QUADରେ ପାକିସ୍ତାନର ପର୍ଦ୍ଦାଫାସ! କାନ୍ଦିବେ ଶେହବାଜ-ମୁନିର
ନୂଆଦିଲ୍ଲୀ,୨।୭: ଭାରତକୁ ଏକ ବଡ଼ କୂଟନୈତିକ ସଫଳତା ମିଳିଛି। ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆ ସହିତ କ୍ୱାଡ ଗ୍ରୁପର ବୈଦେଶିକ ମନ୍ତ୍ରୀମାନେ ୨୨ ଏପ୍ରିଲରେ ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର କଡ଼ା ନିନ୍ଦା କରିଛନ୍ତି। ଏହି ଆକ୍ରମଣରେ…
ହୋଟେଲ୍ ଭିତରେ ବନ୍ଦ ଟିମ୍ଇଣ୍ଡିଆ: ମିଳିଲା ସନ୍ଦେହଜନକ ପ୍ୟାକେଜ୍
ବର୍ମିଂହାମ,୨।୭: ବର୍ମିଂହାମ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ବର୍ମିଂହାମ ସହରରେ ଏକ ସନ୍ଦେହଜନକ ପ୍ୟାକେଜ୍ ମିଳିଥିଲା। ଏହା ଖେଳାଳିମାନଙ୍କ ସହିତ ପ୍ରଶଂସକଙ୍କ ଉତ୍ତେଜନାକୁ ବୃଦ୍ଧି କରିଥିଲା। ଖେଳାଳିମାନଙ୍କୁ ବର୍ମିଂହାମରେ ଭାରତୀୟ କ୍ରିକେଟ ଦଳ…
ବିପଦସଙ୍କେତ ଉପରେ ସୁବର୍ଣ୍ଣରେଖା: ପାଣିଘେରରେ ଶତାଧିକ ଗାଁ
ବାଲେଶ୍ୱର,୨ା୭(ବାଞ୍ଛାନିଧି ଦେ):ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକାରେ ପୁଣି ବନ୍ୟା ଆସି ଉତ୍ତର ବାଲେଶ୍ୱର ଉବୁଟୁବୁ ହେଉଛି। ମଙ୍ଗଳବାର ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଜଳକାର ଜଳସ୍ତର ସ୍ଥିର ରହିଛି। ଅପରପକ୍ଷରେ…
ମୋଦିଙ୍କୁ ଜୋରଦାର୍ ଝଟ୍କା ଦେଲେ ଟ୍ରମ୍ପ: ଭାରତ ଉପରେ ପଡ଼ିବ ବଡ଼ ପ୍ରଭାବ
ଓ୍ବାଶିଂଟନ,୨।୭: ଆମେରିକାରେ ଏକ ନୂତନ ବିବାଦ ସୃଷ୍ଟି ହୋଇପାରେ। ରିପବ୍ଲିକାନ ସେନେଟର୍ ଲିଣ୍ଡସେ ଗ୍ରାହାମ କହିଛନ୍ତି, ଆମେରିକା ସିନେଟରେ ଏକ ପ୍ରସ୍ତାବିତ ବିଲ ଆଗତ ହୋଇଛି, ଯାହାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥନ ମିଳିଛି। ଏହି ବିଲ ଅନୁଯାୟୀ, ରୁଷିଆ ସହିତ…
ଭିନ୍ନ ଜାତିରେ ବିବାହ କରିଥିଲେ, ମୃତଦେହ ଛୁଇଁଲାନି ଜାତି ସମାଜ: ମଶାଣିରେ ପୋତିଲେ ସ୍ବେଚ୍ଛାସେବୀ
ଦେବଗଡ଼,୨ା୭(ଶଶାଙ୍କ ଶେଖର ଝାଙ୍କର):ଭିନ୍ନ ଜାତିରେ ବିବାହ କରିଥିବାରୁ ମୃତଦେହ ଛୁଇଁଲେନି ଜାତି ସମାଜର ଜନସାଧାରଣ। ପ୍ରାୟ ୩ ଘଣ୍ଟା ମୃତଦେହ ପଡ଼ିରହିବା ପରେ ସ୍ବେଚ୍ଛାସେବୀମାନେ ବୋହିନେଇ ମଶାଣିରେ ପୋତିଛନ୍ତି। ମଙ୍ଗଳବାର ଏଭଳି ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଜିଲା ତିଲେଇବଣି ବ୍ଲକ…
ଆବେଦନ ସତ୍ତ୍ବେ ମିଳିନି ଭତ୍ତା, ଜିଲାପାଳଙ୍କୁ ଫେରାଦ
ବରଗଡ଼,୨ା୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗାଇସିଲାଟ ବ୍ଲକ ଜଡ଼ାଗଞ୍ଜା ଗ୍ରାମର ବହୁସଂଖ୍ୟକ ବୃଦ୍ଧାବୃଦ୍ଧ ଏବଂ ଦିବ୍ୟାଙ୍ଗ ଭତ୍ତା ପାଉ ନଥିବା ଅଭିଯୋଗ ହୋଇଛି। ଏ ନେଇ ମଙ୍ଗଳବାର ସେମାନେ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ସେମାନଙ୍କୁ ତୁରନ୍ତ ଭତ୍ତା ପ୍ରଦାନ ଦିଗରେ ବିହିତ ପଦକ୍ଷେପ…
ପୁଣି ଲଘୁଚାପ: ୧୪ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨ା୭(ଅନୁରାଧା ମହାରଣା): ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବୁଧବାର ୩…
ଏକୁଟିଆ ପାଇ ଆଦିବାସୀ ମହିଳାଙ୍କୁ ଜଣଙ୍କ ପରେ ଜଣେ ବଳାତ୍କାର, ୨ ଜଣଙ୍କୁ ବାନ୍ଧି…
ବୈରୀ,୧।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ଭାଲୁଖାଇ ଜଙ୍ଗଲରେ ଜଣେ ଆଦିବାସୀ ମହିଳାଙ୍କୁ ୨ ଜଣ ଦୁର୍ବୃତ୍ତ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ବୈରୀ ପୋଲିସ ପୀଡ଼ିତାଙ୍କୁ…
ରାତି ଅଧରେ ଔଷଧ ଦୋକାନରେ ଭଙ୍ଗାରୁଜା, ଉଲଗ୍ନ ହୋଇ ନିଆଁ ଲଗାଇଲେ ଦୁର୍ବୃତ୍ତ
ବୈଶିଙ୍ଗା,୧ା୭(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବଡଗୁମା ବଜାର ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ସମୟରେ ଜଣେ ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହିତ ଉଲଗ୍ନ ହୋଇ ନିଆଁ ଲଗାଇ ବାଇକ୍ ଜାଳି ଦେଇଛନ୍ତି।…
ରାତିର ସୁଯୋଗ ନେଇ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର, ବ୍ରହ୍ମପୁର ଜେଲ୍କୁ ଗଲେ ମୁରଲୀ
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବାଳତ୍କାର ଘଟଣାରେ ପୋଲିସ ଅଭିଯୁକ୍ତ ମୁରଲୀ ବେହେରାଙ୍କୁ ଗିରଫ କରି ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…
BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ସାମୁହିକ ଛୁଟିରେ ଗଲା ବରଗଡ଼ ଓଏଏସ୍ ସଂଘ
ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଘଟଣାର ପ୍ରଭାବ ବରଗଡ଼ ଜିଲାରେ ମଧ୍ୟ ପଡିଛି। ଆକ୍ରମଣ ଘଟଣାକୁ ବରଗଡ଼ ଜିଲା ଓଏଏସ୍…
ଗଞ୍ଜାମରେ ପୁଣି ଚାଞ୍ଚଲ୍ୟ: ଗେଷ୍ଟ ହାଉସ୍କୁ ପ୍ରେମିକାଙ୍କୁ ଆଣିି ଛୁରୀ ଭୂଷି ହତ୍ୟା, ଥାନାରେ ଆତ୍ମସମର୍ପଣ କରି…
ବ୍ରହ୍ମପୁର, ୧।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଆଇନଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଜାତୀୟସ୍ତରରେ ନିନ୍ଦା କରାଯାଉଛି। ନାବାଳିକା ବଳାତ୍କାର ଘଟଣା ଦିନକୁ ଦିନ ବଢୁଛି। ସେହି ଅନୁପାତରେ ଗତ ୪ ଦିନ ମଧ୍ୟରେ…
Archives


