Home

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା, ଦେବୀ…

ଚୁର୍‌ମାର୍‌ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍‌

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ ନରାଶ ହେବାକୁ ପଡିଛି। ଅଧିନାୟକ ଭାବରେ ବିରାଟଙ୍କୁ ଇତିହାସ ସୃଷ୍ଟି କରିବାର ସୁଯୋଗ ମିଳିଥିଲା…

ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ…

ଅତଡ଼ା ଖସୁଛି, ଲୋକେ ଛାନିଆ

ପୁରୁଣା ଭୁବନେଶ୍ୱର,୨୪।୬(ଡି.ଏନ୍‌.ଏ.): ଏକାମ୍ର ଯୋଜନା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଏହି ମେଗା ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଲିଙ୍ଗରାଜ ନ୍ୟୁ ମାର୍କେଟ କମ୍ପ୍ଲେକ୍ସଠାରୁ ବିନ୍ଦୁସାଗର ଉତ୍ତର ଦ୍ୱାର…

ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା…

ପାଟନା,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବିହାରରେ ଭାକ୍ସିନ୍‌ ନ ନେଇଥିବା ବିଧାୟକଙ୍କୁ ବିଧାନସଭାରେ ପ୍ରବେଶ ମନା କରାଯାଇଛି। ଏନେଇ ବିଧାନସଭା…

କୋଭିଡ୍‌ ସହାୟତାରୁ ୨ଶହ କୋଟି ବାଟମାରଣା

ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍‌ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି। ଏହିମର୍ମରେ…

କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ

କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ଅନ୍ୟ ୨ଜଣ ସହଯୋଗୀଙ୍କୁ ଗିରଫ କରିଛି। ଆଇପିସି ଦଫା…

‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍‌ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇପାରେ। ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ସାମ୍ନା କରିବାକୁ…

‘ଆପଲ ଡେଲି’ର ଅପମୃତ୍ୟୁ

ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍‌ ଡେଲି’। ୧୯୯୫ ଜୁନ୍‌ ୨୦ରେ ଜିମି ଲାଇଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଆପଲ୍‌ ଡେଲି’ ପ୍ରଥମେ ଚାଞ୍ଚଲ୍ୟକର ଖବର ପ୍ରକାଶ କରୁଥିଲା।…

ଟିକା ଦିଅ, ଇଲିଶି ନିଅ

ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍‌ ଟିକା ଯୋଗାଇବାରେ ବିଳମ୍ବ କରୁଥିବାରୁ ନୂଆଦିଲ୍ଲୀକୁ ଢାକା ଇଲିଶି ରପ୍ତାନି ବନ୍ଦ ରଖିଥିବା ସୂତ୍ରରୁ ଜଣାପଡ଼ିଛି। ଭାରତ…

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ ନେବାକୁ ଯେମିତି ଆଗଭର ହେଉଛନ୍ତି, ବିଫଳତା ମୁଣ୍ଡାଇବାକୁ ବି ପ୍ରସ୍ତୁତ ରହିବା ଉଚିତ ବୋଲି…

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଟିକା ନେବା ପାଇଁ ମନା କରୁଥିବା ଲୋକେ ଭାରତ କିମ୍ବା ଆମେରିକା ପଳାଇଯାଆନ୍ତୁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?