Home

ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଶୁକ୍ରବାର…

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍‌ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ ସୁବିଧା…

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ ସେନ୍‌ ଓ୍ବାର୍ନ। ଉଇକେଟ ସହ ରନ୍‌ କରିବାକୁ ନେଇ ସେ ଚର୍ଚ୍ଚାରେ ରହୁଥିଲେ ହେଁ…

ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ…

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା

କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ନିର୍ଦ୍ଦେଶାଳୟର ବିଭିନ୍ନ ଅଧିକାରୀଙ୍କ…

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୫ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ତଳେ ରହିଛି।…

ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ ଜ୍ୟେଷ୍ଠ…

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ…

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୫୯ ଜଣ ବାସିନ୍ଦା ନିଖୋଜ ହୋଇଯାଇଛନ୍ତି। ନିଖୋଜଙ୍କ ମଧ୍ୟରେ କେତେଜଣ ଲାଟିନ ଆମେରିକୀୟ…

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍‌ ପକ୍ଷରୁ ପ୍ରାୟ ଘଣ୍ଟାଏ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି।…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?