ଦ୍ୱିତୀୟ ଧନୀରୁ ଖସିଲେ ମସ୍କ
ଓ୍ବାଶିଂଟନ୍: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତାଲିକାର ଦ୍ୱିତୀୟ ସ୍ଥାନରେ ଥିବା ଆମେରିକା ଉଦ୍ୟୋଗପତି ତଥା ଟେସ୍ଲା କମ୍ପାନୀ ମାଲିକ ଏଲନ ମସ୍କ(୪୯)ଙ୍କ ସମ୍ପତ୍ତି ଗତ ଜାନୁୟାରୀରୁ ୨୪ ପ୍ରତିଶତ ହ୍ରାସ ପାଇଛି। ଫଳରେ ସେ ତାଙ୍କ ଦ୍ୱିତୀୟ ଧନୀ ମାନ୍ୟତା…
ପୃଥିବୀରେ ୫ ହଜାର କୋଟି ପକ୍ଷୀ
ସିଡ୍ନୀ: ପ୍ରାୟ ୫୦ ବିଲିୟନ ବା ୫୦୦୦ କୋଟି ପକ୍ଷୀ ପୃଥିବୀରେ ବାସ କରନ୍ତି। ଏହି ସଂଖ୍ୟା ବିଶ୍ୱର ମୋଟ ଲୋକ ସଂଖ୍ୟାର ୬ ଗୁଣ। ଏ ନେଇ ଅଷ୍ଟ୍ରେଲିଆର ସିଡ୍ନୀସ୍ଥିତ ନ୍ୟୁ ସାଉଥ ଓ୍ବେଲ୍ସ ୟୁନିଭର୍ସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା…
ଭୁଲ୍ କୋଭିଡ୍ ତଥ୍ୟ ପ୍ରତି ସତର୍କ ରୁହ
ଓ୍ବାଶିଂଟନ୍, ୧୯ା୫: ଭାରତରେ କରୋନାର ଘାତକ ଦ୍ୱିତୀୟ ଲହର ଜାରି ଥିବାବେଳେ ଭାରତୀୟ-ଆମେରିକୀୟ ଏବଂ ଭାରତୀୟଙ୍କୁ କରୋନା ସମ୍ପର୍କିତ ମିଥ୍ୟା ଖବର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆମେରିକାର ସର୍ଜନ ଜେନେରାଲ ବିବେକ ମୂର୍ତ୍ତି। ବିଶେଷ କରି ସୋସିଆଲ ମିଡିଆରେ…
ଟିକା ନେଇ ଫଶିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୧୯।୫: କରୋନା ଟିକା ନେଇ ଫଶିଯାଇଛନ୍ତି ଭାରତୀୟ କ୍ରିକେଟର୍ କୁଳଦୀପ ଯାଦବ। ମେ ୧୫ରେ, ଟୀକାକରଣର ପ୍ରଥମ ଡୋଜ୍ ଗ୍ରହଣ କରିବା ପରେ କୁଳଦୀପ ଯାଦବ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ ଏବଂ ସମସ୍ତଙ୍କୁ ଟିକା ଦେବାକୁ ଅନୁରୋଧ…
ଗାଜାରେ ଥମୁନି ସଂଘର୍ଷ
ଜେରୁଜେଲମ୍/ଗାଜା ସିଟି,୧୯ା୫: ବିବାଦୀୟ କ୍ଷେତ୍ର ଜେରୁଜେଲମ୍କୁ ନେଇ ଗତ ସପ୍ତାହରେ ଇସ୍ରାଏଲ୍ ଓ ପାଲେଷ୍ଟାଇନ୍ ମଧ୍ୟରେ ଆରମ୍ଭ ହୋଇଥିବା ରକ୍ତାକ୍ତ ସଂଘର୍ଷ ଥମିବାର ନାଁ ନେଉନାହିଁ। ଗାଜା ଷ୍ଟ୍ରିପ୍ରେ ୬୧ ଶିଶୁଙ୍କ ସମେତ ୨୧୨ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ସେହିପରି ଇସ୍ରାଏଲ୍ରେ…
୨ରୁ ୧୮ ବର୍ଷଙ୍କ ପାଇଁ କୋଭାକ୍ସିନ ଟ୍ରାଏଲ
ନୂଆଦିଲ୍ଲୀ, ୧୯ା୫: ଆଗାମୀ ୧୦ରୁ ୧୨ ଦିନ ମଧ୍ୟରେ ଦେଶରେ ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ପାଇଁ ଭାରତ ବାୟୋଟେକ୍ର ‘କୋଭାକ୍ସିନ’ ଟିକା ଟ୍ରାଏଲ ଆରମ୍ଭ ହେବ। ଏ ନେଇ ନୀତି ଆୟୋଗ(ସ୍ବାସ୍ଥ୍ୟ)ର ସଦସ୍ୟ ଭି. କେ. ପଲ୍ ମଙ୍ଗଳବାର…
ଅବସ୍ଥା କହୁଛି ନେତୃତ୍ୱ କେମିତି
ନୂଆଦିଲ୍ଲୀ,୧୯ା୫: ଭାରତର ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିକଟରେ କୋଭିଡ୍-୧୯ ମହାମାରୀକୁ ଦେଶ ପାଇଁ ସ୍ବାଧୀନତା ପରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଅଭିହିତ କରିଥିଲେ। ଏହାସହ ଦେଶର ନେତୃତ୍ୱ କେମିତି ରହିଛି ତାହା ସାମ୍ପ୍ରତିକ ଅବସ୍ଥାରୁ…
ସିଙ୍ଗାପୁର ଷ୍ଟ୍ରେନ୍ରେ ତୃତୀୟ ଲହର ଆଶଙ୍କା
ନୂଆଦିଲ୍ଲୀ, ୧୯ା୫: ସିଙ୍ଗାପୁରରେ ଚିହ୍ନଟ ହୋଇଥିବା କରୋନା ଭାଇରସ୍ର ନୂଆ ଷ୍ଟ୍ରେନ୍ ଭାରତରେ ତୃତୀୟ ଲହରକୁ ଡାକିଆଣିପାରେ। ତେଣୁ ତୁରନ୍ତ ପଦକ୍ଷେପ ନିଆଯାଇ ସିଙ୍ଗାପୁର ସହ ସମସ୍ତ ବିମାନ ଚଳାଚଳ ବନ୍ଦ କରାଯାଉ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦାବି…
ନୈତିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ଲିଭ୍-ଇନ୍ ସମ୍ପର୍କ
ଚଣ୍ଡିଗଡ଼,୧୯ା୫: ଲିଭ୍-ଇନ୍ ରିଲେଶନଶିପ୍ ନୈତିକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ ବିଚିତ୍ର ଟିପ୍ପଣୀ ଦେଇଛନ୍ତି। ଏହାସହ ଆବେଦନକାରୀ ଯୋଡ଼ିଙ୍କୁ ସୁରକ୍ଷା ଦେବାକୁ ମନା କରି ସେମାନଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଏଭଳି…
ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍ : ଦିନକରେ ୨.୬୭ ଲକ୍ଷ ସଂକ୍ରମିତ, ୩,୯୧୨ ମୃତ
ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଥିବାବେଳେ ଗତ ୩ ଦିନ ହେବ ୩ ଲକ୍ଷ ତଳକୁ ସଂକ୍ରମିତ…
କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୧,୦୯୯ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୮୮୫ଟି ହେଉଛି ଲୋକାଲ କେସ। ଆଜି ଖେର୍ଦ୍ଧା ଜିଲାରୁ ସର୍ବାଧିକ…
କରୋନା ନେଲା ମନ୍ତ୍ରୀଙ୍କ ଜୀବନ
ଲକ୍ଷ୍ନୌ,୧୯।୫: କରୋନା ପୁଣି ଜଣେ ମନ୍ତ୍ରୀଙ୍କ ଜୀବନ ନେଇଛି। ଉତ୍ତରପ୍ରଦେଶର ମୁଜାଫରନଗର ଚରଥାଭାଲ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ବନ୍ୟା ନିୟନ୍ତ୍ରଣ ଏବଂ ରାଜସ୍ବ ମନ୍ତ୍ରୀ ବିଜୟ କାଶ୍ୟପଙ୍କ କରୋନାରେ ପରଲୋକ ଘଟିଛି। କରୋନା ଆକ୍ରାନ୍ତ ହୋଇ ସେ ପ୍ରାୟ ୨୦…
Archives


