Home

‘ଓକେ ଗୁଗଲ’ କଥା ଶୁଣୁଛନ୍ତି କମ୍ପାନୀ କର୍ମଚାରୀ…

ନୂଆଦିଲ୍ଲୀ,୩୦।୬: ତଥ୍ୟ ଗୋପନୀୟତା ଏବଂ ସୁରକ୍ଷା ବୈଠକରେ ଗୁଗଲ ପକ୍ଷରୁ ଏକ ବଡ଼ ସୂଚନା ପ୍ରଦାନ କରାଯାଇଛି। ଓକେ ଗୁଗଲ କହି ପଚରା ଯାଉଥିବା ପ୍ରଶ୍ନର ରେକର୍ଡିଂକୁ କମ୍ପାନୀର କର୍ମଚାରୀ ଶୁଣି ପାରିବେ ବୋଲି ଗୁଗଲ କହିଛି। ଗୁଗଲ ଆସିଷ୍ଟାଣ୍ଟ୍‌କୁ ପଚରା…

ଦିନକରେ କରୋନା ନେଲା ୪୮ ଜୀବନ:ମୃତ୍ୟୁ ସଂଖ୍ୟା ୪ ହଜାର ଟପିଲା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

ଦୈନିକ ମୃତ୍ୟୁ ସଂଖ୍ୟା କମିଲା, ପୁଣି ବଢ଼ିଲେ ନୂଆ ଆକ୍ରାନ୍ତ …

ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୯ ଶହରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୪୫ ହଜାର ୯୫୧ ରେ…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୩୭୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥିବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

୭ ଆନ୍ତଃରାଜ୍ୟ ସାଇବର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୩୦।୬(ବ୍ୟୁରୋ):କମିଶନରେଟ୍‌ ପୋଲିସ ଏକ ବଡ଼ ଆନ୍ତଃରାଜ୍ୟ ସାଇବର ଠକ ଗ୍ୟାଙ୍ଗର ରହସ୍ୟ ଉନ୍ମୋଚନ କରିଛି ା ସାଇବର ଠକେଇ ଲିଙ୍କ୍‌ ଖୋଜୁ ଖୋଜୁ ମିଳିଛି ବଡ଼ ଧରଣର ଟେଲିକମ୍‌ ସ୍କାମ୍‌। କେତେକ ସର୍ଭିସ ପ୍ରୋଭାଇଡର ବେଆଇନ ଭାବେ ସିମ୍‌ ଆକ୍ଟିଭେଟ କରି…

ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ କିନ୍ନର

ଭୁବନେଶ୍ୱର,୩୦।୬(ବ୍ୟୁରୋ):କରୋନା କଟକଣା ଭିତରେ ଓଡ଼ିଶାରୁ ଟ୍ରେନ୍‌ରେ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ। ଏହି କାରବାରରେ ସମ୍ପୃକ୍ତ ହେଉଛନ୍ତି କିନ୍ନର। ସୋମବାର ଗୁଜରାଟର ସୁରଟକୁ ଚାଲାଣବେଳେ ଆର୍‌ପିଏଫ୍‌ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ଭୁବନେଶ୍ୱର ରେଳ ଷ୍ଟେଶନରେ ଚଢାଉ କରି ଦୁଇ ଚାଲାଣକାରୀ…

ସିଲ୍‌ ହେଲା ୭ ମଦ ଦୋକାନ

ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍‌ଲାଇନ୍‌ରେ ମଦ ଯୋଗାଣକୁ ଅନୁମତି ରହିଛି। ହେଲେ ଲକ୍‌ଡାଉନ୍‌ ହେଉ କି ସପ୍ତାହାନ୍ତ ଶଟ୍‌ଡାଉନ୍‌, ସବୁ ସମୟରେ ରାଜଧାନୀରେ ମଦ…

ମାଷ୍ଟର କ୍ୟାଣ୍ଟିନରୁ ଯୋଦ୍ଧା, ଘୋଡ଼ା ପ୍ରତିମୂର୍ତ୍ତି ସ୍ଥାନାନ୍ତର କରା ନ ଯାଉ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟର କ୍ୟାଣ୍ଟିନ ଛକରୁ ଯୋଦ୍ଧା, ଘୋଡ଼ା ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସୁରେଶ ରାଜଭବନ ଯାଇ…

ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ ଧାନ କିଣିବା ଦାବିରେ ଭାଜପା ପକ୍ଷରୁ ଜୁଲାଇ ୧ ଏବଂ ୨ରେ ରାଜ୍ୟବ୍ୟାପୀ…

ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍‌. ଭେଙ୍କଟରମଣଙ୍କୁ ପିଟି ହତ୍ୟା କରାଯାଇଥିଲା। ତେବେ ହତ୍ୟା ପୂର୍ବରୁ ଭେଙ୍କଟରମଣଙ୍କ ଦାନ୍ତ ଭଙ୍ଗାଯିବା ସହ ମଇଳା ଖାଇବାକୁ…

ଆଜିଠୁ ଶିଶୁଙ୍କୁ ପିସିଭି ଟିକା

ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍‌ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ ସାରା ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଭୁବନେଶ୍ୱର ୟୁନିଟ୍‌-୪ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ…

୨୨ ବର୍ଷ ଧରି ଲଗାତାର ଜୀବନରେ ମାରି ଦେବାକୁ ଆସୁୁଥିଲା ଫୋନ୍‌ କଲ୍‌…

ମୁମ୍ବାଇ: ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ପ୍ଲେ ବ୍ୟାକ ସିଙ୍ଗର ଉଦିତ୍‌ ନାରାୟଣଙ୍କ ପ୍ରାରମ୍ଭିକ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା। ୧୯୮୦ ଜୁଲାଇ ୫ରେ ପ୍ରଥମ ଫିଲ୍ମ ‘ଉନିସ ବିଶ’ରେ ସେ ପ୍ଲେ ବ୍ୟାକ ସିଙ୍ଗର ଭାବେ କାମ ଆରମ୍ଭ କରିଥିଲେ। ଫିଲ୍ମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?