Home

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି। ଏନେଇ ବୁଧବାର ଭୁବନେଶ୍ବରର ଏକ ଘରୋଇ ହୋଟେଲରେ ଦୁହିଁଙ୍କ ଭିତରେ ଆଲୋଚନା ପରେ…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଝୁମ୍ପୁରା ବ୍ଲକ ଅନ୍ତର୍ଗତ ମଲଦା ଗ୍ରାମର ଧୂଳିଆ ବାରିକଙ୍କ…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ ସେବା ମିଳୁ ନଥ‌ିବାରୁ ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଥ‌ିବା ଅଭିଯୋଗ ହେଇଥିଲା…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି । ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର ଓଭର କେବେ ଖେଳାଯାଇଥିଲା, ଏହି ନିୟମ କିପରି ଆରମ୍ଭ ହୋଇଥିଲା। ଅନ୍ତର୍ଜାତୀୟ କ୍ରିକେଟ୍‌ରେ…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ ତଥା ଆନିକଟ୍‌(ଆଇଏସସ୍‌- ଇନ୍‌ ଷ୍ଟ୍ରିମ ଷ୍ଟୋରେଜ) ହେବ। ଏଥିପାଇଁ ବୁଧବାର ସର୍ଭେକ୍ଷଣ ସରିଛି।…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨: ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ ଫିଟନେସ୍ ନେଇ ଚିନ୍ତାର ସମ୍ମୁଖୀନ ହେଉଛି। କେତେକ ଆହତ ହେଉଥିବା ବେଳେ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ କାର୍ଯ୍ୟକଳାପ ବଢ଼ି ଚାଲିଥିଲା। ମାଓବାଦୀ ହିଂସା ମଧ୍ୟ ବୃଦ୍ଧି ପାଇଥିଲା। ଠିକାଦାର କ୍ୟାମ୍ପ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା ଜଣେ ଯୁବକ ହଠାତ୍ ଚେତାଶୂନ୍ୟ ହୋଇ ପଡ଼ିଆରେ ପଡ଼ିଗଲେ । ଘଟଣାସ୍ଥଳର ଅଧିକାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?