Home

ଏମିତି ଦେଶ, ଯେଉଁଠି ଗର୍ଭପାତ ପରେ ସ୍ତ୍ରୀ-ସ୍ବାମୀଙ୍କୁ ମିଳେ ୩ ଦିନର ପାରିଶ୍ରମିକ ସହ ଛୁଟି

ପ୍ରତ୍ୟେକ ଦେଶରେ ଭିନ୍ନ ଭିନ୍ନ ନିୟମ କାନୁନ ରହିଛି। ସେମିତି ନ୍ୟୁଜିଲାଣ୍ଡରେ ଏକ ନିୟମ ରହିଛି ଯେ, ଯଦି କୌଣସି କର୍ମଜୀବୀ ମହିଳାଙ୍କ ଗର୍ଭପାତ ହୁଏ ତେବେ ଉଭୟ ସ୍ତ୍ରୀ-ସ୍ବାମୀଙ୍କୁ ୩ ଦିନ ଛୁଟି ସହ ଦରମା ବି ମିଳିଥାଏ। ଗତ…

ଆଜି ରାଜଧାନୀରୁ ୫୦ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୧୦

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌…

ରାଜଧାନୀରେ ଧୂଳି ଝଡ଼ ସାଙ୍ଗକୁ ବର୍ଷା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ହଠାତ୍‌ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ଅନେକ…

ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ଆର୍ମିରୁ ଏମ୍ସକୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଶନିବାର ଆର୍ମି ହସ୍ପିଟାଲରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି…

ନିର୍ବାଚନ ସମୟରେ ନେତାଙ୍କ ଅଜବ ପ୍ରତିଶ୍ରୁତି

ଚେନ୍ନାଇ,୨୭।୩: ଦେଶରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ରହିଛି। ରାଜନୈତିକ ଦଳଗୁଡ଼ିକ ନିଜ ନିଜର ଘୋଷଣା ପତ୍ର ଜାରି କରିଛନ୍ତି। ମତଦାତାମାନଙ୍କୁ ଆକର୍ଷିତ କରିବା ପାଇଁ କେହି କେହି ପ୍ରାର୍ଥୀ ଚାକିରି, ଘର, ଶିକ୍ଷା…

ଭାରତୀୟ ଅଧିନାୟକଙ୍କ କଥା ଶୁଣିଲେନି ଅମ୍ପାୟାର, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୭।୩: ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ କଥା ଶୁଣିଲେ ନାହିଁ ଅମ୍ପାୟାର ନିତୀନ ମେନନ। ଏହାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହେଉଛି। ତେବେ ଦ୍ୱିତୀୟ ଦିନିକିଆରେ ଭାରତକୁ ୬ ଉଇକେଟରେ ପରାସ୍ତ କରିଛି ଅତିଥି ଇଂଲଣ୍ଡ ଟିମ୍‌।…

କ୍ରୀତି ସାନନ୍‌ଙ୍କ ଏମିତି ଲୁକ୍‌ ଦେଖି ବିଗ୍‌-ବି କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ରୀତି ସାନନ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଗ୍ଲାମରିୟସ ଫଟୋ ଶେୟାର କରିଛନ୍ତି। ତାଙ୍କର ଏହି ଫଟୋକୁ ପ୍ରଶଂସକମାନେ ବେଶ୍‌ ପସନ୍ଦ କରିଛନ୍ତି। ପ୍ରଶଂସକଙ୍କ ବ୍ୟତୀତ ବଲିଉଡ୍‌ର ଷ୍ଟାରମାନେ ମଧ୍ୟ ଏହି ଫଟୋରେ ପ୍ରତିକ୍ରିୟା ଦେଇଛନ୍ତି। ଏହି ଲିଷ୍ଟରେ…

ଦୁଇ ବର୍ଷ, ୪୩ ପାଳି; ହେଲେ ଗୋଟିଏ ଶତକ ନାହିଁ: ଜବାବରେ କୋହଲି କହିଲେ…

ନୂଆଦିଲ୍ଲୀ,୨୭।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର ପୁଣେରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୬୬ରନ୍‌ କରିଥିଲେ। ସେ ପୁଣି ଥରେ ଶତକ ମାରିବାରୁ ବଞ୍ଚିତ ହୋଇଥିଲେ। ଏଯାବତ ବିରାଟ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ୭୦ ଶତକ ମାରିଛନ୍ତି। ହେଲେ ଗତ…

ଯାତ୍ରୀମାନଙ୍କ ଉପରକୁ ରଙ୍ଗ ନ ପକାଇବା ପାଇଁ ଅନୁରୋଧ କଲା ରେଳ ବିଭାଗ

ନୂଆଦିଲ୍ଲୀ,୨୭।୩: ଭାରତୀୟ ରେଳ ବିଭାଗ ପକ୍ଷରୁ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଏକ ଅନୁରୋଧ କରାଯାଇଛି। ପଶ୍ଚିମ ରେଳ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି, ଦୟାକରି ଯାତ୍ରୀମାନଙ୍କ ଉପରକୁ କେହି ରଙ୍ଗ କିମ୍ବା ବେଲୁନ ପକାନ୍ତୁ ନାହିଁ। ଏହାଦ୍ୱାରା ସେମାନଙ୍କୁ ଆଘାତ…

ଏହି ବୋଲରଙ୍କ ସାମ୍ନାରେ ବିବଶ ହୋଇଯାଉଛନ୍ତି କୋହଲି; ଆଉଟ୍‌ ହେବା ପରେ ସାମ୍ନାକୁ ଆସିଲା….

ନୂଆଦିଲ୍ଲୀ,୨୭।୩: ଭାରତୀୟ ଟିମ୍‌ର ଅଧିନାୟକ ବିରାଟ କୋହଲି ଏଭଳି ଜଣେ ଷ୍ଟାର ବ୍ୟାଟ୍ସମ୍ୟାନ୍‌, ଯାହାଙ୍କୁ ସାମ୍ନା କରିବାକୁ ବୋଲରମାନେ ଦ୍ୱିଧା ପ୍ରକାଶ କରିଥାନ୍ତି। ଘରୋଇ ହେଉ ଅଥବା ବିଦେଶ ମଇଦାନରେ ଏହି ବ୍ୟlଟ୍ସମ୍ୟାନ୍‌ ନିଜର ଦମ୍‌ ଦେଖାଇବାର କ୍ଷମତା ରଖିଛନ୍ତି। ହେଲେ…

ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଉପହାର: ଶିଶୁ ଜନ୍ମର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ପାଟଣା, ୨୭।୩: ପବିତ୍ର ହୋଲି ଉପଲକ୍ଷେ ବିହାରର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ମିଳିଛି। ଏବେ ସରକାରୀ କର୍ମଚାରୀ କିମ୍ବା ଅଧିକାରୀଙ୍କ ଘରେ ପିଲା ଜନ୍ମ ହୁଅନ୍ତି ତେବେ ପ୍ରସବ ସମୟର ସମସ୍ତ ଖର୍ଚ୍ଚ ସ୍ବାସ୍ଥ୍ୟ ବିଭାଗ ବହନ କରିବ।…

ହୋଲି ଲୁକ୍‌ରେ ନେହା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠୁ ସୁନ୍ଦର ଗାୟିକା ଭାବେ ପରିଚିତ ନେହା କକ୍କରଙ୍କ ହୋଲି ଲୁକ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରୁଛନ୍ତି। ନେହା ତାଙ୍କ ସୋସିଆଲ ମିଡିଆରେ ଶେୟାର କରିଥିବା ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri