ନୂଆ ପ୍ରିଭେସି ନୀତି ପ୍ରତ୍ୟାହାର ଲାଗି ହ୍ବାଟ୍ସଆପ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦।୫: ମେସେଜିଂ ସେବା ପ୍ରଦାନକାରୀ କମ୍ପାନୀ ହ୍ବାଟ୍ସଆପ୍ର ନୂଆ ପ୍ରିଭେସି ନୀତି ଦେଶ ମଧ୍ୟରେ ବିବାଦୀୟ ହୋଇପଡ଼ିଛି। ନୂଆ ଅପ୍ଡେଟ୍ରେ ୟୁଜରଙ୍କ ଲାଗି ରହିଥିବା ବିଭିନ୍ନ ପ୍ରସ୍ତାବକୁ ବିରୋଧ କରାଯିବାରୁ ଏହାକୁ ଚଳିତ ମାସ ଲାଗୁ ନ କରିବାକୁ କମ୍ପାନୀ ନିକଟରେ…
ଯୁକ୍ତ୨ ଶିକ୍ଷାନୁଷ୍ଠାନ ପୃଥକୀକରଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଯୁକ୍ତ୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯୁକ୍ତ୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ…
ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…
ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…
ନିର୍ବନ୍ଧ ସରିଥିଲା, ୨୩ରେ ହୋଇଥାନ୍ତା ବାହାଘର
ବରୀ,୨୦।୫(ଡି.ଏନ.ଏ.): ନିର୍ବନ୍ଧ ହୋଇ ସରିଥିଲା। ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା। ଆସନ୍ତା ୨୩ ତାରିଖ ରବିବାର ହୋଇଥାନ୍ତା ବାହାଘର। ମାତ୍ର ବିବାହର ଦିନ କେଇଟା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା…
ପୁଣି କରୋନା ନେଲା ୨୫ ଜୀବନ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା
ଚୌଦ୍ୱାର,୨୦।୫(ଡି.ଏନ.ଏ.): ମୃତ୍ୟୁ କେତେବେଳେ କେମିତି ଆସେ ତାହା କେହି ଜାଣିପାରନ୍ତି ନାହିଁ। ବର୍ତ୍ତମାନ ରାତିପାହିଲେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ଖବର ଶୁଣିବାକୁ ମିଳୁଛି। କେଉଁଠି ମାଆବାପା ଆଗରେ ପୁଅ ଚାଲିଯାଉଛି ତ ଆଉ କେଉଁଠି ପିଲାଙ୍କ ଆଗରେ ମାଆବାପାଙ୍କ ଜୀବନ…
ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୪୯୮ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ବୋଲ ମାନୁନି କରୋନା। ଗତ କିଛି ଦିନ ହେଲା ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ୧୧ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଲକ୍ଡାଉନ କଟକଣା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା ଆକ୍ରାନ୍ତ…
‘ଟେଷ୍ଟିଂ ଅଭିଯାନରେ ସବୁ ଦଳ ଲୋକଙ୍କୁ ସାମିଲ କରାଯାଉ’
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ଲୋକଙ୍କୁ ଟେଷ୍ଟିଂ ଅଭିଯାନରେ ସାମିଲ କରାଯାଇ ଏହାକୁ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଗ୍ରାମାଞ୍ଚଳରେ ଲୋକଙ୍କ ମନରେ କରୋନା…
ବିଶ୍ୱର ସବୁଠୁ ଧନୀ ଜୁଆଡ଼ି, ଥରକେ ଜିତିଥିଲେ ଏତିକି କୋଟି; ଜାଣିଲେ…
କୁହାଯାଏ, ଜୁଆ ଖେଳିଲେ ଲୋକେ ସର୍ବନାଶ ହୁଅନ୍ତି। ଅର୍ଥାତ୍ ସବୁ ସମ୍ପତ୍ତି ହରାଇ ବସନ୍ତି। ମାତ୍ର ଏମିତି ଜଣେ ଜୁଆଡ଼ି ଅଛନ୍ତି, ଯେ କି କୋଟିପତି। ଭାରତରେ ଜୁଆଖେଳକୁ ବେଆଇନ କୁହାଯାଇଥାଏ ମାତ୍ର ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠାରେ ଆଇନଗତ…
ଲକ୍ଡାଉନ ବେଳେ ଗାଁ ଛାଡ଼ିବାକୁ ନୋଟିସ
ବଲାଙ୍ଗୀର ଅଫିସ, ୨୦।୫: କୋଭିଡ୍ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହାଦ୍ୱାରା କୋଭିଡ୍ ସଂକ୍ରମଣ ଚେନ୍ ବ୍ୟାହତ ହେବ ବୋଲି କୁହାଯାଉଛି। ତେବେ ବଲାଙ୍ଗୀର ଜିଲା ପ୍ରଶାସନ…
ଆଇସ୍କ୍ରିମ୍ କାଠିରେ କେଦାରନାଥ ମନ୍ଦିର ପ୍ରତିକୃତି
ପୁରୀ ଅଫିସ, ୨୦।୫: ପୁରୀ କୁମୁଟିପାଟଣା ଅଞ୍ଚଳର ଯୁବ ଶିଳ୍ପୀ ବିଶ୍ୱଜିତ ନାୟକ ୧୪୫ଟି ଆଇସ୍କ୍ରିମ କାଠିରେ ପ୍ରଭୁ କେଦାରନାଥଙ୍କ ମନ୍ଦିରର ପ୍ରତିକୃତି ନିର୍ମାଣ କରିଛନ୍ତି। ମନ୍ଦିର ଉଚ୍ଚତା ୧୦ ଇଞ୍ଚ ଓ ଲମ୍ବ ୭ଇଞ୍ଚ ରହିଛି। ଏହା ନିର୍ମାଣ ପାଇଁ…
୨୦ରୁ ହାଇକୋର୍ଟ ଶଟ୍ଡାଉନ୍
କଟକ ଅଫିସ, ୨୦।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସମ୍ପୂର୍ଣ୍ଣ ଶଟ୍ଡାଉନ୍ କରାଯାଇଛି । ଆସନ୍ତା ୨୮ ତାରିଖରୁ ପୁନର୍ବାର ରୋଷ୍ଟର କୋର୍ଟ କାର୍ଯ୍ୟକାରୀ ହେବ। ତେବେ ୨୦ରୁ ୨୭ ତାରିଖ…
Archives


