Home

ସଚିନଙ୍କ ଟ୍ରାଉଜର୍‌ ପିନ୍ଧି ପଡିଆକୁ ଖେଳିବାକୁ ଓହ୍ଲାଇଥିଲେ ଏହି ମହାନ କ୍ରିକେଟର୍‌: ଆଉ ତା’ପରେ..

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ହେମାଙ୍ଗ ବାଦନି ଭାରତୀୟ ଦଳର ସଦସ୍ୟ ଥିବା ସମୟର ଏକ କୌତୁହଳ ବିଷୟ ଉପରୁ ପର୍ଦ୍ଦାଫାଶ କରିଥିଲେ। ଯେ କହିଥିଲେ ଯେ ଥରେ ସଚିନ ତେନ୍ଦୁଲକର ତାଙ୍କୁ ପୂର୍ବତନ ଦ୍ରୁତ ବୋଲର ଜଭଗଲ ଶ୍ରୀନାଥଙ୍କ ଟ୍ରାଉଜର ବଦଳାଇବାକୁ…

ପୁଣି ବଢ଼ିଲା: ୭ ବର୍ଷରେ ଡବଲ୍‌ ହେଲାଣି ଏଲ୍‌ପିଜି ଦର

ନୂଆଦିଲ୍ଲୀ,୧।୭: ମହାମାରୀ ସମୟରେ କ୍ରମାଗତ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ଦର ସାଙ୍ଗକୁ ଏଲ୍‌ପିଜ ଦର ଲୋକଙ୍କ ଉପରେ ସାଜିଲାଣି ବୋଝ ଉପରେ ନଳିତା ବିଡ଼ା। ଗୁରୁବାର ଭୁବନେଶ୍ୱରରେ ୧୪.୨ ଲିଟର ଓଜନର ଏଲ୍‌ପିଜି ସିଲିଣ୍ଡର ଦର ୨୫.୫୦ ଟଙ୍କା…

ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୧।୭: ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୩୦ ତାରିଖରୁ ଆରମ୍ଭ ହେବ ଅଫ୍‌ଲାଇନ ପରୀକ୍ଷା। ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନରେ ଫର୍ମ ପୂରଣ କରିବାକୁ ଜୁଲାଇ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା…

କ୍ୟାପଟେନ ଅମରିନ୍ଦର ସିଂଙ୍କ ଗୋଟିଏ ଗୁଳିରେ ଦୁଇଟି ଶିକାର!

ଚଣ୍ଡିଗଡ଼,୧ ।୭: ଗୋଟିଏ ପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ସିଦ୍ଧୁଙ୍କୁ ନେଇ ପଞ୍ଜାବ ରାଜନୀତିରେ ଥିବା ଅର୍ନ୍ତକଳହ ଶେଷ ହେବ ବୋଲି ଆଲୋଚନା…

ସରକାର ଗଠନ ପରେ ସଂକଳ୍ପ ପତ୍ରକୁ ଅଳିଆ ଗଦାକୁ ଫିଙ୍ଗି ଦେଇଛି ଭାଜପା: ଅଖିଳେଶ

ଲକ୍ଷ୍ନୌ,୧ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା)କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ସମାଜବାଦୀ ପାର୍ଟି ଏଥର ଛୋଟ ଛୋଟ ରାଜନୈତିକ ଦଳ ସହ ମେଣ୍ଟ କରିବ । ଭାଜପା ବେକାରୀ…

ଭାରତର ଏହି ଖେଳାଳିଙ୍କ ଉଇକେଟ ଯିବା ପରେ ବହୁତ ଖୁସି ହୋଇଯାଇଥିଲେ ନ୍ୟୁଜିଲାଣ୍ଡ ଦଳ; ନଚେତ ସେ ଛଡ଼ାଇ ନେଇଥାନ୍ତେ…

ନୂଆଦିଲ୍ଲୀ,୧।୭: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ଶେଷ ଦିନରେ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ଉଇକେଟ ନେବା ପରେ ଖୁସି ହୋଇଯାଇଥିଲେ ନ୍ୟୁଜିଲାଣ୍ଡ ଦଳ। ଏନେଇ ଖୁଲାସା କରିଛନ୍ତି ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର ଟିମ ସାଉଥୀ। କାରଣ ସେ ଦଳ ହାତରୁ…

୩ ଦିନିଆ ପୁରୀ ଗସ୍ତରେ ରାଜ୍ୟପାଳ

ପୁରୀ ଅଫିସ,୧ା୭: ତିନି ଦିନିଆ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ପୁରୀରେ ପହଞ୍ଚିଛନ୍ତି । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭବନ ପରିସରରେ ଥିବା…

ପୁରୁଷୋତ୍ତମପୁରରେ ନିର୍ମାଣ ହେବ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଯୁବଗୋଷ୍ଠୀଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଲାଗି ଗୁରୁବାର ୫ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ଖଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସହ ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର, ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ସୀମାଞ୍ଚଳ ମିଶ୍ର,…

ବାପା ଧର୍ମେନ୍ଦ୍ରଙ୍କ କଥା ଶୁଣି ପ୍ରେମକୁ ଭୁଲିବାକୁ ବାଧ୍ୟ ହୋଇଥିଲେ ଦୁଇପୁଅ; ନଚେତ ଏହି ଦୁଇ ଅଭିନେତ୍ରୀ ହୋଇଥାନ୍ତେ ବୋହୂ

ବମ୍ବେ: ବଲିଉଡ୍‌ ଅଭିନେତା ଧର୍ମେନ୍ଦ୍ର ଦୁଇଟି ବିବାହ କରିଛନ୍ତି। ପ୍ରଥମ ପତ୍ନୀ ପ୍ରକାଶ କୌରଙ୍କଠାରୁ ତାଙ୍କର ଦୁଇ ପୁଅ ରହିଥିବା ବେଳେ ଦ୍ୱିତୀୟ ସ୍ତ୍ରୀ ହେମାମାଳିନୀ ଦୁଇ କନ୍ୟା ସନ୍ତାନର ଜନନୀ। ସମସ୍ତେ ଏବେ ବିବାହିତ। ବଡ଼ପୁଅ ତଥା ଅଭିନେତା ସନି…

ଭୁବନେଶ୍ୱରରେ ପହଞ୍ଚିଲା ଆଉ ୧ ଲକ୍ଷ କୋଭିଶିଲ୍ଡ ଟିକା

ଭୁବନେଶ୍ୱର,୧ା୭(ବ୍ୟୁରୋ): ଭୁବନେଶ୍ୱରରେ ଗୁରୁବାର ଆଉ ୧ ଲକ୍ଷ କୋଭିଶିଲ୍ଡ ଟିକା ପହଞ୍ଚିଛି । ଆସନ୍ତାକାଲି ଆଉ ୧୦ ଲକ୍ଷ ଟିକା ଓଡ଼ିଶାରେ ପହଞ୍ଚିପାରେ। ସେରମ ଇନଷ୍ଟିଚ୍ୟୁଟ୍‌ରୁ ୮ ଲକ୍ଷ କୋଭିଶିଲ୍ଡ ଟିକା ଆସିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ଜୟପୁର,୧।୭: ରାଜସ୍ଥାନର ପ୍ରତାପଗଡ ଜିଲାରେ ଏ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଏବଂ ପୁଅ ବନ୍ଧକ ରଖିଥିଲେ। ସେ କୁଆଡେ ଯେମିତି ନ ଯାଇ ପାରିବେ ସେଥିପାଇଁ ତାଙ୍କ ଗୋଡକୁ ୩୦ କିଲୋଗ୍ରାମ ଓଜନର…

ବସ୍‌ ଚଳାଚଳ ପାଇଁ ଜାରି ହେବ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦେଖି କଟକଣାକୁ ଜୁଲାଇ ୧୬ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ୨୦ଟି ଜିଲାରେ ବସ୍‌ ଚଳାଚଳକୁ ବି ଅନୁମତି ଦିଆଯାଇଛି। ତେବେ ବସ୍‌ ଚଳାଚଳ ପାଇଁ ଗାଇଡ୍‌ଲାଇନ୍‌ ଜାରି କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?