Home

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ ରହିବ । ଏହି ଘଟଣାକୁ ବିଜ୍ଞାନରେ ‘ଅଟମ୍ନାଲ ଇକ୍ୱିନକ୍ସ’ ବା ‘ଶରଦ ବିଷୁବ’…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏହି ସମଗ୍ର ସଂଶୋଧନ ପ୍ରକ୍ରିୟାକୁ ସଫଳତାର ସହ ସମ୍ପନ୍ନ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା ହେଉଛି। ଏହାକୁ ନେଇ ମତ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି ବୁଲା କୁକୁର ସଂଘାତିକ ଭାବେ ଆକ୍ରମଣ କରିଛନ୍ତି। କୁକୁର ଶିଶୁଟିକୁ ଘର ବାହାରୁ…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଯାଇନି । ସାପ କାମୁଡାର ଶିକାର ହୋଇ ଯୁବକଙ୍କୁ ଡାକ୍ତର ମୃତ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର ଭାବେ ପଡ଼ିଆକୁ ଓହ୍ଲାଇଥିବା ଆର୍ଯ୍ୟବୀର ଆରମ୍ଭରୁ ଆକ୍ରମଣାତ୍ମକ ବ୍ୟାଟିଂ କରିଥିଲେ। ତେବେ ୪୭…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର ମୋଟ ୪୫୦ ଆସନ ମଧ୍ୟରୁ ରେକର୍ଡ ସଂଖ୍ୟକ ୩୫୫ଟି ଆସନରେ ବିଜୟୀ ହୋଇଛି…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ ଦୁର୍ଘଟଣା ହୋଇଥିଲା । ଫଳରେ ଡଙ୍ଗରଦେବୀ ମନ୍ଦିର ନିକଟରେ ୨ ଜଣଙ୍କୁ ଧରିଲେ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୧।୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI) ଅଭିଜ୍ଞ ବୃତ୍ତିଗତଙ୍କ ପାଇଁ ନିଯୁକ୍ତି ସୁଯୋଗ ଆଣିଦେଇଛି। କୋଲକାତାସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଇନଷ୍ଟିଚ୍ୟୁଟ୍‌…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ ନେଇ ଚର୍ଚ୍ଚା ଜୋର ଧରିଛି । ମମତା ବାନାର୍ଜୀଙ୍କ ଶିବିର ନିଜ ପ୍ରାର୍ଥୀଙ୍କୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି? ଆମ ପାଟି ଭିତରେ ସୃଷ୍ଟି…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କ ଜୀବନରେ ଟୋଟାଲ ନୀ (ଆଣ୍ଠୁ) ଏବଂ ହିପ୍‌ (ପିଚା) ରିପ୍ଲେସମେଣ୍ଟ ସର୍ଜରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?