Home

ବଡ଼ ଧରଣର ବିସ୍ଫୋରଣ ଷଡ଼ଯନ୍ତ୍ର ପଣ୍ଡ: ୨ ପିଏଫ୍‌ଆଇ ସଦସ୍ୟ ଗିରଫ

ଲକ୍ଷ୍ନୌ,୧୭।୨: ଦେଶରେ ବଡ଼ ଧରଣର ବିସ୍ଫୋରଣ କରିବା ପାଇଁ ରଚାଯାଇଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଉତ୍ତରପ୍ରଦେଶ ଏସ୍‌ଟିଏଫ୍‌ ଟିମ୍‌ ପକ୍ଷରୁ ପପୁଲାର ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୨ ଜଣ ସଦସ୍ୟଙ୍କୁ ଗିରଫ କରାଯାଇଛି। ଗିରଫ ସଦସ୍ୟଙ୍କୁ ଅନସାଦ୍‌ ବଦରୁଦ୍ଦିନ୍‌ ଏବଂ…

ରାମ ମନ୍ଦିର ନିର୍ମାଣ ପାଇଁ ରୁପା ଇଟା ଦାନ ମନା

ଲକ୍ଷ୍ନୌ,୧୭।୨: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଶ୍ରଦ୍ଧାଳୁମାନେ ଦାନ ଦେଉଛନ୍ତି। ତେବେ ଦାନରେ ରୁପା ଇଟା ଅବା ଅଳଙ୍କାର ନ ଦେବାକୁ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ପକ୍ଷରୁ ମନା କରାଯାଇଛି। ଏନେଇ ଟ୍ରଷ୍ଟ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ…

ବଢ଼ିପାରେ ମୋବାଇଲ ଟାରିଫ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୭।୨: ଆସନ୍ତା ୨୦୨୧-୨୨ ଆର୍ଥିକ ବର୍ଷଠାରୁ ମୋବାଇଲ ଟାରିଫ୍‌ ପ୍ଲାନ୍‌ ବଢ଼ିବାର ସମ୍ଭବାନା ରହିଛି। ୨୦୨୧ ଏପ୍ରିଲ୍‌ଠାରୁ ଏଭଳି ହୋଇପାରେ ବୋଲି ଇନଭେଷ୍ଟମେଣ୍ଟ୍‌ ଇନଫରମେଶନ୍‌ ଆଣ୍ଡ୍‌ କ୍ରେଡିଟ୍‌ ରେଟିଂ ଏଜେନ୍ସି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ସୂଚନା ଦିଆଯାଇଛି। ମୋବାଇଲ…

ବାସନ୍ଦ ହୋଇପାରନ୍ତି କୋହଲି!

ଚେନ୍ନାଇରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଟିମ ଇଣ୍ଡିଆ ୩୧୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଫଳରେ ୪ଟି ଟିକିଆ ଟେଷ୍ଟ ମ୍ୟାଚ୍‌ ଏବେ ୧-୧ ରେ ବରାବର ରହିଛି। କିନ୍ତୁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏକ ବଡ଼ ବିପଦର…

ଲାଲ୍‌ କିଲ୍ଲାରେ ଖଣ୍ଡା ବୁଲାଇଥିବା ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୭।୨: ଜାନୁୟାରୀ ୨୬ରେ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ହୋଇଥିବା ଟ୍ରାକ୍ଟର ରାଲି ସମୟରେ ଲାଲ୍‌ କିଲ୍ଲାରେ ଘଟିଥିବା ହିଂସାର ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଦିଲ୍ଲୀ ପୋଲିସ ଟିମ୍‌ ଅଭିଯୁକ୍ତ ମନିନ୍ଦର ସିଂ ଓରଫ ମନିଙ୍କୁ ଗିରଫ କରିଥିବା…

ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତ ୫୦, ୧୦୦ ମାରିଥିବା ବ୍ୟାଟ୍ସମ୍ୟାନ୍‌ କିଏ ଜାଣନ୍ତି

ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ପ୍ରଶଂସକମାନେ ତାଙ୍କୁ ଶ୍ରୀ ୩୬୦, ସୁପରମ୍ୟାନ, ଏବି ଡି ଡାକନ୍ତି। ଫିଲ୍ଡର ଯେକୌଣସି କୋଣକୁ ବଲ ପଠାଇଦେବାର ଦକ୍ଷତା ତାଙ୍କର ଅଛି। ୨୦୧୮, ମେ ୨୩ରେ…

ଓଟିଟି ଉପରେ ଅଙ୍କୁଶ ଲାଗିବ

ନୂଆଦିଲ୍ଲୀ,୧୭ା୨(ପି.ଟି.): ନେଟ୍‌ଫ୍ଲିକ୍ସ ଓ ଆମାଜନ୍‌ ପ୍ରାଇମ୍‌ ଭଳି ଓଭର ଦି ଟପ୍‌(ଓଟିଟି) ପ୍ଲାଟଫର୍ମ ଉପରେ ଅଙ୍କୁଶ ଲଗାଇବା ପାଇଁ ପଦକ୍ଷେପ ନେବାକୁ ଚିନ୍ତା କରୁଥିବା ସୁପ୍ରିମକୋର୍ଟକୁ କହିଛନ୍ତି କେନ୍ଦ୍ର ସରକାର। ଓଟିଟି ପ୍ଲାଟଫର୍ମ ଉପରେ ନିୟନ୍ତ୍ରଣ ରଖିବାକୁ ଚାହୁଁଥିବା ଏକ ପିଟିସନର…

ଶାନ୍ତନୁଙ୍କୁ ହାଇକୋର୍ଟ ଜାମିନ

ମୁମ୍ବାଇ,୧୭ା୨: ସ୍ବିଡେନର କୁନି କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ‘ଟୁଲ୍‌କିଟ୍‌’ ମାମଲାରେ ମଙ୍ଗଳବାର ପୁଣେର ଯୁବ ଇଞ୍ଜିନିୟର ଶାନ୍ତନୁ ମୁଲୁକ୍‌ଙ୍କୁ ବମ୍ବେ ହାଇକୋର୍ଟ ଟ୍ରାଞ୍ଜିଟ୍‌ ବେଲ୍‌ ଦେଇଛନ୍ତି। ଏହି ମାମଲାରେ ଦିଲ୍ଲୀ ପୋଲିସ ଖୋଜୁଥିବା ମୁମ୍ବାଇର ଆଇନଜୀବୀ ନିକିତା ଜାକୋବଙ୍କ…

କ୍ଷମା ମାଗିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

କାନ୍‌ବେରା,୧୭ା୨: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ ମଙ୍ଗଳବାର ଜଣେ ମହିଳାଙ୍କୁ କ୍ଷମା ମାଗିଛନ୍ତି, ଯାହାଙ୍କୁ ଦେଶର ପାର୍ଲାମେଣ୍ଟରେ ଜଣେ ସହକର୍ମୀ ବଳାତ୍କାର କରିଥିଲେ। ସରକାରୀ କାର୍ଯ୍ୟସ୍ଥଳରେ ବଳାତ୍କାର ସଂସ୍କୃତିର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ ବୋଲି ପ୍ରଧାନମନ୍ତ୍ରୀ ପୀଡ଼ିତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ପୀଡ଼ିତା…

ଶିକ୍ଷିତ ପୁରୁଷ ବଳାତ୍କାର କରନ୍ତି ନାହିଁ

କେପ୍‌ଟାଉନ୍‌,୧୭ା୨: ଦକ୍ଷିଣ ଆଫ୍ରିକାରେ ମହିଳାମାନଙ୍କ ବିରୋଧରେ ଯୌନ ନିର୍ଯାତନା ବଢ଼ିଚାଲିଥିବାବେଳେ ଦେଶର ମୌଳିକ ଶିକ୍ଷାମନ୍ତ୍ରୀ ଆଙ୍ଗିଏ ମୋଟ୍‌ଶେକ୍‌ଗା କହିଛନ୍ତି, ଶିକ୍ଷିତ ପୁରୁଷମାନେ ବଳାତ୍କାର କରନ୍ତି ନାହିଁ। ତାଙ୍କର ଏହି ମନ୍ତବ୍ୟକୁ ନେଇ ଝଡ଼ ସୃଷ୍ଟି ହୋଇଛି। ଶିକ୍ଷାମନ୍ତ୍ରୀ ଉକ୍ତ ବିବାଦୀୟ ମନ୍ତବ୍ୟକୁ…

୧୯ ବର୍ଷ ପରେ ଗୋଧ୍ରା ଦଙ୍ଗା ମୁଖ୍ୟ ଅଭିଯୁକ୍ତ ଗିରଫ

ବଡ଼ୋଦରା, ୧୭ା୨: ଗୁଜରାଟର ପଞ୍ଚମହଲ ଜିଲା ଗୋଧ୍ରା ରେଳ ଷ୍ଟେଶନରେ ସାବରମତି ଏକ୍ସପ୍ରେସ୍‌ରେ ନିଆଁ ଲଗାଇବା ସହ ଦଙ୍ଗା ଭିଆଇଥିବା ରଫିକ୍‌ ହୁସେନ ଭଟୁକଙ୍କୁ ପୋଲିସ ଗିରଫ କରିଛି। ୨୦୦୨ରେ ଏହି ଘଟଣାରେ ୫୯ କରସେବକଙ୍କ ମୃତ୍ୟୁ ଘଟିଥିଲା। ଫେରାର ଥିବା…

ପ୍ରଥମେ ଅବମାନନା, ପରେ ଅସ୍ବୀକାର

ନୂଆଦିଲ୍ଲୀ,୧୭ା୨: ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳଙ୍କ ଅସହମତି ସତ୍ତ୍ୱେ ସୁପ୍ରିମକୋର୍ଟ ପୁଣି ଥରେ କେତେକ ଟୁଇଟ୍‌କୁ ବିଚାରକୁ ନେଇ ନିଜଆଡ଼ୁ ଏକ ଆପରାଧିକ ଅବମାନନା ମାମଲା ରୁଜୁ କରିଥିବା ରିପୋର୍ଟ ପ୍ରକାଶ ପାଇବା ପରେ ଏହାକୁ ଅସ୍ବୀକାର କରିଛନ୍ତି ଖୋଦ୍‌ ସର୍ବୋଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri