତ୍ତ କରିବା କଷ୍ଟକର ହେଉଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ଏବଂ ଭେଣ୍ଟିଲେଟରର ଅଭାବ…

ଏହି ୪ ରାଶିର ବ୍ୟକ୍ତିବିଶେଷ ହୋଇଥାନ୍ତି ବହୁତ ଭାଗ୍ୟଶାଳୀ, କମ୍‌ ବୟସରେ ହୁଅନ୍ତି ଧନୀ; ଜାଣନ୍ତୁ…

କିଛି ଲୋକ କମ୍‌ ପରିଶ୍ରମରେ ସଫଳତାର ସ୍ବାଦ ଚାଖିଥାନ୍ତି। ଜ୍ୟୋତିଷଶାସ୍ତ୍ର ଅନୁସାରେ ଗହ-ନକ୍ଷତ୍ରର ଚଳନ ଯୋଗୁ ବ୍ୟକ୍ତିଟିଏ ସଫଳ ହୋଇପାରେ। ଆମେ କଥା ହେବା ସେଭଳି ୪ ରାଶି ବିଷୟରେ, ଯେଉଁମାନେ ମୂଳତଃ ଭାଗ୍ୟଶାଳୀ ହୋଇଥାନ୍ତି। ମେଷ: ମେଷ ରାଶି ଜାତକଧାରୀ…

ସ୍ଥିତି ପରଖିଲେ, ସଚେତନ କଲେ ପୋଲିସ କମିଶନର

ଭୁବନେଶ୍ୱର,୮ା୪(ବ୍ୟୁରୋ): ଅମାନିଆଙ୍କ ପାଇଁ ସହରର ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ବୁଧବାର ନିଜେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସହର ବଜାର ବୁଲି ବାସ୍ତବ ସ୍ଥିତି ପରଖିଛନ୍ତି। ତାଙ୍କ ସହିତ…

ତଥାପି ଚେତୁନାହାନ୍ତି

ଭୁବନେଶ୍ୱର, ୮ା୪(ବ୍ୟୁରୋ): ସଂକ୍ରମଣ ପୂରା ରାଜଧାନୀକୁ ବ୍ୟାପିଯାଇଛି। ଚଢ଼ାଉ, ସିଲ୍‌, ଜରିମାନା ସତ୍ତ୍ୱେ ଚେତୁନାହାନ୍ତି ରାଜଧାନୀବାସୀ। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ହୋଟେଲ ସମେତ ସରକାରୀ କାର୍ଯ୍ୟାଳୟରେ ବି ଖୁଲମ୍‌ଖୁଲା କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଛି। ଫଳରେ ପୁଣି ସହରରେ ପୂର୍ବର ସ୍ଥିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri