ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ମତାମତ ନୁହେଁ ଭାରତର ବକ୍ତବ୍ୟ: ଜୟଶଙ୍କର..
ନୂଆଦିଲ୍ଲୀ,୧୯।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ମତାମତ ନେଇ ଭାରତ ସିଙ୍ଗାପୁର ସମ୍ପର୍କରେ ଫାଟ ସୃଷ୍ଟି ହେବା ପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜୟଶଙ୍କର…
୨୬ ଦିନରେ ଗଲା ୩୭ଜଣଙ୍କ ଜୀବନ: ପଦାରେ ପଡ଼ିଲା ପ୍ରଶାସନର ଅବ୍ୟବସ୍ଥା
ମୁଜଫରପୁର,୧୯।୫: ବିହାରରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଥିବା ବେଳେ ଏବେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟ ଗ୍ରାମାଞ୍ଚଳର ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଅବସ୍ଥା ନ କହିଲେ ଭଲ। ଏଭଳି ସ୍ଥିତିରେ କିଭଳି ସେଠାରେ କରୋନା ଚିକିତ୍ସା…
ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…
ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ବାସ୍ତବ ଜୀବନରେ ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ବିଦିଶାରେ ଘଟିଛି। ଗ୍ୟାରସପୁର…
‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’, କହିଥିବା ପ୍ରଫେସରଙ୍କର କରୋନାରେ ପରଲୋକ…
ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀର କରୋନା ସ୍ଥିତି ଗୁରୁତର ରହିଛି। ‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’ କହିଥିବା ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍ ପ୍ରଫେସର ନାବିଲା ସାଦିକ୍ଙ୍କର…
ଆଗାମୀ ୩ ଜନ୍ମ ପାଇଁ ଏହି କାମ କରିବାକୁ ଚାହୁଁଛନ୍ତି ଦାଦା
କୋଲକାତା,୧୯।୫: ବିସିସିଆଇର ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଏବେ ବହୁତ ବ୍ୟସ୍ତ ଅଛନ୍ତି। ଆଇପିଏଲ ୨୦୨୧ ସ୍ଥଗିତ ହେବା ଏବଂ ଭାରତୀୟ ଦଳର ଇଂଲଣ୍ଡ ଗସ୍ତ ପାଇଁ ପ୍ରସ୍ତୁତି ପରେ ଗାଙ୍ଗୁଲି ବାକି ମ୍ୟାଚ ପାଇଁ ପ୍ରସ୍ତୁତିରେ…
୬କେଶର ଦାମ୍ ୧୦ଲକ୍ଷ ଟଙ୍କା
ଓ୍ବାଶିଂଟନ୍,୧୯।୫: ବିଶ୍ୱର ସବୁଠାରୁ ପ୍ରଭାବଶାଳୀ ରକ୍ଷ୍ଟାରଙ୍କ ମଧ୍ୟରେ ଆମେରିକାର ଗାୟକ କୁର୍ଟ କୋବେନ ଅନ୍ୟତମ। କୁର୍ଟ ଜଣେ ଗୀତିକାର ଓ ଗିଟାରିଷ୍ଟ ହେବା ସହ ନିର୍ବାଣା ବ୍ୟାଣ୍ଡର ମୁଖ୍ୟ ସସଦସ୍ୟ ଥିଲେ। ୧୯୯୪ରେ ମାତ୍ର ୨୭ବର୍ଷରେ ସେ ଆତ୍ମହତ୍ୟା କରିଥିଲେ। ତାଙ୍କର…
ମିଛ କହି ଧରାପଡିଲେ ଏହି ପ୍ରସିଦ୍ଧ କ୍ରିକେଟର୍: ସୋସିଆଲ ମିଡିଆରେ ହେଉଛି ଚର୍ଚ୍ଚା
କେପଟାଉନ୍,୧୯।୫: ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍ ଏବି.ଡି.ଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟକୁ ଆଉ ପ୍ରତ୍ୟାବର୍ତ୍ତନ କରିବେ ନାହିଁ। ଏହି ପରିପ୍ରେକ୍ଷୀରେ କ୍ରିକେଟ ଦକ୍ଷିଣ ଆଫ୍ରିକା କହିଛି ଯେ, ଏବି ଡି ଭିଲିୟର୍ସ ଅନ୍ତର୍ଜାତୀୟ କ୍ରିକେଟ ଫେରିବାକୁ ସ୍ପଷ୍ଟ ଭାବେ ମନା କରି ଦେଇଛନ୍ତି…
୯ ମାସ ହେଲା ଧୂଳି ଖାଉଛି ପିଏମ୍ କେୟାର୍ସର ୨୫ ଭେଣ୍ଟିଲେଟର…
ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍ କେୟାର୍ସ ଫଣ୍ଡ୍ ପକ୍ଷରୁ ଯୋଗାଇ ଦିଆଯାଇଥିବା ଭେଣ୍ଟିଲେଟର ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲଗାତାର ବିବାଦ ଘେରରେ…
କୋହଲି-ଅନୁଷ୍କାଙ୍କ ଉପରେ ପ୍ରବଳ ରାଗିଗଲେ ଏହି ଅଭିନେତା
ସମଗ୍ର ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ବଲିଉଡର ଅନେକ ତାରକା ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା…
ବିପଦ ଉପରେ ବିପଦ: ତଉକ୍ତାଏ ପରେ ଏବେ ମାଡ଼ି ଆସୁଛି ବାତ୍ୟା ‘ୟାସ୍’…
ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ବିପଦ ଉପରେ ବିପଦ ମାଡ଼ି ଆସୁଛି। ସମ୍ପ୍ରତି ବାତ୍ୟା ତଉକ୍ତାଏ ଯୋଗୁ ଗୁଜରାଟ,କରେଳ, ଗୋଆ, ମହାରାଷ୍ଟ୍ରରେ ବହୁ କ୍ଷୟକ୍ଷତି ହୋଇଛି। ଏହି ବାତ୍ୟା ଯୋଗୁ ଗୁଜରାଟରେ ୪୫ ଏବଂ…
ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ…
କରୋନା ଗ୍ରାଫ୍ କମିଲେ ବି ଲିଭୁନି ଜୁଇ ନିଆଁ: ୨୪ ଘଣ୍ଟାରେ ୪,୫୨୯ ମୃତ…
ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…
Archives


