Home

ନକଲି ନର୍ସିଂହୋମରେ ୭ ଶିଶୁଙ୍କୁ ଜୀବନ ଗଲା: ଡାକ୍ତରଙ୍କ ନାହିଁ ଡିଗ୍ରୀ, ନର୍ସ ୧୦ମ ଫେଲ୍‌

ଭୋପାଳ,୨୩।୫: ମଧ୍ୟପ୍ରଦେଶ ରାଜଗଡ଼ରେ କରୋନା ସମୟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ନକଲି ନର୍ସିଂହୋମ ଏବଂ ଡାକ୍ତରଙ୍କ ଯୋଗୁ ୭ ଶିଶୁ ପ୍ରାଣ ହରାଇଛନ୍ତି। ଏହି ମାମଲା ସାମ୍ନାକୁ ଆସିବା ପରେ ନର୍ସିଂହୋମ ର ୨୨ ଜଣଙ୍କ…

ରାମଦେବଙ୍କ ଉପରେ ରାଗିଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ରବିବାର ଯୋଗ ଗୁରୁ ରାମଦେବଙ୍କୁ ଏକ ଚିଠି ଲେଖିଛନ୍ତି। କରୋନା ଯୋଦ୍ଧାମାନଙ୍କ ବିରୋଧରେ ଦେଇଥିବା ‘ଆପତ୍ତିଜନକ ମନ୍ତବ୍ୟ’କୁ ପ୍ରତ୍ୟାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଲେଖିଛନ୍ତି ଯେ, ଯୋଗ ଗୁରୁ…

ପ୍ରଥମ ଫିଲ୍ମ ପାଇଁ ଅଡିସନ୍‌ ଦେଇ ନ ଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମଧ୍ୟ ଫିଲ୍ମ ଦୁନିଆରେ ନିଜର ସ୍ଥିତିକୁ ମଜବୁତ କରିଛନ୍ତି। ସେ ୨୦୧୦ରେ ରାଘବେନ୍ଦ୍ର ରାଓଙ୍କ ନିର୍ଦ୍ଦେଶିତ ତେଲୁଗୁ ଚଳଚ୍ଚିତ୍ର ଝୁମ୍ମାଣ୍ଡି ନାନ୍ଦା ସହିତ ଅଭିନୟ କ୍ୟାରିୟର୍‌ ଆରମ୍ଭ କରିଥିଲେ। ‘ଚଷମେ ବଦ୍ଦୁର’ ଜରିଆରେ ବଲିଉଡରେ ଡେବ୍ୟୁ…

ଚର୍ଚ୍ଚାରେ ଫଳ ଦୋକାନୀ: କଦଳୀ ଝୁଲାଇ ବୋର୍ଡରେ ଲେଖିଲେ ଏମିତି

ଚେନ୍ନାଇ,୨୩।୫: ଦେଶରେ କରୋନାର ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡୁଛି। କରୋନା ଯୋଗୁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଶ୍ରମିକମାନଙ୍କ ଉପରେ ପଡିଛି। ଏହି ସବୁ ଅସୁବିଧା ମଧ୍ୟରେ…

୮ ବର୍ଷର ଝିଅକୁ ଅପହରଣ କଲେ ମା’

ଲକ୍ଷ୍ନୌ,୨୩।୫: ଉତ୍ତର ପ୍ରଦେଶର ଫତେହପୁର ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ୮ ବର୍ଷର ଝିଅକୁ ଅପହରଣ କରିନେଇଥିବା ଜଣାପଡିଛି। କିନ୍ତୁ ପଡୋଶୀ ଦୁଇ ଭାଇଙ୍କ ନାଁରେ ଝିଅ ଅପହରଣ ଅଭିଯୋଗ ଆଣି ମହିଳା…

ବାତିଲ ହେବ ନାହିଁ ସିବିଏସ୍‌ଇ ଦ୍ୱାଦଶ ବୋର୍ଡ ପରୀକ୍ଷା: ଜୁନ୍‌ ୧ରେ ତାରିଖ ଘୋଷଣା

ନୂଆଦିଲ୍ଲୀ,୨୩।୫: କରୋନା ଯୋଗୁ ସ୍ଥଗିତ ଥିବା ସିବିଏସ୍‌ସି-ଆଇସିଏସ୍‌ଇ ବୋର୍ଡ ପରୀକ୍ଷା ଉପରେ ନିଷ୍ପତ୍ତି ନେବାକୁ ରବିବାର କେନ୍ଦ୍ର ମନ୍ତ୍ରୀମାନଙ୍କର ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ରମେଶ ପୋଖରିଆଲ ନିଶଙ୍କ…

ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ଚିନ୍ତା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୫: ବାତ୍ୟା ତାଉକ୍‌ତେ ପରେ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ ଆଉ ଏକ ବାତ୍ୟା ‘ୟାସ୍‌’ ଆଶଙ୍କା ଦେଖାଦେଇଛି। ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଆସନ୍ତା ୨୬ରେ ଏହା ପଶ୍ଚିମବଙ୍ଗ ଏବଂ…

ହିରୋରୁ ଜିରୋ: ସଫଳତା ପାଇବା ପରେ ଏହି ଖେଳାଳି ହୋଇଛନ୍ତି ଭିଲିଆନ୍‌

ନୂଆଦିଲ୍ଲୀ,୨୩।୫: ୨୦୦୮ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଦେଶରେ କୁସ୍ତି ପାଇଁ ସୁଶୀଲ କୁମାର ଏକ ନୂତନ ଦିଗ ଦେଇଥିଲେ। ସେ ପୁଣି ୨୦୧୨ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିଲେ। ଏହା ପରେ ଦେଶର ଛୋଟ ଅଞ୍ଚଳରେ କୁସ୍ତି ଧୀରେ ଧୀରେ…

ଫାଇନାଲରେ ଏହିସବୁ ‘ବିରାଟ’ ରେକର୍ଡ ଭାଙ୍ଗିପାରନ୍ତି କୋହଲି

ନୂଆଦିଲ୍ଲୀ,୨୩।୫: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲରେ ଭାରତୀୟ ଅଧିନାୟକ ବିରାଟ କୋହଲି ଅନେକ ରେକର୍ଡ ଭାଙ୍ଗିବାର ସମ୍ଭାବନା ରହିଛି। ଲଣ୍ଡନରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ଖେଳିବା ମାତ୍ରେ ସର୍ବାଧିକ ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇଥିବା ଅଧିନାୟକ ହୋଇଯିବେ। ଯଦି…

ଅକ୍ସିଜେନ୍‌ ଲାଗିଥିବା ସତ୍ତ୍ୱେ ରୋଷେଇ କରୁଛନ୍ତି ମହିଳା: ଫଟୋ ଭାଇରାଲ ପରେ…

ବମ୍ବେ: ଭାରତୀୟ ସମାଜରେ ମହିଳାଙ୍କୁ ତ୍ୟାଗର ମୂର୍ତ୍ତୀ ବୋଲି କୁହାଯାଏ। ବେଳେବେଳେ ମହିଳାଙ୍କ ସମର୍ପଣଭାବର ଲାଭ ପରିବାରବର୍ଗ ଉଠାଇଥାନ୍ତି। ସୋସିଆଲ ମିଡିଆରେ ସେହିଭଳି ଏକ ଫଟୋ ଭାଇରାଲ ହେଉଛି, ଯାହାକୁ ଦେଖିଲେ ଆପଣ ଚକିତ ହୋଇଯିବେ। କାରଣ ଫଟୋରେ ଜଣେ ମହିଳା…

ଏହି ଦେଶରେ ହୋଇପାରେ ଆଇପିଏଲ୍‌ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୩।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଅବଶିଷ୍ଟ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯିବାର ସମ୍ଭାବନା ରହିଛି। ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଏହି ମ୍ୟାଚ ଖେଳାଯିବ। ଏହାପୂର୍ବରୁ ବୋର୍ଡ ଏହି ମ୍ୟାଚ ପାଇଁ ଦୁଇଟି ବିକଳ୍ପ ଉପରେ ବିଚାର କରୁଥିଲା। ଏଥିରେ…

କାର୍‌ ଦୁର୍ଘଟଣାରେ ପିତାଙ୍କୁ ହରାଇଥିଲେ ଏହି ଅଭିନେତ୍ରୀ: ଗୋଟିଏ ଇଚ୍ଛା ପୂରଣ ପାଇଁ କିଣିଥିଲେ ଆଇପିଏଲ୍‌ ଟିମ୍‌

ବମ୍ବେ: ପ୍ରୀତି ଜିଣ୍ଟା ବଲିଉଡ୍‌ ଅଭିନେତ୍ରୀ ହେବା ସହ ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ପଞ୍ଜାବ କିଙ୍ଗ୍ସର ମାଲିକାଣୀ ମଧ୍ୟ। ୨୦୦୮ରେ ସେ ତତ୍କାଳୀନ ପ୍ରେମିକ ନେସ ଓ୍ବାଡିଆଙ୍କ ସହ ମିଶି ଏହି ଟିମ୍‌କୁ କିଣିଥିଲେ। ହେଲେ ହୁଏତ ଏପରି କରିବା ପଛରେ କାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri