Home

ବିବାହ ପୂର୍ବରୁ ୫୩ କୋଟି ଟଙ୍କା ଦେଇ ଘର କିଣିଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲିୟ କ୍ରିକେଟର୍‌ ପ୍ୟାଟ୍‌ କମିନ୍ସ ଏକ ନୂଆ ଘର କିଣିଛନ୍ତି। ଯାହାର ମୂଲ୍ୟ ୫୩ କୋଟି ଟଙ୍କା ରହିଛି। ଆଇପିଏଲ୍‌ରେ କୋଲକତା ନାଇଟ୍‌ ରାଇଡର୍ସ ପକ୍ଷରୁ ଖେଳୁଥିବା ପ୍ୟାଟ୍‌ କମିନ୍ସ କୋଟି କୋଟି ଟଙ୍କ ରୋଜଗାର କରନ୍ତି। ଏହି ଟଙ୍କାରେ ସେ…

ଭାଜପାର ନିର୍ବାଚନୀ ଥୋପ: ଚାଷୀଙ୍କ ଖାତାକୁ ୨୦୦୦

ନୂଆଦିଲ୍ଲୀ,୧।୪: ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଭୋଟରଙ୍କୁ ହାତେଇବା ଲାଗି ଗୁରୁବାର ନିର୍ବାଚନୀ ଥୋପ ପକାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପ୍ରିଲ୍‌ ପହିଲାରେ ଚାଷୀଙ୍କ ସଞ୍ଚୟ…

ଏପ୍ରିଲ୍‌ ୫ରୁ ଭର୍ଚୁଆଲ୍‌ ମୋଡ୍‌ରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୧।୪: ଏଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ୍‌ ୫ରୁ ଭର୍ଚୁଆଲ୍‌ ମୋଡ୍‌ରେ ହାଇକୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶାବଳୀ…

ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ: ହେବିଓ୍ବେଟଙ୍କୁ ଦାୟିତ୍ୱ ଦେଲେ ସୁପ୍ରିମୋ

ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ: ହେବିଓ୍ବେଟଙ୍କୁ ଦାୟିତ୍ୱ ଦେଲେ ସୁପ୍ରିମୋ ଭୁବନେଶ୍ୱର,୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁରୁବାର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର କିଛି ହେବିଓ୍ବେଟଙ୍କୁ ଉପନିର୍ବାଚନ ଦାୟିତ୍ୱ…

ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଛି। ମାତ୍ର ଓ ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଯାଇଛି। ରାଜ୍ୟ ସରକାର କୋଭିଡ କଟକଣା ଭିତରେ ଉତ୍କଳ ଦିବସ ପାଳନ କରିବାକୁ…

କିରଣ ଖେରଙ୍କୁ ବ୍ଲଡ୍‌ କ୍ୟାନସର

ମୁମ୍ବାଇ,୧।୪: ବଲିଉଡ୍‌ ଅଭିନେତ୍ରୀ ତଥା ଭାଜପାର ଚଣ୍ଡିଗଡ଼ ଲୋକ ସଭା ଆସନ ଏମ୍‌ପି କିରଣ ଖେର୍‌ଙ୍କୁ ବ୍ଲଡ୍‌ କ୍ୟାନସର ହୋଇଛି। ତାଙ୍କର ଚିକିତ୍ସା ମୁମ୍ବାଇର କୋକିଳା ବେନ୍‌ ହସ୍ପିଟାଲରେ ଜାରି ରହିଛି। କିରଣଙ୍କ ସହକର୍ମୀ ଏବଂ ଚଣ୍ଡିଗଡ଼ର ଭାଜପା ସଦସ୍ୟ ଅରୁଣ…

ଥାଲାଇଭାଙ୍କୁ ଦାଦା ସାହେବ ଫାଲ୍‌କେ

ନୂଆଦିଲ୍ଲୀ,୧।୪: ଦକ୍ଷିଣ ସୁପରଷ୍ଟାର୍‌ ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲ୍‌କେ ସମ୍ମାନରେ ସମ୍ମାନୀତ କରାଯିବ। ଏନେଇ କେନ୍ଦ୍ରୀୟ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗତ ୫ ଦଶନ୍ଧି ଧରି ରଜନୀକାନ୍ତ ଫିଲ୍ମ କ୍ଷେତ୍ରରେ ନିଜର ଉଲ୍ଲେଖନୀୟ ଅବଦାନ…

ବେକାବୁ କରୋନା: ଦିନକରେ ୭୨ ହଜାରରୁ ଅଧିକ ସଂକ୍ରମିତ,୪୫୯ ମୃତ

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ…

ଝିଅକୁ ବାକ୍ସ ଭିତରେ ପୂରାଇ ଘରଘର ବୁଲି ସାମଗ୍ରୀ ଡେଲିଭରି କଲେ ପିତା, ଜାଣିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତାହା କହିହେବ ନାହିଁ। ଏବେ ଏମିତି ଏକ ଭିଡିଓ ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି। ଚାଇନାର ଲି ୟୁଆନୁଆନ୍‌ ନାମକ ଜଣେ ଡେଲିଭରି ବୟ ତାଙ୍କ ଛୋଟ ଝିଅକୁ ସ୍କୁଟି ଭିତରେ…

୭୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୬ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

ରାଜସ୍ଥାନ ରୟାଲ୍ସ ପାଇଁ ଖୁସି ଖବର: ଦଳକୁ ଫେରିବେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି

ରାଜସ୍ଥାନ ରୟାଲ୍ସକୁ ଏକ ବଡ଼ ଖୁସି ଖବର ମିଳିଛି। ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି ଜୋଫ୍ରା ଆର୍ଚର ଦଳକୁ ଫେରିବେ ବୋଲି ଜଣାପଡିଛି। ଭାରତ ବିପକ୍ଷ ଏକଦିବସୀୟ ସିରିଜ ପୂର୍ବରୁ ଇଂଲଣ୍ଡ ବୋଲର୍‌ ଜୋଫ୍ରା ଆର୍ଚର ସ୍ବଦେଶ ଫେରି ଥିଲେ। ସେଠାରେ ତାଙ୍କ…

ସୁଧୁରୁଛି ସମ୍ପର୍କ

ନୂଆଦିଲ୍ଲୀ/ଇସ୍‌ଲାମବାଦ,୧ା୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିପକ୍ଷ ଇମ୍ରାନ ଖାନଙ୍କୁ ମାର୍ଚ୍ଚ ୨୨ରେ ଚିଠି ଲେଖି ପାକିସ୍ତାନ ଦିବସର ଶୁଭକାମନା ଜଣାଇବା ସହ କରୋନାରୁ ଶୀଘ୍ର ଆରୋଗ୍ୟ ହେବାକୁ କାମନା କରି ଟୁଇଟ୍‌ କରିଥିଲେ। ମୋଦିଙ୍କ ଶୁଭେଚ୍ଛାର ଉତ୍ତର ରଖିଛନ୍ତି ଇମ୍ରାନ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri