Home

ନିଆଁରେ ନଷ୍ଟ ହେଲା ୨୫ ଲକ୍ଷର ଟିକା

ଇନ୍ଦୋର, ୧୮ା୫: ଦେଶରେ କରୋନା ଟିକା ଅଭାବ ଦେଖାଦେଇଥିବାବେଳେ ମଧ୍ୟପ୍ରଦେଶର ଇନ୍ଦୋରର ଏକ ଭାକ୍ସିନ ଷ୍ଟୋରରେ ନିଆଁ ଲାଗି ପ୍ରାୟ ୨୫ ଲକ୍ଷ ଟଙ୍କାର ଭାକ୍ସିନ ନଷ୍ଟ ହୋଇଯାଇଛି। ଇନ୍ଦୋରର ଭାରତ ସେରମସ୍‌ ଆଣ୍ଡ ଭାକ୍ସିନ ଲିମିଟେଡ ଷ୍ଟୋର୍‌ରେ ଅଗ୍ନିକାଣ୍ଡ ଘଟିଥିବା…

ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ବଢ଼ିବାରେ ଲାଗିଛି।…

୩୦ବର୍ଷ ପରେ ପୁଣି ଆଖୁ ଚାଷ

ସିମୁଳିଆ,୧୮।୫ – ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ପଞ୍ଚାୟତର ହରିସିଂହପୁର ଅଞ୍ଚଳରେ ପ୍ରାୟ ୩୦ବର୍ଷ ପରେ ପୁଣି ଆଖୁଚାଷ ଆରମ୍ଭ ହୋଇଛି। କୃଷି ବିଭାଗର ଅବହେଳା ମନୋଭାବ ଯୋଗୁ ପ୍ରାୟ ୫ମାସ ବିଳମ୍ବରେ ଏହି ଚାଷ ଆରମ୍ଭ ହୋଇଛି। ବିଳମ୍ବ…

ସଂକ୍ରମିତଙ୍କ ଘରେ ପହଞ୍ଚାଯାଉଛି ଖାଦ୍ୟ

କେନ୍ଦୁଝର,୧୮।୫(ସ୍ବ.ପ୍ର.)-କରୋନା ମହାମାରୀ ଧିରେ ଧିରେ ସହରଠାରୁ ଗ୍ରାମାଞ୍ଚଳକୁ ବ୍ୟାପିବାରେ ଲାଗିଛି। ଫଳରେ ସଂକ୍ରମଣକୁ ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହେଉଛି। ଲୋକେ ପଦାକୁ ବାହାରିବା ଉପରେ କଟକଣା ଲାଗୁ କରାଯାଇଛି। ଏଭଳି ସମୟରେ କେନ୍ଦୁଝର ସହରର କେତେଜଣ ଯୁବକ କରୋନା…

ଡି’ଆର୍ସିଙ୍କ ସହ ଚୁକ୍ତି କଲା ହାମ୍ପଶାୟାର

ସାଉଥାମ୍ପଟନ, ୧୮ା୫: ଜୁନ ୯ରୁ ଆରମ୍ଭ ହେବାକୁଥିବା ଟି୨୦ ବ୍ଲାଷ୍ଟ କ୍ରିକେଟ ଟୁର୍ନାମେଣ୍ଟ ପାଇଁ ହାମ୍ପଶାୟାର ହକ୍ସ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡି’ଆର୍ସି ଶର୍ଟଙ୍କ ସହିତ ଚୁକ୍ତି କରିଛି। ଅଷ୍ଟ୍ରେଲିଆ ତରଫରୁ ୩୧ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ଶର୍ଟଙ୍କର ବିଶ୍ୱର ଶ୍ରେଷ୍ଟ ଟି୨୦…

ଇଂଲଣ୍ଡ, ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ଫିକ୍ସିଂ ହୋଇନି

ଦୁବାଇ, ୧୮ା୫ (ପି.ଟି.)- ଭାରତର ଇଂଲଣ୍ଡ (୨୦୧୬) ଓ ଅଷ୍ଟ୍ରେଲିଆ (୨୦୧୭) ବିପକ୍ଷ ଟେଷ୍ଟ ମ୍ୟାଚରେ ଫିକ୍ସିଂ ହୋଇଥିବା ନ୍ୟୁଜ୍‌ ଚ୍ୟାନେଲ ଅଲ୍‌ ଜଜିରାରେ ଯେଉଁ ରିପୋର୍ଟ ପ୍ରକାଶ ପାଇଥିଲା, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୋମବାର ତାହାର ଖଣ୍ଡନ କରିଛି।…

ଶିବସୁନ୍ଦରଙ୍କୁ ଜାତୀୟ ଦଳର ଦାୟିତ୍ୱ

ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି) – ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ କରାଯାଇଛି। ଟିମ୍‌ ଇଣ୍ଡିଆର ପୂର୍ବତନ ଟେଷ୍ଟ…

କରୋନାରେ ତାମିଲ ଅଭିନେତାଙ୍କ ପରଲୋକ

ଚେନ୍ନାଇ,୧୭।୫: ଫିଲ୍ମ ଇଣ୍ଡଷ୍ଟ୍ରିରୁ ଆଜି ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। କରୋନା ମହାମାରୀରେ ସିନେମା ଜଗତ ନିଜର ଅନେକ କଳାକାରଙ୍କୁ ହରାଇଛି। କେବଳ ବଲିଉଡ୍‌ ନୁହେଁ ଟଲିଉଡ୍‌ର କଳାକାରଙ୍କ ପାଇଁ ବି କରୋନା କାଳ ସାଜିଥିବା ବେଳେ ଏଥିଯୋଗୁଁ…

ପ୍ରତିଦିନ ଗୋମୁତ୍ର ପିଇଲେ ହେବନି କରୋନା: ସାଧ୍ୱୀ ପ୍ରଜ୍ଞା

ଭୋପାଳ,୧୭।୫: ନିଜ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ମଧ୍ୟପ୍ରଦେଶ ଭୋପାଳର ଭାଜପା ଏମ୍‌ପି ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର ଏବେ କରୋନାକୁ ନେଇ ଏକ ବୟାନ ଦେଇଛନ୍ତି। ପ୍ରତିଦିନ ଗୋମୁତ୍ର ପିଇଲେ ଫୁସ୍‌ଫୁସ୍‌ରୁ ସଂକ୍ରମଣ ଦୂର ହୋଇଥାଏ ବୋଲି ସାଧ୍ୱୀ…

ମାରଣାସ୍ତ୍ର ଦେଖାଇ ହାଇଓ୍ବା ସହ ଚାଳକଙ୍କୁ ଅପହରଣ: ୫ ଗିରଫ, ଜଣେ ଫେରାର

ବଡ଼ବିଲ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନାଞ୍ଚଳ ଏକ ପାର୍କିଂରୁ ହାଇଓ୍ବା ଟ୍ରକ ସହ ଚାଳକଙ୍କୁ ଅପହରଣ କରାଯିବା ସହ ମାଡ଼ମାରି ତାଙ୍କ ମୋବାଇଲ ଏବଂ ନଗଦ ୭ ହଜାର ଟଙ୍କା ଲୁଟ୍‌ ହୋଇଥିଲା। ତେବେ ପୋଲିସ ହାଇଓ୍ବାକୁ ଉଦ୍ଧାର କରିିବା ସହ…

ପୋଲିସ କ୍ୟାମ୍ପ ଉପରକୁ ମାଓବାଦୀଙ୍କ ଆକ୍ରମଣ: ୩ମୃତ

ସୁକମା,୧୭।୫: ଛତିଶଗଡ଼ ସୁକାମା ଜିଲାରେ ଗତ କିଛି ଦିନ ହେଲା ଲାଲବାହୀନିର ଲାଲତାଣ୍ଡବ ଦେଖିବାକୁ ମିଳିଛି। କିଛି ଦିନର ବିରତି ପରେ ପୁଣି ଥରେ ମାଓବାଦୀ ସକ୍ରିୟ ଥିବା ନେଇ ଜାହିର କରିଛନ୍ତି। ସୋମବାର ସୁକମା ଜିଲାର ସିଲଗେର ଗାଁରେ ଥିବା…

ତାଉକ୍‌ତାଏ ସଙ୍କଟ: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ମୁମ୍ବାଇ,୧୭।୫: ବାତ୍ୟା ତାଉକ୍‌ତାଏ କେତେକ ରାଜ୍ୟରେ ତାଣ୍ଡବ ରଚିବାରେ ଲାଗିଛି। ମହାରାଷ୍ଟ୍ରରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି। ସହରରେ ପ୍ରବଳ ବେଗରେ ପବନ ବୋହିବା ସହ ବର୍ଷା ମଧ୍ୟ ହେଉଛି। ଏଥିଯୋଗୁ କେତେକ ସ୍ଥାନରେ ଜଳାର୍ଣ୍ଣବ ହେବା ସହ ଗଛ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri