ଭାକ୍ସିନ୍ ବିକି ୯ ଜଣ ପାଲଟିଛନ୍ତି କୋଟିପତି: ମୋଡେର୍ନା ସିଇଓ ଶୀର୍ଷରେ..
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଉପଯୋଗୀ ସାବ୍ୟସ୍ତ ହେଉଥିବା ସାନିଟାଇଜର, ମାସ୍କ୍, ହ୍ୟାଣ୍ଡ୍ଓ୍ବାଶ୍ ଆଦିର ଚାହିଦା ବଢ଼ିଛି। ଏସବୁ ପ୍ରସ୍ତୁତ କରି ବହୁ ଲୋକଙ୍କ ଆର୍ଥିକ…
ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ
ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍ ଗାଇଡ୍ଲାଇନ୍ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ ଚାଲିଥିବା ବେଳେ ଗୁରୁବାର ଆଉ ୩ ମହାରଣା ଏବଂ ୫ ଭୋଇ ସେବକ କରୋନା…
୪ ଘଣ୍ଟାରେ ଚନ୍ଦ୍ରର ୫୦ ହଜାର ଫଟୋ ଉଠାଇ ଚର୍ଚ୍ଚାରେ ୧୬ ବର୍ଷର ବାଳକ
ପୁନେ,୨୦।୫: ନାସା ଏବଂ ଇସ୍ରୋ ପରି ସ୍ପେସ ଏଜେନ୍ସିଗୁଡ଼ିକ ଚନ୍ଦ୍ରର ଅନେକ ଫଟୋ ଶେୟାର କରନ୍ତି। କିନ୍ତୁ ପୁନେର ଜଣେ ୧୬ ବର୍ଷର ବାଳକ ଚନ୍ଦ୍ରର ଫଟୋ ଉଠାଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଫଟୋ ଦେଖିବା ପରେ ସମସ୍ତେ ତାଙ୍କୁ…
ଏବେ ବାଇକ୍-କାର୍ ପାଇଁ କରିହେବ ନୋମିନି…
ନୂଆଦିଲ୍ଲୀ,୨୦।୫: ବ୍ୟାଙ୍କରେ ଖାତା ଖୋଲିବା ସମୟରେ ନୋମିନିର ଆବଶ୍ୟକତା ପଡ଼ିଥାଏ। ଏଭଳି ନିୟମ ଏବେ ବାଇକ୍ ଅବା କାର୍ ପାଇଁ ମଧ୍ୟ କରାଯାଇପାରିବ। କେନ୍ଦ୍ରୀୟ ମୋଟର ଭେହିକିଲ ଆଇନରେ କେତେକ ପରିବର୍ତ୍ତନ କରାଯାଇ ଥିବାରୁ ଏଭଳି ସୁବିଧା ଏବେ ଗାନି ମାଲିକଙ୍କୁ…
ଅବକାରୀ ବିଭାଗର ଚଢ଼ାଉ: ୨ଗିରଫ
ପଦ୍ମପୁର,୨୦।୫(ଡି.ଏନ୍.ଏ): ଭଦ୍ରକ ଜିଲାରେ ଅବକାରୀ ବିଭାଗ ଚଢ଼ାଉ କରିଛି। ସାବରଙ୍ଗ ଥାନା ଅନ୍ତର୍ଗତ ଏରଡା ବଜାର ଓ ସାବରଙ୍ଗ ଛକରେ ଥିବା ଚୋରା ମଦ ଦୋକାନ ଉପରେ ଏହି ଚଢ଼ାଉ କରାଯାଇଛି। ଅବକାରୀ ବିଭାଗର ଏହି ଚଢ଼ାଉ ସମୟରେ ୧୫୦ ଲିଟର…
୭ଦିନ ପାଇଁ ସିଲ୍ ହେଲା ୭ଦୋକାନ
ପଦ୍ମପୁର,୨୦।୫(ଡି.ଏନ୍.ଏ): କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୩ଟି ଗାଁର ୭ଟି ଦୋକାନକୁ ସିଲ୍ କରାଯାଇଛି। ବେତଡା ବଜାରର ନଛିପୁରରେ ଥିବା ଦେଶୀ ମଦ ଦୋକାନ ଓ ବିଦେଶୀ ମଦ ଦୋକାନ, ୨ଟି ଲୁଗା ଦୋକାନ, ଗୋପାଳପୁରର…
ଆପତ୍ତି ଜନକ ସିନ୍ ପାଇଁ ଏହି ହଲିଉଡ୍ ଫିଲ୍ମ ଭାରତରେ ବ୍ୟାନ୍: ରାହୁଲଙ୍କ ବିରୋଧରେ ଗୁଜବ…
ନୂଆଦିଲ୍ଲୀ,୨୦।୫: କେତେକ ଆପତ୍ତି ଜନକ ଦୃଶ୍ୟ ଥିବାରୁ ୨୦୧୫ରେ ହଲିଉଡ୍ ଫିଲ୍ମ ଫିଫ୍ଟି ଶେଡସ୍ ଅଫ୍ ଗ୍ରେକୁ ଭାରତୀୟ ସେନସର ବୋର୍ଡ ପକ୍ଷରୁ ରିଲିଜ୍ ପାଇଁ ଅନୁମତି ମିଳି ନ ଥିଲା। ଫିଲ୍ମରେ ଆପତ୍ତିଜନକ ଦୃଶ୍ୟ ସହିତ ଅଶ୍ଳୀଳ ଦ୍ୱି ଅର୍ଥ…
ଐଶ୍ୱର୍ଯ୍ୟାଙ୍କ ପାଇଁ ବିଦେଶରୁ ୧୬ କିଲୋର ଏକ ପାର୍ଶଲ ପଠାଇଥିଲେ ଜଣେ ବ୍ୟକ୍ତି: ଖୋଲିଲା ବେଳକୁ…
ବଲିଉଡର ସୁନ୍ଦର ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ମା’ ହେବା ପରେ ଆଉ ବେଶୀ ଫିଲ୍ମ ଜଗତରେ ସକ୍ରିୟ ନାହାନ୍ତି। କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା କମିନାହିଁ। ୨୦୦୬ରେ ମୁମ୍ବାଇର ଏକ ଡାକଘରକୁ ଐଶ୍ୱର୍ଯ୍ୟାଙ୍କ ପାଇଁ ନେଦରଲ୍ୟାଣ୍ଡରୁ ୧୬ କିଲୋଗ୍ରାମ ଏକ…
ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ତରୀୟ ବୈଠକ: ମ୍ୟାନ ପାଓ୍ବାର, ମେସିନାରୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ଓଡିଶାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍ଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମ୍ଡିଙ୍କ ସହ ମୁଖ୍ୟ ଶାସନ ସଚିବ(ଏସ୍ଆରସି) ଆଲୋଚନା କରିଛନ୍ତି। ଏହି ବୈଠକରେ ବିଭିନ୍ନ ବିଭାଗର ସଚିବ…
ଏବେ ଘରେ କରିହେବ କରୋନା ଟେଷ୍ଟ୍: ରାପିଡ୍ ଆଣ୍ଟିଜେନ୍ କିଟ୍ର ବିକ୍ରିକୁ ମଞ୍ଜୁରୀ…
ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକେ ଯେପରି ଘରେ ଟେଷ୍ଟ୍ କରିପାରିବେ ତାହା ଉପରେ ଗୁରୁତ୍ୱାରୋପ କରାଯାଉଛି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କରୋନା ପରୀକ୍ଷାରେ…
ଗୋଟିଏ ଫଟୋ ଯୋଗୁ ଜନ୍-ବିପାଶାଙ୍କ ମଧ୍ୟରେ ଭାଙ୍ଗିଯାଇଥିଲା ପ୍ରେମ ସମ୍ପର୍କ
ବଲିଉଡ୍ ଅଭିନେତ୍ରୀ ବିପାଶା ବସୁ ଏବଂ ଅଭିନେତା ଜନ ଅବ୍ରହାମଙ୍କ ପ୍ରେମ ସମ୍ପର୍କ ବିଷୟରେ କାହାକୁ ଅଛପା ନାହିଁ। ଉଭୟ ଅନେକ ଦିନ ଧରି ପ୍ରେମ ସମ୍ପର୍କରେ ଥିଲେ। ଏପରିକି ଉଭୟ ଲିଭ୍ ଇନ୍ ରିଲେସନ୍ସିପ୍ରେ ରହୁଥିଲେ। ଫିଲ୍ମ ‘ଜିସ୍ମ’ର ଶୁଟିଂ…
ଭୁଶୁଡ଼ିଲା ଡାରଓ୍ବିନ୍ ଆର୍କ
କ୍ୱିଟୋ: ବିବର୍ତ୍ତନବାଦର ଜନକ ଚାର୍ଲସ ଡାରଓ୍ବିନଙ୍କ ନାମରେ ନାମିତ ‘ଡାରଓ୍ବିନ ଆର୍କ’ ଏବେ ଇତିହାସ। ସମୁଦ୍ର ଲହଡ଼ି ସହିତ ଦୀର୍ଘଦିନର ସଂଘର୍ଷ ପରେ ଏହି ଐତିହାସିକ ସ୍ମାରକୀ ଭୁଶୁଡ଼ି ପଡ଼ିଛି। ଇକ୍ୱେଡର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।…
Archives


