Home

ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍‌. ଭେଙ୍କଟରମଣଙ୍କୁ ପିଟି ହତ୍ୟା କରାଯାଇଥିଲା। ତେବେ ହତ୍ୟା ପୂର୍ବରୁ ଭେଙ୍କଟରମଣଙ୍କ ଦାନ୍ତ ଭଙ୍ଗାଯିବା ସହ ମଇଳା ଖାଇବାକୁ…

ଆଜିଠୁ ଶିଶୁଙ୍କୁ ପିସିଭି ଟିକା

ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍‌ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ ସାରା ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଭୁବନେଶ୍ୱର ୟୁନିଟ୍‌-୪ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ…

୨୨ ବର୍ଷ ଧରି ଲଗାତାର ଜୀବନରେ ମାରି ଦେବାକୁ ଆସୁୁଥିଲା ଫୋନ୍‌ କଲ୍‌…

ମୁମ୍ବାଇ: ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ପ୍ଲେ ବ୍ୟାକ ସିଙ୍ଗର ଉଦିତ୍‌ ନାରାୟଣଙ୍କ ପ୍ରାରମ୍ଭିକ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା। ୧୯୮୦ ଜୁଲାଇ ୫ରେ ପ୍ରଥମ ଫିଲ୍ମ ‘ଉନିସ ବିଶ’ରେ ସେ ପ୍ଲେ ବ୍ୟାକ ସିଙ୍ଗର ଭାବେ କାମ ଆରମ୍ଭ କରିଥିଲେ। ଫିଲ୍ମର…

ନୂଆ ବନ୍ଦର ବିଲ୍‌କୁ ଓଡ଼ିଶାର ବିରୋଧ

ଭୁବନେଶ୍ୱର,୩୦ା୬(ବ୍ୟୁରୋ):ଭାରତୀୟ ବନ୍ଦର ଆଇନ-୧୯୦୮କୁ ବଦଳାଇ ନୂତନ ଆଇନ ଆଣିବାକୁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏ ନେଇ କେନ୍ଦ୍ର ସରକାର ଭାରତୀୟ ବନ୍ଦର ବିଲ୍‌ -୨୦୨୧ ଚିଠା (ଡ୍ରାଫ୍ଟ) ପ୍ରସ୍ତୁତ କରିଛନ୍ତି। ଏହା ଉପରେ ମତାମତ ଦେବାକୁ ବନ୍ଦର, ଜାହାଜ…

ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍‌, ଅଟକିଗଲା ସମସ୍ତଙ୍କ ନଜର: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ରୁ ହଲିଉଡ୍‌କୁ ଜମ୍ପ୍‌ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର ପୋଷାକରେ ବହୁତ ସୁନ୍ଦର ଦେଖାଯାଉଥିଲେ। ପ୍ରିୟଙ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ୟାରେଡରେ…

ଟୁଇଟରକୁ ପ୍ରଶ୍ନ: କାହିଁକି ବନ୍ଦ କରିଥିଲ କେନ୍ଦ୍ରମନ୍ତ୍ରୀଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ବିରୋଧୀ ଏମ୍‌ପି ଶଶି ଥରୁରଙ୍କ ଆକାଉଣ୍ଟକୁ କାହିଁକି ଲକ୍‌ କରାଯାଇଥିଲା? ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଟୁଇଟରକୁ ଉପରୋକ୍ତ ପ୍ରଶ୍ନ କରିଛି କଂଗ୍ରେସ ନେତା ଥରୁରଙ୍କ ନେତୃତ୍ୱାଧୀନ ସୂଚନା ଓ…

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା। ଏହି ନିୟମ ଜୁଲାଇ ପହିଲାରୁ ପୂରା ଦେଶରେ ଆରମ୍ଭ ହେବ। ବେସିକ ସେଭିଂ ବ୍ୟାଙ୍କ…

ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ଲାଗି ଦୂତୀଙ୍କ ନାମ ସୁପାରିସ୍‌

ଭୁବନେଶ୍ୱର,୨୯।୬: ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନ ପାଇଁ ମହିଳା ଧାବକ ଦୂତୀ ଚାନ୍ଦଙ୍କ ନାମ ରାଜ୍ୟ ସରକାର ସୁପାରିସ କରିଛନ୍ତି। ଚଳିତ ବର୍ଷ କ୍ରୀଡ଼ାରେ ଦୂତି ଉଲ୍ଲେଖନୀୟ ପ୍ରଦର୍ଶନ କରି ଭାରତକୁ ଅଗ୍ରଣୀ କରିଥିବାରୁ ମଙ୍ଗଳବାର…

ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ସେ। ଗୁରୁ ଗମ୍ଭୀର ସ୍ବରରେ ସମ୍ବାଦ…

ହ୍ରିତିକ୍‌ଙ୍କ ଏହି ଫଟୋକୁ ଦେଖି ପୂର୍ବପତ୍ନୀ କହିଲେ ‘୨୧ ବର୍ଷର ଭଳି ଲାଗୁଛ’; ଭାଇରାଲ ହେଉଛି…

ବମ୍ବେ: ଛାଡପତ୍ର ପରେ ପୂର୍ବ ସ୍ବାମୀଙ୍କ ସହ ଭଲ ସମ୍ପର୍କ ରଖିଛନ୍ତି ସୁଜୈନ ଖାନ୍‌। ଅଭିନେତା ହ୍ରିତିକ ରୋଶନ ଏବଂ ସେ ଅନେକ ପାର୍ଟିରେ ଏକାଠି ନଜର ଆସୁଛନ୍ତି। ପିଲାମାନଙ୍କ ସହ ଏକାଠି ସମୟ ମଧ୍ୟ ଅତିବାହିତ କରୁଛନ୍ତି ମଧ୍ୟ। ଏସବୁ…

୧ ଲକ୍ଷ ୨୦ ହଜାର ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କଠାରୁ ୧୨ଟି ଆମ୍ବ କିଣିଲେ ଏହି ବ୍ୟକ୍ତି; କାରଣ ଜାଣିଲେ…

ବର୍ତ୍ତମାନ ସମୟରେ ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି ସାମାଜିକ ଗଣମାଧ୍ୟମ। ଏଥିରେ କିଛି ବି ଭାଇରାଲ ହେବା ମାତ୍ରେ ଚର୍ଚ୍ଚାର ବିଷୟକୁ ଆସିଯାଏ। ବାସ୍‌, ଅନେକ କିଛି ପରିବର୍ତ୍ତନ ହୋଇଯାଏ ଏଥିରେ। ସେଭଳି କ୍ରମରେ ଝାରଖଣ୍ଡ ଜାମସେଦପୁରରେ ରହୁଥିବା ଜଣେ ପଞ୍ଚମ…

ଜାନ୍‌ଙ୍କୁ ଦେଖି ଚିହ୍ନିପାରୁନାହାନ୍ତି ଅନେକ; ପଛରେ ରହିଛି ଏଭଳି…

ବମ୍ବେ: ବର୍ତ୍ତମାନ ସମୟରେ ଫିଟ୍‌ ରହିବା ହେଉଛି ବଡ଼ ଆହ୍ବାନ। ହେଲେ ଏହାକୁ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରୁଛନ୍ତି ଅନେକ ସେଲିବ୍ରିଟି। ବିଗ୍‌ ବସ୍‌ ସିଜନ-୧୪ରେ ଭାଗ ନେଇଥିବା ଜାନ କୁମାର ସାନୁ ଏବେ ସେଭଳି କିଛି କରି ସମସ୍ତଙ୍କୁ ଚମକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?