Home

ଭାକ୍ସିନ୍‌ ପାଇଁ ପଞ୍ଜିକରଣ ଅନାବଶ୍ୟକ, ଟିକାକରଣ କେନ୍ଦ୍ରରେ ପହଞ୍ଚି ନେଇହେବ ଡୋଜ୍‌ …

ନୂଆଦିଲ୍ଲୀ,୨୭।୬: ଏଣିକି ଭାକ୍ସିନ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜିକରଣର ଅନାବଶ୍ୟକ। ଲୋକ ସିଧାସଳଖ ଟିକାକରଣ କେନ୍ଦ୍ରରେ ପହଞ୍ଚି ପଞ୍ଜିକରଣ କରିବା ସହିତ ଡୋଜ୍‌ ନେଇପାରିବେ। ସୁପ୍ରିମ୍‌କୋର୍ଟଙ୍କ କଡ଼ା ତାଗିଦ୍‌ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।…

ଜ୍ୱରରେ ପୂର୍ଣ୍ଣବିଗ୍ରହ, ଚାଲିଛି ଉପଚାର

ଖୋର୍ଦ୍ଧା ଅଫିସ,୨୭ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ (ଶ୍ରୀଜଗନ୍ନାଥ), ବଳଭଦ୍ର ଓ ଦେବୀ ସୁଭଦ୍ରା ୧୦୮ଗଡୁ ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଗୁରୁବାରଠାରୁ ଠାକୁରଙ୍କ ଅଣସର ନୀତି ଆରମ୍ଭ ହୋଇଛି। ଶ୍ରୀବିଗ୍ରହଙ୍କ…

ଟିକାକରଣକୁ ନେଇ ଏସ୍‌ସିବିରେ ଉତ୍ତେଜନା

କଟକ ଅଫିସ, ୨୭ା୬: ଏସ୍‌ସିବି ମେଡିକାଲ ଟିକାକେନ୍ଦ୍ରରେ ଶନିବାର ସକାଳେ ଟିକାକରଣକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା। ଏସ୍‌ସିବି ମେଡିକାଲ ପକ୍ଷରୁ ଅନ୍‌ଲାଇନରେ ବୁକିଂ କରିଥିବା ବ୍ୟକ୍ତିଙ୍କ ସମେତ ସିଧାସଳଖ ଆସିଥିବା ଲୋକଙ୍କୁ ପଞ୍ଜୀକରଣ କରାଯାଇ ଟିକା ଦିଆଯାଇଥିଲା। ତେବେ ଟିକା…

ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ

ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍‌ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ ଦନାମାରା ଗ୍ରାମ ରତିକାନ୍ତ ବେହେରାଙ୍କ ପୋଖରୀ ବାଡ଼ିରେ ଲାଗିଥିବା ଜାଲରେ ହରିଣଟି ଲାଗିରହିଥିଲା। ଏହାକୁ…

ଭାକ୍ସିନ୍‌ ନେବାକୁ ଦିଅନି ପଛଘୁଞ୍ଚା, ସଭିଏଁ ନେବା ଅପରିହାର୍ଯ୍ୟ, କହିଲେ ମୋଦି…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ଲଢ଼େଇରେ ଭାକ୍ସିନ୍‌ ଏକ ମାତ୍ର ବିକଳ୍ପ। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ ନେବାକୁ ପଛଘୁଞ୍ଚା ଦିଅନି ଅବା ମନରେ ଦ୍ୱିଧା ଆଣନ୍ତୁ ନାହିଁ। ସଭିଏଁ ଭାକ୍ସିନ୍‌ ଡୋଜ୍‌ ନେବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଖୁସି ଖବର, ଜୁଲାଇରେ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌ …

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ର ୨ ଡୋଜ୍‌ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପ୍ରଦାନ କରାଯାଉଛି। ସେହିପରି ରୁଷିଆ ଭାକ୍ସିନ୍‌…

ଅମାନିଆଙ୍କ ପାଇଁ ବିଗିଡିବ ସ୍ଥିତି: ଗଳାବାଟ ଦେଇ ଖସି ପଳାଉଛନ୍ତି

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ହାର କମିଥିଲେ ମଧ୍ୟ ସ୍ଥିତି ସୁଧୁରି ନ ଥିବାରୁ ଲକ୍‌ଡାଉନ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା ଜାରି ରହିଛି। କମିଶନରେଟ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଚଢ଼ାଉ, ଯାଞ୍ଚ ସହ ପଦକ୍ଷେପ…

ରାଫାଲର ନୂଆ ରେକର୍ଡ, ଲଗାତାର ଉଡ଼ିଲା ୧୨ ଘଣ୍ଟା …

ପ୍ୟାରିସ୍‌/ନୂଆଦିଲ୍ଲୀ,୨୭।୬: ଫ୍ରାନ୍ସ୍‌ ଯୁଦ୍ଧ ବିମାନ ରାଫାଲ ଲଗାତାର ୧୨ ଘଣ୍ଟା ଉଡ଼ି ଏକ ନୂଆ ରେକର୍ଡ କରିଛି। ଏହି ସମୟ ମଧ୍ୟରେ ରାଫାଲ ୧୭ ହଜାର କିଲୋମିଟର ଅତିକ୍ରମ କରିଛି। ପ୍ରଶାନ୍ତ ମହାସାଗର ସ୍ଥିତ ଏୟାର ବେସ୍‌ ଅଭିମୁଖେ ଯାତ୍ରା ସମୟରେ…

ଏକଦା ରାହୁଲ ଗାନ୍ଧୀଙ୍କୁ ଡେଟ୍‌ କରିବାକୁ ଚାହୁଁଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: କହିଥିଲେ..

ବମ୍ବେ: ଅନୁଷ୍କାଙ୍କ ପରେ ଖୁସି ଖବର ଶୁଣାଇଛନ୍ତି ବେବୋ। ଦ୍ୱିତୀୟ ଥର ପାଇଁ ସେ ମା’ ହୋଇଛନ୍ତି। ଏହାକୁ ନେଇ କରିନା ଚର୍ଚ୍ଚାରେ ରହୁଛନ୍ତି। ନିଜେ ଏବଂ ପୁଅଙ୍କ ଯତ୍ନ ନେବା ସାଙ୍ଗକୁ କାମକୁ ପ୍ରାଧାନ୍ୟ ଦେଉଥିବାରୁ ଅନେକ ଫଟୋ ତାଙ୍କର…

ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଆର୍‌ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ହେବ। ଏହା ବ୍ୟତୀତ ରବିବାର ଏବଂ ଦ୍ୱିତୀୟ ଶନିବାର ଓ ଚତୁର୍ଥ…

ଜୁଲାଇରେ ୧୫ ଦିନ ବ୍ୟାଙ୍କ ବନ୍ଦ: ଅବଶିଷ୍ଟ ଦିନଗୁଡ଼ିକରେ କାର୍ଯ୍ୟ କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୭।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରମାନେ ବିଭିନ୍ନ କଟକଣା ଜାରି କରିଛନ୍ତି। ଏହାସତ୍ତ୍ୱେ ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଗାଇଡ୍‌ଲାଇନ ଅନୁସାରେ ବ୍ୟାଙ୍କଗୁଡ଼ିକ ସ୍ବଳ୍ପ ସମୟ ପାଇଁ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛନ୍ତି। ଇତିମଧ୍ୟରେ ଆସନ୍ତା ଜୁଲାଇରେ ସାରା…

୫୪ ଦିନରେ ବଢ଼ିଲାଣି ୩୦ ଥର

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଗତ ମେ’୪ ପରଠାରୁ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୭.୭୭ ଟଙ୍କା ଏବଂ ଡିଜେଲ ୮.୬୪ ଟଙ୍କା ମହଙ୍ଗା ହେଲାଣି। ୫ ରାଜ୍ୟର ନିର୍ବାଚନ ଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?