Home

ଦେଶରେ କରୋଗ୍ରାଫ୍‌ ସାମାନ୍ୟ ତଳମୁହାଁ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୨୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୨,୫୯,୫୫୧ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୨୦୯ ଜଣଙ୍କର…

୧୪ ବର୍ଷ ହେଲା ଏଚଆଇଭି ସଂକ୍ରମିତ ଅଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ହଲିଉଡ ଅଭିନେତା ବିଲି ପୋର୍ଟର ୨୦୦୭ରୁ ମସିହାରୁ ଏଚ.ଆଇ.ଭି ସଂକ୍ରମିତ ଅଛନ୍ତି। ନିକଟରେ ସେ ଏକ ସାକ୍ଷାତକାରରେ କହିଥିଲେ ଯେ, ସେ ୧୪ ବର୍ଷ ଧରି ଏଚ.ଆଇ.ଭି. ସଂକ୍ରମିତ ହୋଇ ଜୀବନ ବିତାଉଛନ୍ତି। ମୁଁ ଅନୁଭବ କରୁଛି ଯେ ଏହି ସତ୍ୟ…

ସାଇବର ଠକେଇ ଏକ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୨୧।୫ (ବ୍ୟୁରୋ): କରୋନା କାଳରେ ସାଇବର ଠକେଇ ଦ୍ରୁତ ଗତିରେ ବୃଦ୍ଧି ପାଇଛି। କରୋନାକୁ ନେଇ ଲୋକଙ୍କ ଭାବପ୍ରବଣ ଓ ଭୟର ଫାଇଦା ସାଇବର ଠକ ଉଠାଉଛନ୍ତି । ମୁଖ୍ୟତଃ ସୋସିଆଲ୍‌ ମିଡିଆରେ ଏବେ ଲୋକଙ୍କୁ ସାହାଯ୍ୟ କରିବାକୁ ଅନେକଗୁଡ଼ିଏ ଫେକ୍‌…

ଚିନ୍ତା ବଢାଇଲାଣି ‘ବ୍ଲାକ୍‌ ଫଙ୍ଗସ୍‌’: ଦେଶରେ ମୋଟି ୫,୫୦୦ ସଂକ୍ରମିତ, ୧୨୬ ମୃତ

ନୂଆଦିଲ୍ଲୀ,୧୨।୫: ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଚିନ୍ତା ବଢାଉଛି। ଏପର୍ଯ୍ୟନ୍ତ ସାରା ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ୧୨୬ ଜଣଙ୍କର ମୃତ୍ୟୁ ହୋଇଛି। ଏହା ବ୍ୟତୀତ ଏପର୍ଯ୍ୟନ୍ତ ପ୍ରାୟ ୫୫୦୦ ଲୋକ ଏଥିରେରେ ଆକ୍ରାନ୍ତ ହୋଇଛନ୍ତି। ମୃତ୍ୟୁ ଦୃଷ୍ଟିରୁ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏପର୍ଯ୍ୟନ୍ତ…

କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଜଣାଶୁଣା କଣ୍ଠଶିଳ୍ପୀ ତପୁ ମିଶ୍ର ଗତ କିଛିଦିନ ହେବ କରୋନାରେ ଆକ୍ରାନ୍ତ ଅଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ କୋଭିଡ୍‌ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ତପୁଙ୍କ ପରିବାର ପକ୍ଷରୁ କୌଣସି ସୂଚନା…

ଚିକିତ୍ସା ସେବା ବଡ଼ ଚ୍ୟାଲେଞ୍ଜ: ତୃତୀୟ ଲହରରେ ଶିଶୁ ଚିନ୍ତା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଆକଳନ କରୁଛନ୍ତି। ବର୍ତ୍ତମାନ ସ୍ଥିତିରେ ଲୋକଙ୍କୁ ଉପଯୁକ୍ତ ଚିକିତ୍ସା…

ଆଜି ରାଜ୍ୟରୁ ସର୍ବାଧିକ ୨୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୪୩୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୩୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ପ୍ରକାଶ। ଖୋର୍ଦ୍ଧା ଏବଂ କୋରାପୁଟ ଜିଲାରୁ…

ଅରୁଣା ମହାନ୍ତି ସଙ୍ଗୀତ ନାଟକ ଏକାଡେମୀ ସଭାପତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଏକାଡେମୀ ପାଇଁ ଗୁରୁବାର ନୂତନ ସଭାପତି, ଉପସଭାପତି ଓ ସଚିବଙ୍କୁ ମନୋନୀତ କରାଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ଶାରଳା ପୁରସ୍କାରପ୍ରାପ୍ତ କବି ଡ. ହୃଷୀକେଶ…

୨୪ ଘଣ୍ଟିଆ ହେଲ୍ପଲାଇନ୍‌ ନମ୍ବର ୧୦୯୮ ଜାରି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବର୍ତ୍ତମାନ କରୋନାରେ ଅନେକ ପରିବାରରେ ମାତାପିତାଙ୍କ କୋଭିଡ୍‌ରେ ମୃତ୍ୟୁ ହେବା କିମ୍ବା ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ସମୟରେ ସେମାନଙ୍କ ପିଲାମାନେ ଅନାଥ ଏବଂ ଅସହାୟ ହୋଇଯାଉଛନ୍ତି। ଏହି ଶିଶୁମାନଙ୍କୁ ରଖିବା ପାଇଁ ମଧ୍ୟ କେହି ଆତ୍ମୀୟସ୍ବଜନ, ନିକଟ…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୫୨୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୫୧୧ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ…

ବାୟୁସେନା ଯୁଦ୍ଧ ବିମାନ ମିଗ -୨୧ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍‌ ମୃତ

ଚଣ୍ଡିଗଡ଼,୨୧।୫: ପଞ୍ଜାବର ମୋଗା ନିକଟରେ ଭାରତୀୟ ବାୟୁସେନା ଏକ ଯୁଦ୍ଧ ବିମାନ ମିଗ -୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରଶିକ୍ଷଣ ସମୟରେ ପ୍ରାପ୍ତ ସୂଚନା ଅନୁଯାୟୀ, ପାଇଲଟ ଅଭିନାଭ ରାଜସ୍ଥାନର ସୁରତଗଡରୁ ମିଗ -୨୧ର ଉଡାଣ କରିଥିଲେ। ଏହି ସମୟରେ ବାଘପୁରାନା ନିକଟରେ…

ଅନ୍‌ଲାଇନ୍‌ରେ କାର୍‌ ବିକ୍ରି ବିଜ୍ଞାପନରେ ଯୁବକ ଛାଡ଼ିଲେ ଅଶ୍ଳୀଳ ଫଟୋ, ଆଉ ତା’ ପରେ…

ଆଜିକାଲି ଡିଜିଟାଲ ଶପିଂ ଚାଲିଛି। ଜିନିଷ କିଣିବାଠାରୁ ଆରମ୍ଭ କରି ବିକ୍ରି ପର୍ଯ୍ୟନ୍ତ ସବୁକିଛି ଅନ୍‌ଲାଇନ୍‌ରେ ହେଉଛି। ଅଷ୍ଟ୍ରେଲିଆର ଜଣେ ଯୁବକ ନିଜର କାର୍‌ ବିକିବା ପାଇଁ ଇଣ୍ଟରନେଟ୍‌ରେ କିଛି ଫଟୋ ଶେୟାର କରିଥିଲେ। ମାତ୍ର ତାଙ୍କୁ ଜଣା ନ ଥିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri