Home

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ୮୩ ହଜାର ଟଙ୍କା ସହାୟତା ମାଗିଲେ ପ୍ରଶଂସକ, ଆଉ ତା’ପରେ

ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର କିଛି ତାରକା କେବଳ ଅଭିନୟ ମାଧ୍ୟମରେ ଲକ୍ଷ ଲକ୍ଷ ଦର୍ଶକଙ୍କୁ ପ୍ରଭାବିତ କରନ୍ତି ନାହିଁ, ବାସ୍ତବ ଜୀବନରେ କିଛି ଅନୁକମ୍ପାମୂଳକ କାର୍ଯ୍ୟ କରି ମଧ୍ୟ ଲକ୍ଷ ଲକ୍ଷ ହୃଦୟକୁ ଜିତିଥାନ୍ତି। ଏହିପରି ତାରକା ତାଲିକାରେ ସଲମାନ ଖାନ, ଶାହାରୁଖ…

ଆଇପିଏଲରେ ଛକା କିଙ୍ଗ୍‌ କିଏ ଜାଣନ୍ତି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଥିବା…

ଯବାନଙ୍କ ବଳିଦାନ ବୃଥା ଯିବ ନାହିଁ: ଅମିତ ଶାହା

ନୂଆଦିଲ୍ଲୀ,୪।୪: ଛତିଶଗଡର ବିଜାପୁରରେ ହୋଇଥିବା ନକ୍ସଲ ଆକ୍ରମଣରେ ୨୨ ଯବାନ ଶହୀଦ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ଯବାନଙ୍କ ବଳିଦାନ ବୃଥା ଯିବ ନାହିଁ। ଉପଯୁକ୍ତ ସମୟରେ ଏହାର ଜବାବ ଦିଆଯିବ। ତେବେ ଏହି…

ପାକିସ୍ତାନକୁ ନିମନ୍ତ୍ରଣ ଦେଲା ନାହିଁ ଆମେରିକା: ରାଗିଗଲେ ଇମ୍ରାନ

ନ୍ୟୁୟର୍କ,୪।୪: ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ଆମନ୍ତ୍ରଣ କରିନାହାଁନ୍ତି। ଏହି ସମ୍ମିଳନୀ ଏପ୍ରିଲ ୨୨-୨୩ରୁ ଅନଲାଇନରେ ଅନୁଷ୍ଠିତ ହେବ। ଆମେରିକାର ଏହି ପଦକ୍ଷେପକୁ ନେଇ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ…

ଶହୀଦଙ୍କ ମୃତଦେହ ଖୋଜୁଛି ବାୟୁସେନା, ବାଧକ ସାଜିଛି ଝଡବର୍ଷା

ରାୟପୁର,୪।୪: ଛତିଶଗଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ ନକ୍ସଲ ନିପାତ ହୋଇଛନ୍ତି । ଏନେଇ ଛତିଶଗଡ ବିଜାପୁର ଏସ୍ପି ସୂଚନା ଦେଇଛନ୍ତି। ଯବାନମାନଙ୍କ…

କରୋନାକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ୫ ସୁତ୍ରୀ ଯୋଜନା

ନୂଆଦିଲ୍ଲୀ,୪।୪: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କରୋନା ବୃଦ୍ଧି ଏବଂ ଟିକାକରଣ ଅଭିଯାନ ସହ ଜଡିତ ପ୍ରସଙ୍ଗଗୁଡ଼ିକର ସମୀକ୍ଷା କରାଯାଇଥିଲା। ପରିସ୍ଥିତି ଉପରେ ଆଲୋକପାତ…

ରେଷ୍ଟୁରାଣ୍ଟ, ବାର୍‌ ବନ୍ଦ ଘୋଷଣା: ଘରୁ କାମ କରିବେ କର୍ମଚାରୀ

ମୁମ୍ବାଇ,୪।୪: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି । ଏହା ପୂର୍ବ ଅପେକ୍ଷା ଅଧିକ ବିପଜ୍ଜନକ ବୋଲି କୁହାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୩ ହଜାରରୁ ଅଧିକ ଚିହ୍ନଟ ହୋଇଥିବାବେଳେ ୫୧୩ ଜଣଙ୍କ ମୃତ୍ୟୁ ହୋଇଛି। ମହାରାଷ୍ଟ୍ରରେ କରୋନା…

ଆଇପିଏଲ୍‌ ପୂର୍ବରୁ ବଡ଼ ଘୋଷଣା କଲା ବିସିସିଆଇ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ଆଇପିଏଲ ୨୦୨୧ର ଆୟୋଜନ ଉପରେ ପ୍ରଶ୍ନ ଉଠିଛି । ଏହାକୁ ଦୃଷ୍ଟିରେ ରଖି ବିସିସିଆଇ ରବିବାର ଏକ ବଡ ଘୋଷଣା କରିଛି। ବୋର୍ଡ ଅନୁଯାୟୀ କ୍ରୀଡ଼ା ମନ୍ତ୍ରଣାଳୟ…

ଯିଏ କୃଷକଙ୍କ ସମର୍ଥକ ନୁହେଁ, ସେ ଦେଶଭକ୍ତ ହୋଇପାରିବେ ନାହିଁ: କେଜ୍‌ରିୱାଲ

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ପୁଣି କୃଷକଙ୍କ ସମର୍ଥନରେ ମତ ଦେଇଛନ୍ତି। ସେ କହିଛନ୍ତି ଯେ, ଯିଏ କୃଷକଙ୍କ ସମର୍ଥକ ନୁହଁନ୍ତି, ସେ ଦେଶପ୍ରେମୀ ନୁହଁନ୍ତି। ଏହିପରି ଲୋକମାନେ ଦେଶକୁ ଖାଲି କରିଦେଇଛନ୍ତି ବୋଲି କେଜ୍‌ରିଓ୍ବାଲ୍‌ କହିଛନ୍ତି। ହରିୟାଣାର ଜିନ୍ଦଠାରେ…

ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ

ଉଜ୍ଜୈନ,୪।୪: ମଧ୍ୟପ୍ରଦେଶର ଉଜ୍ଜୈନରେ ଏକ ହସ୍ପିଟାଲରେ ନିଆଁ ଲାଗିଯାଇଛି। ରବିବାର ସକାଳ ୧୧.୩୦ ସମୟରେ ପାଟିଦାର ଫ୍ରିଗଞ୍ଜର ପାଟିଦାର ହସ୍ପିଟାଲରେ ନିଆଁ ଲାଗିଯାଇଥିଲା। ଏହି ଘଟଣା ଆଖପାଖ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଏହି ଘଟଣାରେ କୌଣସି ମୃତାହତ ହୋଇନାହାଁନ୍ତି। ତେବେ…

ପରଲୋକରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ଶଶିକଳାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଥିବା ପରିବାର ଲୋକ ସୂଚନା ଦେଇଛନ୍ତି। ୭୦ ଦଶକରେ ସେ ବଲିଉଡ୍‌ରେ ଅନେକ ଫିଲ୍ମରେ ହିରୋଇନ୍‌ ଏବଂ ଭିଲେନ୍‌…

ମମତାଙ୍କୁ ବଡ଼ ଝଟ୍‌କା

କୋଲକତା,୪।୪: ଗତ ଏପ୍ରିଲ ୨ରେ ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ନନ୍ଦିଗ୍ରାମରେ ସାମାନ୍ୟ ହିଂସା ଦେଖିବାକୁ ମିଳିଥିଲା। ଏହି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରଥିଲେ ଯେ, ଭୋଟ ସମୟରେ ସେଠାରେ ଥିବା ସୁରକ୍ଷା ବାହିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri