ଗ୍ରାମବାସୀଙ୍କ ରାସ୍ତା ଅବରୋଧ: ମାଳିସାହି ପଞ୍ଚାୟତରେ ଉତ୍ତେଜନା
ନୟାଗଡ଼ ଅଫିସ,୫।୨: ନୟାଗଡ଼ ସଦର ଥାନା ମାଳିସାହି ପଞ୍ଚାୟତରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତାରେ ଗଛ ଓ ପଥର ପକାଇ ହଜାର ହଜାର ଗ୍ରାମବାସୀ ଅବରୋଧ କରିଛନ୍ତି। ୧୭ଟି ଗାଁର ଲୋକଙ୍କୁ ଗୁଡୁପାଙ୍ଗୀ ଗାଁ ରାସ୍ତାରେ ଯିବାକୁ ଦେଇନାହାନ୍ତି। ୯ ମାସ…
ମୋଦିଙ୍କ ଝିଆରୀଙ୍କୁ ମିଳିଲା ନାହିଁ ଟିକେଟ୍
ଅହମଦାବାଦ୍,୫।୧: ଗୁଜରାଟ ନଗର ନିର୍ବାଚନ ପାଇଁ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି। ଏହି ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝିଆରୀ ସୋନଲ ମୋଦି ମଧ୍ୟ ଭାଜପା ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ତାହା ଅଧୁରା ରହିଯାଇଛି।…
ସୁନୀଲ ସେଟ୍ଟୀଙ୍କ ଝିଅ ପ୍ରେମରେ ପଡ଼ିଛନ୍ତି ଏହି କ୍ରିକେଟର
କ୍ରିକେଟ ଏବଂ ବଲିଉଡ୍ର ଦୁନିଆର ସମ୍ପର୍କ ବହୁତ ପୁରୁଣା। ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କଠାରୁ ଆରମ୍ଭ କରି ହରବଜନ ସିଂହ ଏବଂ ଗୀତା ବସ୍ରାଙ୍କ ପର୍ଯ୍ୟନ୍ତ ଏମିତି ଅନେକ ଯୋଡି ରହିଛନ୍ତି ଯେଉଁମାନେ କ୍ରିକେଟ ଏବଂ ବଲିଉଡ୍କୁ ସଂଯୋଗ କରୁଛନ୍ତି।…
ବିରଜା କ୍ଷେତ୍ରକୁ ନୂତନ ରେଳପଥ ସଂଯୋଗ ଆଶା ମଉଳିଲା
ଯାଜପୁର ଅଫିସ,୫।୨: ଚଳିତ ରେଳ ବଜେଟ ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି । ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେଉଁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ଭାୟା ବିରଜାକ୍ଷେତ୍ର ପ୍ରସ୍ତାବିତ ନୂତନ ରେଳଲାଇନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ…
ନକଲି ଚାଷୀଙ୍କଠାରୁ ଧାନକିଣା
ନୟାଗଡ଼ ଅଫିସ,୫।୨: ନୟାଗଡ଼ ଜିଲାର ବିଭିନ୍ନ ଧାନମଣ୍ଡିରେ ନକଲି ଚାଷୀ ଧାନ ବିକ୍ରି କରୁଛନ୍ତି। ଏଭଳି ଅଭିଯୋଗ ବହୁ ପୁରୁଣା ହୋଇଥିଲେ ହେଁ ପ୍ରଶାସନର ଲଗାମ ନାହିଁ। ସେଥିପାଇଁ ପ୍ରତିବର୍ଷ ଏପରି ଚାଷୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରକୃତ ଚାଷୀଙ୍କ ଟାର୍ଗେଟ…
ପର୍ଯ୍ୟଟକଙ୍କ ପାଇଁ ହେଲ୍ପଲାଇନ୍ ନମ୍ବର ଜାରି
ପୁରୀ ଅଫିସ,୫।୨: ପର୍ଯ୍ୟଟକଙ୍କ ପାଇଁ ପୁରୀ ପୋଲିସ ଗୁରୁବାର ହେଲ୍ପଲାଇନ୍ ନମ୍ବର ଜାରି କରିଛି। ୬୩୭୦୯୬୭୧୦୦ ନମ୍ବରରେ କଲ୍ କରି ପର୍ଯ୍ୟଟକମାନେ ପୁରୀ ପୋଲିସ ସହ ଯେକୌଣସି ସମୟରେ ଯୋଗାଯୋଗ କରିପାରିବେ। ଗତ ୨ତାରିଖରେ ପର୍ଯ୍ୟଟକ ଦମ୍ପତିଙ୍କୁ ଜଣେ ବସ୍ ଡ୍ରାଇଭର…
ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ କଲା ଇରାନ
ଇସଲାମାବାଦ,୫।୨: ପାକିସ୍ତାନ ଭିତରେ ପ୍ରବେଶ କରି ସର୍ଜିକାଲ ଷ୍ଟ୍ରାଇକ କରିଛି ଇରାନ। ଇରାନର ରିଭୋଲ୍ୟୁସନାରୀ ଗାର୍ଡ(ଆଇଆରଜିସି) ପକ୍ଷରୁ ଗୁଇନ୍ଦା ସୂଚନା ଆଧାରରେ ପାକିସ୍ତାନରେ ଅପରେସନ କରିଥିଲା ବୋଲି କୁହାଯାଇଛି। ଇରାନ ସର୍ଜିକାଲ ଷ୍ଟ୍ରାଇକ କରି ବାଲୋଚ ଆତଙ୍କବାଦୀଙ୍କ କଳବରେ ଥିବା ନିଜ…
ଥଇଥାନ ପରେ ଉଚ୍ଛେଦ ହେଉ
ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ଚତୁଃପାର୍ଶ୍ୱସ୍ଥ ୭୫ମିଟର ସୁରକ୍ଷା ଜୋନ୍ରେ ବିକ୍ରିବଟା କରିବାର ଅଧିକାର କାହାରି ନାହିଁ। ଏ ନେଇ ପୂର୍ବରୁ ପ୍ରଶାସନ ପକ୍ଷରୁ ସ୍ପଷ୍ଟୀକରଣ ଦିଆସରିଛି। ଯେ କେହି ବି ଦୋକାନ କରି ବ୍ୟବସାୟ କରୁଥିଲେ ତାହା ସାମୟିକ ଥିଲା ଓ…
ବିପଦସଙ୍କୁଳ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠପଢ଼ା
ଗୋପ,୫।୨(ଡି.ଏନ୍.ଏ): ଗୋପ ବ୍ଲକରେ ଅନେକ ଅଙ୍ଗନଓ୍ବାଡି କେନ୍ଦ୍ର ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଇତିମଧ୍ୟରେ ଧାର୍ଯ୍ୟ ସମୟସୀମା ଶେଷ ହୋଇଯାଇଥିଲେ ସୁଦ୍ଧା ଅନେକ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ଫଳରେ କୋମଳମତି ଶିଶୁମାନେ ବିପଦସଙ୍କୁଳ ଗୃହରେ ପାଠ ପଢିବାକୁ ବାଧ୍ୟ ହେଉଛନ୍ତି।…
ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯାଉ
କେନ୍ଦ୍ରାପଡ଼ା ଅଫିସ,୫।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାରହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକଶନ ଆଣ୍ଡ ମାନଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଥିଲା। ସୋସାଇଟି ସଭାପତି ସତ୍ୟପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ସାମୁଦ୍ରିକ ଜୀବ ଗବେଷଣା…
କଂଗ୍ରେସକୁ ମିଳିଛି ୧୩୯ କୋଟି ଟଙ୍କା ଚାନ୍ଦା
ନୂଆଦିଲ୍ଲୀ,୫।୨: ୨୦୧୯-୨୦ରେ କଂଗ୍ରେସକୁ ମିଳିଥିବା ଚାନ୍ଦା ରିପୋର୍ଟକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ ଆୟୋଗ। କଂଗ୍ରେସକୁ ୨୦୧୯-୨୦ରେ ୧୩୯ କୋଟି ଟଙ୍କା ଚାନ୍ଦା ମିଳିଥିବା ଜଣାପଡିଛି। ପାର୍ଟି ଫଣ୍ଡରେ ସବୁଠୁ ଅଧିକ ଯୋଗଦାନ ବରିଷ୍ଠ ନେତା କପିଲ ସିବଲ ଦେଇଛନ୍ତି। ସେ ୩…
ଝିଅ ଜନ୍ମର କିଛି ସମୟ ପୂର୍ବରୁ କ’ଣ କରୁଥିଲେ ବିରାଟ କୋହଲି, କଲେ ଖୁଲାସା
ଭାରତୀୟ ଅଧିନାୟକ ବିରାଟ କୋହଲି ନିକଟରେ କନ୍ୟା ସନ୍ତାନର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆରେ ବିଜୟ ତାଙ୍କ ଦଳ ପାଇଁ ସବୁଠାରୁ ସ୍ବତନ୍ତ୍ର ସିରିଜ ଥିଲା ବୋଲି କୋହଲି ଇଲଂଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ସୂଚନା ଦେଇଛନ୍ତି।…
Archives


