Home

ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୯୬ ଜଣ ଚିହ୍ନଟ…

୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା ହେବ…

ତାଲିକା ପ୍ରସ୍ତୁତକର୍ତ୍ତା, ତାଲିକା ବାହାରେ

ଭୁବନେଶ୍ୱର,୨୮।୬: ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଶନିବାର ୩୦ ଜିଲା ପାଇଁ ପର୍ଯ୍ୟବେକ୍ଷକ ଓ ୬ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ସେଥିରେ ବିଧାୟକ, ମନ୍ତ୍ରୀ ଓ ବିରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ…

ସୋସିଆଲ ମିଡିଆରେ ଶ୍ୱେତା ଶେୟାର କଲେ ଝିଅ ପଲକଙ୍କ ଫଟୋ, ଲେଖିଲେ ଏମିତି କିଛି…

ମୁମ୍ବାଇ: ‘ଖତ୍‌ରୋଁ କେ ଖିଲାଡି -୧୧’ର ଅଭିନେତ୍ରୀ ଶ୍ୱେତା ତିଓ୍ବାରୀ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରୁହନ୍ତି। ଏହି ଅଭିନେତ୍ରୀ ଝିଅ ପଲକଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଶ୍ୱେତା ଝିଅ ପଲକଙ୍କର ବିଟିଏସ୍‌…

ବଡ଼ ଧରଣର ବିସ୍ଫୋରଣ ଘଟାଇବା ଯୋଜନାରେ ଥିଲେ ଆତଙ୍କବାଦୀ

ଶ୍ରୀନଗର,୨୭।୬: ଜମ୍ମୁ ବିମାନ ବନ୍ଦରରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଷ୍ଟେଶନ ଉପରେ ଦୁଇଟି ଡ୍ରୋନ ଆକ୍ରମଣ ପରେ ରବିବାର ସକାଳେ ଉଦ୍ଧାର ହୋଇଛି ଆଇଇଡି ବୋମା। ଏହି ବୋମା ଦ୍ୱାରା ସର୍ବସାଧାରଣ ସ୍ଥାନରେ ବଡ଼ ଧରଣର ବିସ୍ଫୋରଣ ଘଟାଇବାକୁ ଯୋଜନା…

କରୋନାରୁ ସୁସ୍ଥ ହେବା ପରେ ସମ୍ପୂର୍ଣ୍ଣ ସ୍ବାଦ, ଗନ୍ଧ ଫେରିବାକୁ ୧ ବର୍ଷ ଲାଗିପାରେ: ବିଶେଷଜ୍ଞ

ପ୍ୟାରିସ୍,୨୭ା୬: କରୋନାରୁ ସୁସ୍ଥ ହେବା ପରେ ଯଦି ସ୍ବାଦ ଏବଂ ଗନ୍ଧ ବାରି ନ ହୁଏ ତେବେ ଏହା ଫେରିବାକୁ ୧ ବର୍ଷ ଲାଗିପାରେ ବୋଲି ଏକ ନୂତନ ଅନୁସନ୍ଧାନରୁ ଜଣାପଡ଼ିଛି। କରୋନା ଭାଇରସକୁ ୨୦୨୦ ଆରମ୍ଭରେ ମହାମାରୀ ଘୋଷଣା କରାଯାଇଥିଲା।…

ବିବାହ ବନ୍ଧନରେ ଆଉ ଜଣେ ଅଭିନେତ୍ରୀ: ଦୀର୍ଘ ଏକ ବର୍ଷ ଡେଟ୍‌ କରିବା ପରେ…

ବମ୍ବେ: ହାତକୁ ଦୁଇ ହାତ ହୋଇଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ସନା ସୈୟଦ। ପ୍ରେମିକ ଇମାଦ ଶମ୍ସିଙ୍କୁ ବିବାହ କରିଛନ୍ତି ସେ। କରୋନା କଟକଣା ଯୋଗୁ ବହୁତ କମ୍‌ ଅତିଥିଙ୍କ ଗହଣରେ ବିବାହ ସମ୍ପନ୍ନ ହୋଇଛି। ଏବେ ଉଭୟଙ୍କ ବିବାହର ଏକାଧିକ…

କାହିଁକି କୋହଲିଙ୍କ ଉପରେ ଖପ୍ପା ଭାରତୀୟ ପ୍ରଶଂସକ… ଜାଣନ୍ତୁ କେବେଠାରୁ ମାରି ନାହାନ୍ତି ଶତକ

ନୂଆଦିଲ୍ଲୀ,୨୭।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଦଳର ବ୍ୟାଟ୍ସମ୍ୟାନଙ୍କ ଉପରେ ଖପ୍ପା ହୋଇଛନ୍ତି ଭାରତୀୟ ପ୍ରଶଂସକ। ଦ୍ୱିତୀୟ ସେସନରେ ମାତ୍ର ୧୭୦ ରନ୍‌ରେ ଆଉଟ୍‌ ହେବାକୁ ନେଇ ସୋସିଆଲ ମିଡିଆରେ କଟୁ ସମାଲୋଚନା…

କୋହଲିଙ୍କୁ ନୁହେଁ, ରୋହିତଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଉ: ଡବ୍ଲୁଟିସି ଫାଇନାଲ ହାରିବା ପରେ…

ନୂଆଦିଲ୍ଲୀ,୨୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲରେ ଭାରତର ପରାଜୟ ପରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ପୁଣି ଥରେ ପ୍ରଶବାଚୀ ସୃଷ୍ଟି ହୋଇଛି। ଅନେକ ପୂର୍ବତନ କ୍ରିକେଟର ଏବଂ ବିଶେଷଜ୍ଞମାନେ କୋହଲିଙ୍କ କାନ୍ଧରୁ ତିନୋଟି ଫର୍ମାଟରେ ନେତୃତ୍ୱ ନେବା ଦାୟିତ୍ୱ କମ୍‌…

ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୨୭ା୬(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଧ୍ରୁବରାଜ ନାଏକଙ୍କୁ ରବିବାର ତାଙ୍କ ଗ୍ରାମର ରମିତ ଧୁରୁଆ (୧୯) ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ହତ୍ୟାକାରୀ ରମିତଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି । ପୂର୍ବତନ କୁଳପତି ନାଏକ କଅଁରମାଲ…

ପିଲାଦିନେ ବହୁତ ଦୁଷ୍ଟ ଥିଲେ ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ଅଭିନେତ୍ରୀ ସାରା ଅଲୀ ଖାନ୍‌ ସୁନ୍ଦରୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ସେ ତାଙ୍କର ଗର୍ଜିୟସ ଲୁକ୍‌ ସହିତ ଅଭିନୟ ଦ୍ୱାରା ପ୍ରଶଂସକମାନଙ୍କ ହୃଦୟ ଜିଣିଥାନ୍ତି। ସାରାଙ୍କ ପିଉସୀ ସବା ଅଲୀ ଖାନ୍‌ ସୋସିଆଲ ମିଡିଆରେ ସାରାଙ୍କ କିଛି ପିଲାଦିନର ଫଟୋ…

ଡ୍ରୋନ୍‌ ଦ୍ୱାରା ହୋଇଛି ଆତଙ୍କବାଦୀ ଆକ୍ରମଣ, ସୂଚନା ଦେଲେ ଜମ୍ମୁ-କଶ୍ମୀର ଡିଜିପି…

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ହୋଇଥିବା ବିସ୍ଫୋରଣରେ ଆତଙ୍କବାଦୀଙ୍କ ହାତ ରହିଛି। ଏସମ୍ପର୍କରେ ଜମ୍ମୁ-କଶ୍ମୀର ଡିଜିପି ଦିଲ୍‌ ବାଗ୍‌ ସିଂ ସୂଚନା ଦେଇଛନ୍ତି। ଏହି ଆକ୍ରମଣ ସୀମାପାର ଆତଙ୍କବାଦୀ ସଂଗଠନ ଦ୍ୱାରା ହୋଇଛି। ଡ୍ରୋନ୍‌ ଦ୍ୱାରା ଆଇଇଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?