୫ ରାଜ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ
ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା ବିଭିନ୍ନ ରୋଗ ଥିବା ବ୍ୟକ୍ତି କରୋନାରେ ଅଧିକ ଆକ୍ରାନ୍ତ ହେଉଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ଆଜିଠୁ ଅନ୍ଲାଇନ ପେନ୍ସନ ଅଦାଲତ
ଭୁବନେଶ୍ୱର,୮ା୪(ବ୍ୟୁରୋ): ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ପେନ୍ସନ ସମ୍ବନ୍ଧିତ ଅଭିଯୋଗର ତ୍ୱରିତ ବିଚାର ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପେନ୍ସନ ଅଦାଲତର ବ୍ୟବସ୍ଥା କରିଛନ୍ତି। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଅଦାଲତ ଅନ୍ଲାଇନ ଜରିଆରେ କରାଯିବ। ବୁଧବାର ସାଧାରଣ ପ୍ରଶାସନ…
ମୁମ୍ବାଇ ପୋଲିସରେ କୋକୁଆ ଭୟ
ମୁମ୍ବାଇ,୮ା୪ :ଆଣ୍ଟିଲିଆ ବାହାରେ ବିସ୍ଫୋରକ ଭର୍ତ୍ତି ସ୍କର୍ପିଓ ରଖିବା ଓ ପୁଣେ ବ୍ୟବସାୟୀ ମନ୍ସୁଖ ହିରେନଙ୍କୁ ହତ୍ୟା କରିବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ହାଜତରେ ଅଛନ୍ତି ମୁମ୍ବାଇ ପୋଲିସର ନିଲମ୍ବିତ ଆସିଷ୍ଟାଣ୍ଟ ପୋଲିସ ଇନ୍ସ୍ପେକ୍ଟର (ଏପିଆଇ) ସଚିନ ଓ୍ବାଜେ।…
୪ ପ୍ରସିଦ୍ଧ କ୍ରିକେଟରଙ୍କ ଭବିଷ୍ୟବାଣୀ: ପ୍ଲେ-ଅଫ୍ରେ ପହଞ୍ଚି ପାରିବ ନାହିଁ ଚେନ୍ନାଇ
ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସିଜନରେ ଚେନ୍ନାଇ ସୁପରକିଙ୍ଗ୍ସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଦଳ ଟୁର୍ନାମେଣ୍ଟ ଇତିହାସରେ ପ୍ରଥମ ଥର ପାଇଁ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଥିଲା। ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ…
୨୪ ଘଣ୍ଟାରେ ୨୫ଲକ୍ଷ ଜରିମାନା, ୨୭ ଗିରଫ
ଭୁବନେଶ୍ୱର,୮ା୪(ବ୍ୟୁରୋ): କରୋନା କଟକଣା ଓ ଗାଇଡ୍ଲାଇନ୍ ଉଲ୍ଲଂଘନ ହେଉଥିବାରୁ ରାଜ୍ୟରେ ସଂକ୍ରମଣ ବଢ଼ୁଛି। ସ୍ଥିତି ବିଗିଡ଼ିବା ପରେ ଏବେ ରାଜ୍ୟ ପୋଲିସ କଟକଣାକୁ କଡାକଡି କରିବାକୁ ଅଣ୍ଟା ଭିଡିଛି। ଅମାନିଆଙ୍କୁ ସାବାଡ୍ କରିବା ପାଇଁ ଚଢ଼ାଉ, ଜରିମାନା ଓ ପଦକ୍ଷେପକୁ ଜୋର୍ଦାର…
କୋଟିଆରେ ସବୁ ଦଳର ନେତା
ପଟ୍ଟାଙ୍ଗୀ,୮ା୪(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ନେରେଡିବାଲସା ଗ୍ରାମରେ ଆନ୍ଧ୍ର ସରକାର ଜିଲା ପରିଷଦ ଓ ସମିତିସଭ୍ୟ ନିର୍ବାଚନ ଚଳାଇଥିଲେ। ଉକ୍ତ ନିର୍ବାଚନ ଉପରେ ମଙ୍ଗଳବାର ଆନ୍ଧ୍ର ହାଇକୋର୍ଟ ରହିତାଦେଶ ଜାରି କରିଥିଲେ। ଏହି ସୁଯୋଗର ସଦ୍ବ୍ୟବହାର କରିବା…
ଏଫ୍ସିଏଟିକୁ ଉଚ୍ଛେଦ କଲା କେନ୍ଦ୍ର
ନୂଆଦିଲ୍ଲୀ/ମୁମ୍ବାଇ,୮ା୪ : ଫିଲ୍ମ ସାର୍ଟିଫିକେଶନ ଆପିଲେଟ୍ ଟ୍ରିବ୍ୟୁନାଲ (ଏଫ୍ସିଏଟି)କୁ କେନ୍ଦ୍ର ସରକାର ତତ୍କାଳ ଉଚ୍ଛେଦ କରିଛନ୍ତି। ଫଳରେ ସେନ୍ସର ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସାର୍ଟିଫିକେଶନ (ସିବିଏଫ୍ସି)ର ରାୟକୁ ଚ୍ୟାଲେଞ୍ଜ କରିବା ଅଧିକାର ପ୍ରଯୋଜକମାନେ ହରାଇଛନ୍ତି। ସେନ୍ସର ବୋର୍ଡର…
ମହାନଦୀ ଶଯ୍ୟା ଅନୁଧ୍ୟାନ କଲା ଏନ୍ଜିଟି ଟିମ୍
କଟକ ଅଫିସ, ୮ା୪: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ଙ୍କ ନିର୍ଦ୍ଦେଶରେ ଗଠିତ ୫ଜଣିଆ କମିଟି ବୁଧବାର ମହାନଦୀ ଶଯ୍ୟା ସମେତ ହାଡ଼ିଆ ପଠା ପରିଦର୍ଶନ କରିଛନ୍ତି। ଏହି କମିଟି ଅପରାହ୍ନ ୩.୩୦ରେ ସ୍ଥାନୀୟ ମ୍ୟାରିଟାଇମ୍ ମ୍ୟୁଜିୟମ ସମ୍ମୁଖରେ ନିର୍ମିତ ହୋଇଥିବା ବୁରୁଜ ଉପରକୁ…
୧୧ରୁ କାର୍ଯ୍ୟସ୍ଥଳରେ ଟିକା
ନୂଆଦିଲ୍ଲୀ, ୮।୪: ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢ଼ୁଥିବାରୁ ଟିକାକରଣକୁ ଅଧିକ ବ୍ୟାପକ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୧ରୁ ସରକାରୀ ଓ ଘରୋଇ କାର୍ଯ୍ୟସ୍ଥଳରେ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି ଲାଗି…
୨୦ ଲକ୍ଷ ଟଙ୍କାର ଖେଳାଳିଙ୍କ ବିସ୍ଫୋରକ ବ୍ୟାଟିଂ, ୪୯ ବଲ୍ରେ ମାରିଲେ…
ଚେନ୍ନାଇ,୮।୪: ଆଇପିଏଲ୍ ୨୦୨୧ ଆରମ୍ଭ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏପ୍ରିଲ ୯ରୁ ଏହି ମହାକୁମ୍ଭ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟ ଖେଳାଯିବ। ଉଭୟ ଦଳ ପ୍ରତିଥର…
୧.୮୨ ଲକ୍ଷ ଚାଷୀ ବୀମାରାଶି ପାଇବାରୁ ବଞ୍ଚିତ
ଯାଜପୁର ଅଫିସ,୮ା୪: ରାଜ୍ୟରେ ବିଭିନ୍ନ ତ୍ରୁଟି ଓ ବୀବାଦୀୟ କାରଣରୁ ୨୦୧୯ ଖରିଫ ଓ ୨୦୧୯-୨୦ ରବି ଋତୁରେ ୧,୮୨,୨୭୦ ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାରାଶି ପାଇବାରୁ ବଞ୍ଚିତ ରହିଛନ୍ତି। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ତଥା ମରୁଡ଼ି, ବାତ୍ୟା,…
କରୋନାର ଲଙ୍ଗ୍ ଜମ୍ପ୍: ଗୋଟିଏ ଦିନରେ ଲକ୍ଷେ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୮।୪: ଦେଶରେ କରୋନାର ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
Archives


