Home

ପ୍ରତିଟି ମାନବ ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ପ୍ରସ୍ତୁତି ନେଇ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଏବଂ ଏସ୍‌ଆର୍‌ସି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ପ୍ରତିଟି…

ପାଖେଇ ଆସୁଛି ‘ୟାସ୍‌’: ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ହେବେ ସାଢ଼େ ୭ ଲକ୍ଷ ଲୋକ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଆସୁଛି ବାତ୍ୟା ‘ୟାସ’। ଏହା ବୁଧବାର ସକାଳେ ଲ୍ୟାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଏହା ପୂର୍ବରୁ ସାଢ଼େ ୭ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ପ୍ରଭାବିତ ହେବାକୁ ଥିବା ୧୦ ଜିଲାରୁ…

ଘରର ଛାତ ଉପରେ ଉଠାଇଥିଲେ ଟପ୍‌ଲେସ୍‌ ଫଟୋ; ଅଭିନେତ୍ରୀ କହିଲେ ‘ମୁଁ ଲାଜକୁଳୀ ନୁହେଁ’

ବମ୍ବେ: ଘରର ଛାତ ଉପରେ ଟପ୍‌ଲେସ୍‌ ଫଟୋଶୁଟ୍‌। କିଛି ଏଭଳି କରି ଚର୍ଚ୍ଚାରେ ରିୟା ସେନଙ୍କ ବଡ଼ ଭଉଣୀ ତଥା ବଲିଉଡ୍‌ ଅଭିନେତ୍ରୀ ରାଇମା ସେନ୍‌। ସେ ନିଜର ଫଟୋଗୁଡ଼ିକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିବା ପରେ ତାହା ବେଶ୍‌ ଭାଇରାଲ ହେଉଛି।…

ଏହି ରାଜ୍ୟର ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି କରୀନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାଁ ସବୁବେଳେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହିଥାନ୍ତି। ପ୍ରାୟ ସମୟରେ ସେ ଇନ୍‌ଷ୍ଟାଗ୍ରାମରେ ନିଜର କାର୍ଯ୍ୟକଳାପ ସହ କିଛି ନା କିଛି ଫଟୋ ଓ ଭିଡିଓ ଶେୟାର କରିଥାନ୍ତି। ନିକଟରେ ବେବୋ ନିଜ…

ଇନ୍ଦୋରରେ ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି: ସାନିଟାଇଜ୍‌ କରାଗଲା ଫଳ, ପନିପରିବା ଦୋକାନ

ଇନ୍ଦୋର,୨୫।୫: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ମଧ୍ୟପ୍ରଦେଶ ସରକାର ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ସବୁଠାରୁ ଅଧିକ କରୋନା ପ୍ରଭାବିତ ସହର ଇନ୍ଦୋରକୁ ଜୁନ୍‌ ୧ରୁ ଅନ୍‌ଲକ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗତ…

ମା’ବାପାଙ୍କ ମଧ୍ୟରେ ଥମୁନି ବିବାଦ: ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍‌ କଲେ ଶ୍ୱେତାଙ୍କ ଝିଅ

ବମ୍ବେ: ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବେ ଲୋକପ୍ରିୟ ଟେଲି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ। ଏଭଳି ଖୁସି ସମୟ ଭିତରେ କିନ୍ତୁ ବିବାଦ ତାଙ୍କର ପିଛା ଛାଡ଼ୁନି। ମା’ ଶ୍ୱେତା ଏବଂ ତାଙ୍କ ପୂର୍ବ ସ୍ବାମୀ ଅଭିନବ କୋହଲିଙ୍କ ମଧ୍ୟରେ…

ଲମ୍ବା ଚୁଟି, ଘଞ୍ଚ ଦାଢ଼ି ସହ ଚଷମା; ଜାଣନ୍ତୁ କେଉଁ କାରଣରୁ ଭାଇରାଲ ହେଉଛି କୋହଲିଙ୍କ ଏହି ନୂଆ ଲୁକ୍‌…

ନୂଆଦିଲ୍ଲୀ,୨୫।୫: ଆଇପିଏଲ୍‌ ପରେ ଅନେକ କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। କ୍ରିକେଟର ହିସାବରେ ତାଙ୍କର ସୋସିଆଲ ମିଡିଆରେ ପ୍ରଶଂସକ ଅଧିକ। ଏଥିପାଇଁ ଫଟୋ ହେଉ ଅଥବା ଭିଡିଓ, ଶେୟାର କରାଯିବା ମାତ୍ରେ ତାହା ଭାଇରାଲ ହେବାକୁ…

୧୫ ପଞ୍ଚାୟତର ୭୩୪ ବିସ୍ଥାପିତ

ନିଶ୍ଚିନ୍ତକୋଇଲି,୨୫।୫(ସ୍ବ.ପ୍ର.): ମନ୍ତ୍ରୀ ପ୍ରତାପ ଜେନାଙ୍କ ଜିରୋ କାଜୁଆଲିଟି ତାଗିଦ ପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇଛି। ବୁଧବାର ଅପରାହ୍ନରେ ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ୍‌ ହେବ। ଏଥିପାଇଁ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ୪୧ଟି ପଞ୍ଚାୟତରେ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି।…

ପ୍ରେମ ପାଇଁ ପରିବାରଲୋକଙ୍କୁ ଏଭଳି ବଡ଼ ମିଛ କହିଥିଲେ ମାଷ୍ଟର ବ୍ଲାଷ୍ଟର; ହଁ ଭରିଥିଲେ ସ୍ତ୍ରୀ ଅଞ୍ଜଳି

ନୂଆଦିଲ୍ଲୀ,୨୫।୫: ବିଶ୍ୱର ମହାନ କ୍ରିକେଟରଙ୍କ ମଧ୍ୟରୁ ଜଣେ ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ନିଜର ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ସେ କ୍ରିକେଟ ଇତିହାସରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଛନ୍ତି କହିଲେ ଅତ୍ୟୁକ୍ତି ହେବ ନାହିଁ। ତେବେ ଦିନ ଥିଲା ଯେତେବେଳେ…

ବାତ୍ୟା ୟାସ୍‌ ପ୍ରସ୍ତୁତି: ୭୫ହଜାର ଲୋକଙ୍କୁ ସ୍ଥାନାନ୍ତର, ୫୦୪ଗର୍ଭବତୀଙ୍କୁ ମେଡିକାଲକୁ ପଠାଇବା ଲକ୍ଷ୍ୟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ଓ ଏସ୍‌ଆରସିଙ୍କ ପକ୍ଷରୁ ଆସୁଥିବା ସୂଚନା ଅନୁସାରେ ଗଞ୍ଜାମରେ ବାତ୍ୟା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବାତ୍ୟା ମୁକାବିଲା ପାଇଁ ଜିଲାରେ ୪ ଥର ବୈଠକ ମଧ୍ୟ ହୋଇସାରିଛି। ୩ ଦିନ ହେଲା ଗର୍ଭବତୀଙ୍କୁ ଡେଲିଭେରୀ ସୁବିଧା…

ଉହାନ୍‌ ଲ୍ୟାବ୍‌ରେ ଏପର୍ଯ୍ୟନ୍ତ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି, ଆମେରିକା କହୁଛି ମିଛ: ଚାଇନା…

ବେଜିଂ,୨୫।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍‌ ଲ୍ୟାବ୍‌ରେ…

ଶେଷରେ ସୁଶୀଲ ଚାକିରିରୁ ନିଲମ୍ବିତ

ନୂଆଦିଲ୍ଲୀ,୨୫।୫: ରେସଲର ସୁଶୀଲ କୁମାରଙ୍କ ସମସ୍ୟା ବଢିବାରେ ଲାଗିଛି। ହତ୍ୟା ମାମଲାରେ ଗିରଫ ହୋଇଥିବା ସୁଶୀଲଙ୍କୁ ଉତ୍ତର ରେଳବିଭାଗ ଦ୍ୱାରା ଚାକିରିରୁ ନିଲମ୍ବିତ କରାଯାଇଛି। ମଙ୍ଗଳବାର ଉତ୍ତର ରେଳବାଇର ସି.ଆର.ପି ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ସରକାରରେ ଡେପୁଟେସନରେ ଥିବା ସୁଶୀଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri