ବିବାହ ପୂର୍ବରୁ ବର ନିଖୋଜ, ସମ୍ପର୍କୀୟ ଭାଇଙ୍କୁ ବିବାହ କଲେ କନ୍ୟା; ଦୁଇଦିନ ପରେ ଖୋଲିଲା ରାଜ୍
କାନପୁରରେ ଏକ ବିବାହ ସମୟରେ ବର ଧୋକା ଦେଇଛନ୍ତି। ଏହା ପରେ କନ୍ୟାଘର ଲୋକେ ନିଜର ସମ୍ମାନ ରକ୍ଷା କରିବାକୁ ଯାଇ ଜଣେ ସମ୍ପର୍କୀୟ ଭାଇଙ୍କ ସହ ଝିଅର ବିବାହ କରାଇଛନ୍ତି। ଏହି ଘଟଣା କାନପୁର ନିକଟ ପୋଲହପୁର ଗାଁରେ ଚାଞ୍ଚଲ୍ୟ…
ଅଭିଷେକଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ପ୍ରପୋଜ୍ କଲେ ଜଣେ ବ୍ୟକ୍ତି: ସ୍ବାମୀ ଦେଲେ ଏମିତି ଉତ୍ତର
ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ ସୁପୁତ୍ର ଅଭିଷେକ ଶାନ୍ତ ଏବଂ ସରଳ ବ୍ୟକ୍ତିତ୍ୱ ଭାବରେ ଜଣାଶୁଣା। ସେ ଏକ ସରଳ ଜୀବନଯାପନ କରନ୍ତି। ସେ ଅନାବଶ୍ୟକ ଆଲୋଚନାରୁ ଦୂରେଇ ରୁହନ୍ତି। କିନ୍ତୁ ଏସବୁ ସତ୍ତ୍ୱେ, ବେଳେବେଳେ ସେ ଚର୍ଚ୍ଚାକୁ ଆସିଥାନ୍ତି। ଥରେ…
ବଳାତ୍କାର ମାମଲାରେ ୮ବର୍ଷ ପରେ ଦୋଷମୁକ୍ତ ହେଲେ ବରିଷ୍ଠ ଖବରଦାତା
ପଣଜୀ,୨୧।୫: ବଳାତ୍କାର ମାମଲାରେ ବରିଷ୍ଠ ଖବରଦାତାଙ୍କୁ ମିଳିଲା ଆଶ୍ୱସ୍ତି। ଦୀର୍ଘ ୮ବର୍ଷ ପରେ ବରିଷ୍ଠ ଖବରଦାତା ତଥା ତେହେଲକା ମ୍ୟାଗାଜିନ୍ର ପୂର୍ବତନ ମୁଖ୍ୟ ସମ୍ପାଦକ ତରୁଣ ତେଜପାଲଙ୍କୁ ବଳାତ୍କାର ମାମଲା ଗୋଆ ସେଶନ୍ କୋର୍ଟ ଦୋଷମୁକ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୩ରେ ଗୋଆର…
ଆଜି କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ ହେବ। ବିଶେଷକରି ରାଜ୍ୟ ସରକାର କରୋନା ମୁକାବିଲା ଏବଂ ଟିକାକରଣ ଉପରେ ଗୁରୁତ୍ୱାରୋପ…
ଲାଜରେ ୪ ଦିନ ଘରୁ ବାହାରି ନ ଥିଲେ ଏହି ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ରାଧିକା ଆପ୍ଟେ ପରଦାରେ ନିଜର ସ୍ବତନ୍ତ୍ରତା ସୃଷ୍ଟି କରିଛନ୍ତି। ନିଜର ବୋଲ୍ଡ ଇମେଜ ପାଇଁ ଜଣାଶୁଣା ରାଧିକା ସିନେମାରେ ନିଖୁଣ ଅଭିନୟ ମଧ୍ୟ କରିଥାନ୍ତି। ରାଧିକା ତାଙ୍କ ହିନ୍ଦୀ ଚଳଚ୍ଚିତ୍ର ‘ୱାହ ଲାଇଫ ହୋ ତୋ ୟେସି’ରେ ଡେବ୍ୟୁ…
ଝାରପଡ଼ା ଜେଲ୍ରୁ ୯୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଝାରପଡ଼ା ଜେଲ୍ରେ ୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜେଲ୍ ଷ୍ଟାଫ୍ ଏବଂ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୧୯୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬ ଜଣଙ୍କର ପଜିଟିଭ୍ ବାହାରିଥିବା ଜେଲ୍…
୧୧ ଦିନ ପରେ ଥମିଲା ଯୁଦ୍ଧ!
ତେଲ ଅଭିଭ୍,୨୧।୫: ଗତ ୧୧ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷରେ ଶାନ୍ତ ପଡିଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସୁରକ୍ଷା ମନ୍ତ୍ରିମଣ୍ଡଳ ଘାଜା ଅଞ୍ଚଳରେ ୧୧ ଦିନ ଧରି ଚାଲିଥିବା ସାମରିକ କାର୍ଯ୍ୟକୁ ବନ୍ଦ…
ଚିନ୍ତାରେ ରବି ଧାନ ଚାଷୀ
ଯାଜପୁର ଅଫିସ,୨୧।୫: ସମ୍ଭାବ୍ୟ ବାତ୍ୟା ନେଇ ପ୍ରଚାର ହେବା ପରେ ରବି ଧାନ ଚାଷୀଙ୍କ ଚିନ୍ତା ବଢିଛି। ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲେ ହେଁ ପ୍ୟାକ୍ସ (ପ୍ରାଥମିକ ସେବା ସମବାୟ ସମିତି) ଗୁଡିକରେ…
ଥରକେ ଏତିକି ସିଙ୍ଗଡା ଖାଆନ୍ତି ହ୍ରିତିକ୍ ରୋଶନ
ବଲିଉଡ୍ ଅଭିନେତା ହ୍ରିତିକ୍ ରୋଶନ ଇଣ୍ଡ୍ଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଡ୍ୟାନ୍ସ ହେଉ କି ଅଭିନୟ ସବୁଥିଲେ ସେ ବେଶ୍ ପାରଙ୍ଗମ। ନିକଟରେ ସେ ‘ଦି କପିଲ ଶର୍ମା ଶୋ’ରେ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଖୁଲାସା…
ସେନା କର୍ମଚାରୀ କହି ୧.୮୦ ଲକ୍ଷ ଠକେଇ
ସାକ୍ଷୀଗୋପାଳ,୨୧।୫(ଡି.ଏନ୍.ଏ.): ନିଜକୁ ସେନା କର୍ମଚାରୀ ପରିଚୟ ଦେଇ ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଏକ ଜନ ସେବା କେନ୍ଦ୍ରରେ ବ୍ୟାଙ୍କ ଚେକ୍ ଦେଇ କେନ୍ଦ୍ର ଅପରେଟରଙ୍କଠାରୁ ୧.୮୦ ଲକ୍ଷ ଟଙ୍କା ଠକେଇ ହୋଇଛି। ଏ ନେଇ ଅପରେଟର କାଳୀପ୍ରସାଦ ମହାପାତ୍ରଙ୍କ ଅଭିଯୋଗକ୍ରମେ…
ଦୁର୍ଦ୍ଦଶାରେ କଂସା ପିତ୍ତଳ କାରିଗର
ଖୋର୍ଦ୍ଧା ଅଫିସ,୨୧।୫: ଲକ୍ଡାଉନ ଓ ଶଟ୍ଡାଉନ ମଧ୍ୟରେ କଂସାପିତ୍ତଳ କାରିଗରଙ୍କ ଜୀବିକା ପ୍ରଭାବିତ ହୋଇଛି। ବିକ୍ରିବଟା ବନ୍ଦ ଥିବାବେଳେ କଞ୍ଚାମାଲ ଅଭାବରୁ କାମ ଧିମେଇଛି। ଫଳରେ ପରିବାର ଚଳାଇବା ସେମାନଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ବିଶେଷକରି ଖୋର୍ଦ୍ଧା ବ୍ଲକ ମଲ୍ଲିପୁର ପଞ୍ଚାୟତ…
ସୋନୁ ସୁଦ୍ଙ୍କ ଫଟୋରେ କ୍ଷୀର ଢାଳିଲେ ପ୍ରଶଂସକ: ଅଭିନେତା କହିଲେ…
ଦେଶରେ କରୋନା ଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଅନେକ ସେଲିବ୍ରିଟି। ଏଥିରେ ବଲିଉଡ୍ ଅଭିନେତା ସୋନୁ ସୁଦ ମଧ୍ୟ ସାମିଲ ଅଛନ୍ତି। ସେ କରୋନା ଆରମ୍ଭରୁ ଲୋକଙ୍କୁ ସହାୟତା କରି ଚର୍ଚ୍ଚାରେ ରହିଛନ୍ତି। ଲୋକେ ମଧ୍ୟ ସୋନୁଙ୍କୁ…
Archives


