Home

ମେ’ ମାସରେ ତାଣ୍ଡବ ରଚିଛି କରୋନା: ୨୧ ଦିନରେ ୮୩ ହଜାରରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ମେ’ ମାସରେ ଦେଶରେ କରୋନା ତାଣ୍ଡବ ରଚି ରେକର୍ଡ କରିଛି। ମେ’ ୧ରୁ ୨୧ ମଧ୍ୟରେ ଦେଶରେ ୮୩ ହଜାର ୧୩୫ ଜଣଙ୍କ ମୃତ୍ୟୁ କରୋନା ମହାମାରୀ ଯୋଗୁ ଘଟିଛି। ଏହି…

ବିପଦ ଉପରେ ବିପଦ: ୧୫ ରାଜ୍ୟରେ ୯,୩୨୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ, ସର୍ବାଧିକ ଗୁଜରାଟରେ…

ନୂଆଦିଲ୍ଲୀ,୨୨।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଦେଶରେ କରୋନା ମହାମାରୀ ଅଣାୟତ୍ତ ସ୍ଥିତିରେ ରହିଥିବାବେଳେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଜୀବନ ବଞ୍ଚାଇବା ପାଇଁ କେତେକ କ୍ଷେତ୍ରରେ ଅପରେଶନ୍‌ କରି ଆକ୍ରାନ୍ତଙ୍କ ଆଖି…

୨୪ରେ ଭୀଷଣ ରୂପ ନେଇ ଉପକୂଳମୁହାଁ ହେବ ୟାସ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’କୁ ନେଇ ଆଇଏମ୍‌ଡିର ପୂର୍ବ ଆକଳନ ଠିକ୍‌ ହୋଇଛି। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟା ରୂପ ନେବ।…

ଏହି ପ୍ରସିଦ୍ଧ ଅଭିନେତ୍ରୀ ଏଡ୍‌ସରେ ପୀଡ଼ିତା ହୋଇ ପଡ଼ିଥିଲେ ଦରଘା ବାହାରେ, ଶରୀରରେ ସାଲୁବାଲୁ ହେଉଥିଲେ ପୋକ…

ମୁମ୍ବାଇ,୨୨।୫: ଫିଲ୍ମ ଦୁନିଆରେ କେତେକ ଅଭିନେତା ଅଭିନେତ୍ରୀଙ୍କ କ୍ୟାରିଅର ଭଲ ଥିଲେ ମଧ୍ୟ ସେମାନଙ୍କ ଜୀବନ ବହୁ ଘାତ ପ୍ରତିଘାତ ଦେଇ ଗତି କରିଛି। ଶେଷରେ ସେମାନଙ୍କର ମୃତ୍ୟୁ ଅତି ଦୁଃଖଦ ହୋଇଛି। ସେଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ଦକ୍ଷିଣ ଫିଲ୍ମର…

ଗଞ୍ଜାମରେ ୪.୭୫ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୨।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିଲାଗି ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଫଳରେ ୨୪ତାରିଖରୁ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ…

ପଦ୍ମପୁରରେ ସବ୍‌ଜେଲ୍‌ରେ ପଶିଲା କରୋନା

ପଦ୍ମପୁର,୨୨।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍‌ଜେଲ୍‌ରେ ୮୩ଜଣ କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜେଲ୍‌ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୩ଜଣଙ୍କ କରୋନା ପଜିଟିଭ୍‌ ବାହାରିଛି। ତେବେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଶନ୍‌ରେ…

ବିରାଟ କୋହଲି ଦୁଃଖରେ ଭାଙ୍ଗି ପଡ଼ିଲେ…

ନୂଆଦିଲ୍ଲୀ,୨୨।୫: ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୁଃଖରେ ପଡ଼ିଛନ୍ତି। ତାଙ୍କ ପିଲାଦିନ କୋଚ୍‌ ସୁରେଶ ବାତ୍ରାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ବାତ୍ରାଙ୍କୁ ୫୩ ବର୍ଷ ହୋଇଥିଲା। ଗୁରୁବାର ସକାଳେ ବାତ୍ରା ଠାକୁରଙ୍କୁ ପ୍ରାର୍ଥନା କରିବା ପରେ ହଠାତ୍‌ ପଡ଼ିଯାଇଥିଲେ।…

ଇବ ନଦୀରେ ବୁଡି ନାବାଳକଙ୍କ ସଲିଳ ସମାଧି

ଝାରସୁଗୁଡା ଅଫିସ, ୨୨।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଇବ୍‌ ନଦୀର ଓପିଏମ ଘାଟରେ ଜଣେ ନାବାଳକ ବୁଡ଼ି ସଲିଳ ସମାଧି ଘଟିଛି। ମୃତ ନାବାଳକ ଜଣକ ହେଲେ ସ୍ଥାନୀୟ ଲମଟିବାହାଲର ୧୫ ବର୍ଷୀୟ ରିଣ୍ଟୁ ପୋଇରା। ଏନେଇ ବ୍ରଜରାଜନଗର…

ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାତ୍ୟା ମୁକାବିଲା…

ଭାରତୀୟ ଭାରିଆଣ୍ଟ୍‌ ଶବ୍ଦ ବ୍ୟବହାର ନ କରିବାକୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମକୁ କଡ଼ା ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଭାରତୀୟ ଭାରିଆଣ୍ଟ୍‌ ଶବ୍ଦର ବ୍ୟବହାର ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର…

ବାତ୍ୟା ‘ୟାସ୍‌’: ୨୫ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ…

ଦ୍ୱିତୀୟ ଲହରରେ କରୋନା ନେଲାଣି ୪୨୦ ଡାକ୍ତରଙ୍କ ଜୀବନ …

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା କରୋନା ୪୨୦ ଡାକ୍ତରଙ୍କ ଜୀବନ ନେଇଥିବା ଭାରତୀୟ ମେଡ଼ିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri