Home

ଶ୍ରେଷ୍ଠ ପ୍ରଦର୍ଶନକାରୀ ହସ୍ପିଟାଲକୁ ମିଳିବ ପୁରସ୍କାର

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟ ସରକାର ପ୍ରତିବର୍ଷ ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା ହସ୍ପିଟାଲକୁ ପୁରସ୍କୃତ କରିବେ। ପୁରସ୍କୃତ ହସ୍ପିଟାଲକୁ ମିଳିବ ଆର୍ଥତ୍କ ସହାୟତା। ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲ(ଏମ୍‌ସିଏଚ୍‌), ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌), ସବ୍‌ ଡିଭିଜନାଲ ହସ୍ପିଟାଲ (ଏସ୍‌ଡିଏଚ୍‌) ଏବଂ ପ୍ରଥମ…

ବାତ୍ୟା ପାଇଁ ଭୁବନେଶ୍ୱରରେ ଟିକାକରଣ ବନ୍ଦ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ):ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ୨୬ ତାରିଖ ବୁଧବାର ଭୁବନେଶ୍ୱରରେ ହେବାକୁ ଥିବା ଟିକାକରଣ ବନ୍ଦ ରହିବ। ଏହିଦିନ ପାଇଁ ସ୍ଳଟ୍‌ ବୁକିଂ କରିଥିବା ହିତାଧିକାରୀମାନେ ଆସନ୍ତା ୨୯ ତାରିଖରେ ଟିକା ନେଇ ପାରିବେ ବୋଲି ବିଏମ୍‌ସି ପକ୍ଷରୁ…

ଉଦ୍ଧାର, ଥଇଥାନ ପାଇଁ ଅଗ୍ନିଶମ ଅଧିକାରୀଙ୍କ ନମ୍ବର ଜାରି

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର ଓ ଥଇଥାନ କରିବା ପାଇଁ ୧୦ ଜିଲାରେ ଅଗ୍ନିଶମ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ସାଧାରଣ ଲୋକେ ଆବଶ୍ୟକସ୍ଥଳେ ଯୋଗାଯୋଗ କରିପାରିବେ। ଏନେଇ ଅଗ୍ନିଶମ…

ଈଶ୍ୱରଙ୍କ ଦହିବରାକୁ ଝୁରୁଛନ୍ତି କଟକବାସୀ

କଟକ ଅଫିସ,୨୬ା୫: ଆଉ ମିଳିବନି କଟକର ପ୍ରସିଦ୍ଧ ଦହିବରା ଆଳୁଦମ୍‌ର ସ୍ବାଦ। ବିଜୁ ପଟ୍ଟନାୟକ ଛକ ନିକଟ ଠେଲାଗାଡି ଚାରିପାଖେ ଆଉ ଆଗଭଳି ଗହଳି ଚହଳି ହେବନି କି କଟକରୁ ଦିଲ୍ଲୀଯାଏ ପହଞ୍ଚତ୍ବନି ନିଆରା ବ୍ୟଞ୍ଜନର ବାସ୍ନା। କାରଣ ଦହିବରା ଆଳୁଦମରେ…

ଅତି ଭୀଷଣ ବେଗରେ ମାଡିଆସୁଛି ‘ୟାସ୍‌’: ଆଉ ମାତ୍ର ଧାମରାଠାରୁ ୪୦ କି.ମି ଦୂରରେ

ପ୍ରବଳ ବେଗରେ ମାଡିଆସୁଛି ବାତ୍ୟା ୟାସ। ଏହା ଏବେ ଧାମରା ନିକଟକୁ ଆଉ ମାତ୍ର ୪୦ କିମି ଓ ବାଲେଶ୍ୱର ଠାରୁ ୯୦କିମି ଦୂରରେ ରହିଛି। ଏବେ ଏହା ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ ମାଡି ଚାଲିଛି। ବାତ୍ୟା ୟାସ…

ଆଜି ୟାସ୍‌ ତାଣ୍ଡବ

ଭୁବନେଶ୍ୱର,୨୬/୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ମଙ୍ଗଳବାର ଅତି ଭୟଙ୍କର ବାତ୍ୟା (ୟାସ୍‌)ରେ ପରିଣତ ହୋଇଛି। ବୁଧବାର ଏହା ୧୫୫ରୁ ୧୬୫ କିଲୋମିଟର ବେଗରେ ସ୍ଥଳଭାଗକୁ ମାଡ଼ କରିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଅନୁମାନ କରାଯାଇଛି।…

‘ମୋ କୁକୁର ବି ଆପଣଙ୍କ ଫିଲ୍ମ ଅଫର୍‌ ଗ୍ରହଣ କରୁନାହିଁ’

ହିନ୍ଦୀ ସିନେମାରେ ଅନେକ ଅଭିନେତା ଅଛନ୍ତି ଯିଏ ନିଜ ଅଭିନୟ ମାଧ୍ୟମରେ ଏକ ସ୍ବତନ୍ତ୍ର ଛାପ ଛଡିଛନ୍ତି। ସେମିତି ଜଣେ ଅଭିନେତା ଥିଲେ ରାଜ କୁମାର। ଫିଲ୍ମରେ ତାଙ୍କ ସଂଳାପ କହିବା ଶୈଳୀ ଆଜିବି ଲୋକଙ୍କ ମନରେ ଉଜ୍ଜିବୀତ ଅଛି। ବ୍ୟକ୍ତିଗତ…

ଧାମରା ନିକଟରେ ମାଡ଼ ହେବ ୟାସ୍‌

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ମଙ୍ଗଳବାର ଅତି ଭୀଷଣ ବାତ୍ୟାର ରୂପ ନେଇଛି। ବୁଧବାର ମଧ୍ୟାହ୍ନରେ ‘ୟାସ’ ୧୫୫ରୁ ୧୬୫ କି.ମି. ବେଗରେ ସ୍ଥଳଭାଗକୁ ଛୁଇଁବ। ବାତ୍ୟା ଯେଉଁପଟ ଦେଇ ଯିବ ସେ ସବୁ ଅଞ୍ଚଳ ଛାରଖାର…

ବାତ୍ୟା ବେଳେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ, ଆମ୍ବ-ନଡ଼ିଆ ନ ଗୋଟାଇ ଲୋଭ ସମ୍ବରଣ କରନ୍ତୁ: ଏସ୍‌ଆରସି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱର ଜିଲାରେ ପଡ଼ିବ। ବାତ୍ୟା ସମୟରେ ସର୍ବାଧିକ ୧୮୫ କିମି ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସେଲ୍‌ଫି ନେବାକୁ ବାହାରକୁ ଯାଆନ୍ତୁ ନାହିଁ ବୋଲି…

ରାଜଧାନୀରୁ ଆଉ ୧୦୬୨ କରୋନା ପଜିଟିଭ୍‌ ଚିହ୍ନଟ: ଚିନ୍ତା ବଢ଼ାଉଛି ପଟିଆ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜଧାନୀରେ ବେଲଗାମ କରୋନା। ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ୧୦୬୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୯୦ ଲୋକାଲ କେସ୍‌ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା…

ଉପକୂଳମୁହାଁ ‘ୟାସ’: ପାରାଦୀପଠାରୁ ଏବେ ୨୦୦ କିମି ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଧିରେ ଧିରେ ଉପକୂଳମୁହାଁ ବାତ୍ୟା ‘ୟାସ’। ଏବେ ଏହା ୧୫ କିମି ବେଗରେ ଗତି କରୁଛି। ପାରାଦୀପଠାରୁ ୨୦୦ କିମି ଦୂରରେ ବାତ୍ୟା ରହିଥିବା ବେଳେ ବାଲେଶ୍ୱର-ଦୀଘାରୁ ୨୯୦ କିମି ଦୂରରେ ରହିଛି। ତେବେ ବାତ୍ୟା ଆସନ୍ତା ୬ ଘଣ୍ଟା…

‘ୟାସ୍‌’ ପାଇଁ କଟକଣା: ଚଣ୍ଡିଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ

ଯାଜପୁର ଅଫିସ,୨୫।୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଏବେ ଉପକୂଳମୁହାଁ। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱରରେ ପଡ଼ିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିମି ବେଗରେ ପବନ ବହିବାର ଆକଳନ କରିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri