Home

୫ଟି ବଲ୍‌ରୁ ୩୦ ରନ୍‌ର ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ଗ୍ରେନାଡା,୨୮।୬: ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଦକ୍ଷିଣ ଆଫ୍ରିକା ଏକ ଦୃଢ ପ୍ରତ୍ୟାବର୍ତ୍ତନ କରିଥିଲା ଏବଂ ଦ୍ୱିତୀୟ ମ୍ୟାଚକୁ ୧୬ ରନ୍‌ରେ ଜିତି ସିରିଜ ୧-୧ ବରାବର କରିଥିଲା। ଏହି…

ଆଜି ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହେବ। କାର୍ଯ୍ୟକାରିଣୀ ବୈଠକ ଭର୍ଚୁଆଲ ମୋଡ୍‌ରେ ପୂର୍ବାହ୍ନ ୧୦ଟା ୪୫ରୁ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା…

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ ଏନ୍‌ଫୋର୍ସମେଣ୍ଟ ଟିମ୍‌ର ଚଢ଼ାଉ ହେଉ ନ ଥିବାରୁ ସେବନକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।…

ଏକ ଛତ୍ରବାଦୀ ଶାସକଙ୍କ ଓଜନ କମୁଛି, ଦେଶବାସୀଙ୍କ ଚିନ୍ତା ବଢୁଛି…

ପୋୟାଙ୍ଗୟଙ୍ଗ,୨୮।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ଏବେ ଦେଶବାସୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ କିଛି ମାସ ଧରି ଲଗାତାର କିମ୍‌ଙ୍କ ଶରୀର ଓଜନ ଲଗାତାର କମିବାରେ ଲାଗିଛି। କିମ୍‌ ଦୁର୍ବଳ ହେଉଥିବାରୁ ଏନେଇ ଜନସାଧାରଣଙ୍କ…

ସ୍ଥାନ ପାଇବ ଓଡ଼ିଆ ଯୁବକଙ୍କ କଳାକୃତି

ରାଜକନିକା,୨୮ା୬(ଡି.ଏନ୍‌.ଏ.): ଡେରାଡୁନ୍‌ ମଶୌରୀର ନ୍ୟାଶନାଲ ଡିଫେନ୍ସ ଏକାଡେମୀରେ ଭାରତୀୟ ଯବାନଙ୍କ ବୀରତ୍ୱର ଝଲକ ସ୍ବରୂପ ମୂର୍ତ୍ତି ସ୍ଥାନ ପାଇବ। ଏହି ମୂର୍ତ୍ତି ନିର୍ମାଣ କରୁଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅନ୍ତର୍ଗତ ନହୁଣି ପଞ୍ଚାୟତସ୍ଥିତ ନୂଆଗାଁରେ ତ୍ରିଲୋଚନ ବେହେରା (୩୭)। ଏ…

ଜଳୁଛି ପେଟ, ଅନ୍‌ଲାଇନ ପାଠକୁ ପଚାରେ କିଏ

ମହାକାଳପଡ଼ା,୨୮ା୬(ଡି.ଏନ୍‌.ଏ.): କରୋନା ମାଡ଼ରେ ବିଦ୍ୟାଳୟ ବନ୍ଦ ଯୋଗୁ ପିଲାମାନେ ପାଠପଢା ଭୁଲି ଗଲେଣି। ରାଜ୍ୟ ସରକାର ପିଲାଙ୍କ ଭବିଷ୍ୟତ ଶିକ୍ଷାକୁ ରୀତିମତ ମୁଖ୍ୟ ଶ୍ରୋତକୁ ଆଣିବାକୁ ନୂଆ ଯୋଜନା ବା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଏହାକୁ କାର୍ଯ୍ୟକାରୀ କରିଛନ୍ତି। ସ୍ମାର୍ଟ…

୫୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍‌ ୨୭ରେ ୫୦ ହଜାର ତଳକୁ ଖସିଛିି। ଜୁନ୍‌ ୨୬ରେ…

ସାମ୍ବାଦିକତା କ୍ଷେତ୍ରରେ ରାଜ୍ୟର ଜଣେ ପରିଚିତ ଚେହେରା ଜୀମୂତ ମଙ୍ଗରାଜ

ଭୁବନେଶ୍ୱର,(ବ୍ୟୁରୋ)/ଯାଁଳା, ୨୮ା୬(ଡି.ଏନ୍‌.ଏ.): ବରିଷ୍ଠ ସାମ୍ବାଦିକ, ଲେଖକ ତଥା ସ୍ତମ୍ଭକାର ଜୀମୂତ ବାହନ ମଙ୍ଗରାଜ (୬୪)ଙ୍କ ରବିବାର ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ସ୍କୁଟିରେ ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବା ସମୟରେ ୧୬ନଂ. ଜାତୀୟ ରାଜପଥର ଯାଁଳା ମେଡିକାଲ ଛକ ନିକଟରେ ଏକ…

ବସ୍‌ଷ୍ଟାଣ୍ଡରେ ବ୍ରିଟେନ ପ୍ରତିରକ୍ଷା ଦସ୍ତାବିଜ୍‌

ଲଣ୍ଡନ, ୨୮ା୬: ବ୍ରିଟେନ ପ୍ରତିରକ୍ଷା ମନ୍ତ୍ରଣାଳୟର ୫୦ ପୃଷ୍ଠା ସମ୍ବଳିତ ଗୋପନୀୟ ଦସ୍ତାବିଜ୍‌ ମଙ୍ଗଳବାର ଦକ୍ଷିଣ ଇଂଲଣ୍ଡର କେଣ୍ଟଠାରେ ଥିବା ଏକ ବସ୍‌ଷ୍ଟାଣ୍ଡରୁ ମିଳିବା ଘଟଣା ଦେଶରେ ହଇଚଇ ସୃଷ୍ଟି କରିଛି। ଏହି ଡକ୍ୟୁମେଣ୍ଟରେ ବ୍ରିଟେନ ଯୁଦ୍ଧ ଜାହାଜ ଏବଂ ବ୍ରିଟିଶ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର…

ଝୁଲୁଛି ପିଲାଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୮ା୬: ମହାମାରୀ କରୋନା ଆସିବା ପରଠାରୁ ଦୀର୍ଘ ୧୫ ମାସ ଧରି ଦେଶର ସ୍କୁଲଗୁଡ଼ିକରେ ତାଲା ଝୁଲୁଛି। ସଂକ୍ରମଣ ଭୟ ଥିବାରୁ ପିଲାଙ୍କ ପାଠପଢ଼ାରେ ଏକପ୍ରକାର ଡୋରି ବନ୍ଧାହୋଇଛି। ଅନ୍‌ଲାଇନ୍‌ରେ ପଢ଼ିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନ ଥିବାରୁ ଛାତ୍ରୀଛାତ୍ର…

ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି ମୃତକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?