Home

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍‌ ପକ୍ଷରୁ ପ୍ରାୟ ଘଣ୍ଟାଏ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି।…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି।…

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି ପୁରସ୍କାର ମିଳିଛି। ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ପାଇଁ ସାମାଜିକ ପର୍ଯ୍ୟାୟ ବର୍ଗରେ ଦେଶରେ ରାଜଧାନୀ…

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ…

ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦ ପ୍ରତିଶତ ହ୍ରାସ ପାଇଛି। ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ ଖସିଛି।…

ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ

ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ। ଅର୍ଥାତ୍‌ ଭାରତୀୟ ଖେଳାଳିମାନେ ଦୁଇ ଭାଗ ବା ଦଳରେ ବିଭକ୍ତ…

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟ୍‌ରେ ଉରୁଗୁଏ, ପାରାଗୁଏ

ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଏହି ଦୁଇ ଦେଶ ବିଜୟ ହାସଲ କରିବା ସହ ଏହି ସଫଳତା ପାଇଛନ୍ତି। ବ୍ରାଜିଲର କୁଇଆବାସ୍ଥିତ…

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି ଲୋକଙ୍କ ଦୁଃଖ। ଏପରି ଅବସ୍ଥାରେ ସରକାର ଦୁର୍ବଳଙ୍କ ବଳ ସାଜିବା କଥା। ଜନତାଙ୍କ ପରିବାର…

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ମଧ୍ୟରେ ଏହି ବିଶ୍ୱକପ୍‌ ଖେଳାଯିବ ବୋଲି ସୂତ୍ରରୁ ଜଣାପଡ଼ିଛି।…

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?