ସରକାରଙ୍କ ପଦକ୍ଷେପକୁ ପ୍ରଶଂସା
ଭୁବନେଶ୍ୱର, ୧୭ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜେଡିର ସାମାଜିକ ଅନୁଷ୍ଠାନ ‘ଓଡିଶା ମୋ ପରିବାର’ ସମସ୍ତ ସାମାଜିକ କାର୍ଯ୍ୟକୁ ରାଜ୍ୟରେ ତ୍ୱରାନ୍ବିତ କରୁଛି। ଏହି ପରିପ୍ରେକ୍ଷୀରେ ଯୁବ ବିଜେଡି ରାଜ୍ୟ ସଭାପତି ବ୍ୟମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ କୋଭିଡ୍ ପରିଚାଳନା…
ଅସୁରକ୍ଷିତ ଖଣି, ପାଣି
ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଓସ୍ତପାଳ ଫେକର ମାଇନ୍ସ କର୍ତ୍ତୃପକ୍ଷ ସୁରକ୍ଷା ନିୟମକୁ ଉଲ୍ଲଂଘନ କରିଛନ୍ତି। ଖଣି ଗର୍ତ୍ତ ଧାରଠାରୁ ପ୍ରାୟ ୧୦୦ ମିଟର ଦୂର ପରିବର୍ତ୍ତେ ମାତ୍ର ୧୦ ମିଟର ଦୂରତାରେ ଡମ୍ପ ରହିଛି। ତେଣୁ ନିୟମିତ ବ୍ୟବଧାନରେ…
୫ଦିନ କାଳବୈଶାଖୀ, ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସହ ବର୍ଷା ହେବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲାର କିଛି ସ୍ଥାନରେ ବର୍ଷା…
ଡାକ କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି
କଟକ ସଦର,୧୭।୫(ଡି.ଏନ୍.ଏ.): ଓଡ଼ିଶା ସରକାର ନିକଟରେ ବ୍ୟାଙ୍କ, ବୀମା ଓ ରେଲଓ୍ବେ କର୍ମଚାରୀଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ହେଲେ ସହର, ଗଁାରେ ଘର ଘର ବୁଲି ଡାକସେବା ଯୋଗାଉଥିବା କ୍ଷେତ୍ରୀୟ କର୍ମଚାରୀଙ୍କୁ ଏହି ସୁବିଧା ମିଳିନାହିଁ ବୋଲି…
କୋଭିଡ୍ ସ୍ଥିତି ନେଇ ସର୍ବଦଳୀୟ ବୈଠକ ଆଜି
ଭୁବନେଶ୍ୱର, ୧୭ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍ ସ୍ଥିତି ଭୟଙ୍କର ଆଡ଼କୁ ଗତି କରୁଥିବା ବେଳେ ଏହାକୁ ନେଇ ସବୁଆଡ଼େ ଚିନ୍ତା ବଢ଼ିବାରେ ଲାଗିଛି। ସ୍ଥିତି ଯଦି ଏଭଳି ଲାଗି ରହେ, ତେବେ ଆଗକୁ ଆହୁରି ଜଟିଳ ହେବା ଏକ ପ୍ରକାର ନିଶ୍ଚିତ। ତେଣୁ ସୋମବାର…
କେହି କିଛି ଜାଣୁ ନାହାନ୍ତି, କଥା କହୁଛନ୍ତି
ଭୁବନେଶ୍ୱର, ୧୭।୫(ବ୍ୟୁରୋ):ରାଜ୍ୟରେ କରୋନାକୁ ନେଇ ଏବେ ଭୟଙ୍କର ସ୍ଥିତି ଉପୁଜିବାରେ ଲାଗିଛି। ଦ୍ୱିତୀୟ ଲହର ସମସ୍ତଙ୍କ ନିଦ ହଜାଇ ଦେଇଥିବାବେଳେ ନୂଆ ଷ୍ଟ୍ରେନ୍ ଅଧିକ ଦ୍ରୁତ ଓ ଘାତକ ହେଉଛି। ୧୦ଦିନରେ ସଂକ୍ରମଣ ଲକ୍ଷେ ପାର୍ କରୁଥିବାବେଳେ ଦୈନିକ ୧୫ରୁ ଊର୍ଦ୍ଧ୍ୱ…
ବିପଦରେ ଗ୍ରାମାଞ୍ଚଳ
ଭୁବନେଶ୍ୱର (ବ୍ୟୁରୋ)/ ରାୟଗଡ଼ା ଅଫିସ/ମାଲକାନଗିରି (ଡି.ଏନ୍.ଏ.)/ ଅନୁଗୋଳ ଅଫିସ,୧୭ା୫: କରୋନା ମହାମାରୀର ଦ୍ୱିତୀୟ ଲହର ସାରା ରାଜ୍ୟକୁ କବଳିତ କରିଛି। ଏଥର ଭୂତାଣୁ ସଂକ୍ରମଣ ଆଉ ସହରାଞ୍ଚଳରେ ସୀମିତ ହୋଇ ରହିନାହିଁ। ଗାଁ ଗହଳିରେ ମଧ୍ୟ ଏହାର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି।…
ଶରୀରରେ ଏସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ଯାଆନ୍ତୁ ହସ୍ପିଟାଲ, ନଚେତ୍…
ଭାରତରେ କରୋନା ମହାମାରୀ ଦ୍ରୁତ ଗତିରେ ମାଡ଼ିଚାଲିଛି। ଦେଶରେ ପ୍ରତିଦିନ ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଫଳରେ ହସ୍ପିଟାଲରେ ବେଡ୍, ଅକ୍ସିଜେନ ଏବଂ ଔଷଧର ଅଭାବ ପରିଲକ୍ଷିତ ହେଉଛି। ଏହି ସମୟରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କରୋନାର ସାମାନ୍ୟ…
ଗୋଟିଏ କନ୍ୟା ପାଇଁ ବରଯାତ୍ରୀ ଧରି ପହଞ୍ଚିଲେ ୨ ବର: ଆଉ ତା’ପରେ
ଉତ୍ତର ପ୍ରଦେଶର କନୌଜରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଏକ ବିବାହ ସମାରୋହରେ ଗୋଟିଏ କନ୍ୟା ପାଇଁ ବରଯାତ୍ରୀ ଧରି ପହଞ୍ଚିଛନ୍ତି ୨ ବର। ଯେଉଁ ୨ ବର ସେଠାରେ ପହଞ୍ଚିଥିଲେ ସେମାନଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ କନ୍ୟାଙ୍କ ପ୍ରେମିକ…
ଏହି କାରଣରୁ ଅନେକ ରାତି ଶୋଇପାରି ନ ଥିଲେ ମାଷ୍ଟରବ୍ଲାଷ୍ଟର: ଏବେ କଲେ ଖୁଲାସା
କ୍ରିକେଟର୍ର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକ ଅବସର ନେଇସାରିଥିଲେ ମଧ୍ୟ ତାଙ୍କୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। ୨୪ ବର୍ଷର କ୍ରିକେଟ୍ କ୍ୟାରିୟରର ପ୍ରାରମ୍ଭିକ ଦିନରେ ଚାପରେ ବିତାଇଥିଲେ ବୋଲି ସଚିନ ନିକଟରେ ଏକ ସାକ୍ଷାତକାରରେ କହିଛନ୍ତି। ସଚିନ ତେନ୍ଦୁଲକର…
କେଜ୍ରିଓ୍ବାଲ୍ଙ୍କ କାଶକୁ ନେଇ ଏମିତି କହିଦେଲେ ଶତ୍ରୁଘ୍ନ ସିହ୍ନା: ହେଉଛି ଭାଇରାଲ
ନୂଆଦିଲ୍ଲୀ,୧୬।୫: କରୋନା ଏବେ ସାରା ଦେଶରେ କାୟା ବିସ୍ତାର କରିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। କରୋନାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍ୱାଲ ସରକାର ପୁଣି ଥରେ ଲକଡାଉନ୍ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ଏହି…
ବଢିଲା ସିଦ୍ଧୁଙ୍କ ଅଡୁଆ
ଚଣ୍ଡିଗଡ଼,୧୬।୫: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏବେ ସିଦ୍ଧୁ ଏବଂ ସ୍ତ୍ରୀ ଡା ନବଜୋତ କୌର ସିଦ୍ଧୁଙ୍କୁ ବିରୋଧରେ ଭିଜିଲାନ୍ସ ଯାଞ୍ଚ୍ ଆରମ୍ଭ…
Archives


