Home

ଗର୍ଲଫ୍ରେଣ୍ଡଙ୍କୁ କ୍ଷମା ମାଗିଲେ ଏହି କ୍ରିକେଟର୍‌

ଆଇପିଏଲ୍‌ ୨୦୨୧ କରୋନା ଯୋଗୁ ସ୍ଥଗିତ ରହିଛି। ଟୁର୍ନାମେଣ୍ଟ ସ୍ତଗିତ ହେବାରେ ଖେଳାଳିମାନେ ନିଜ ଘରକୁ ଫେରିଛନ୍ତି। ଅଷ୍ଟ୍ରେଲିଆ ଖେଳାଳି ଏବେ ମାଳଦ୍ୱୀପରେ ଛୁଟି କାଟୁଛନ୍ତି। ଏହି କ୍ରମରେ ଚେନ୍ନାଇ ପକ୍ଷରୁ ଖେଳୁଥିବା ସାମ କରନ ମଧ୍ୟ ଅଷ୍ଟ୍ରେଲିଆରେ ଅଛନ୍ତି। ସୋସିଆଲ…

ଯାହାକୁ ମୃତ ଭାବିଥିଲେ ସେ ବୁଲୁଥିଲେ ରାସ୍ତାରେ, ୧୬ ବର୍ଷ ପରେ ହେଲା ଭଉଣୀ-ଭାଇଙ୍କ ଭେଟ

ଭୋପାଳ,୧୪।୫: କରୋନା ସମୟରେ ଏକ ପରିବାର ମୁହଁରେ ହସ ଫୁଟି ଉଠିଛି। ୧୬ ବର୍ଷ ଧରି ଅଲଗା ହୋଇଯାଇଥିବା ଭଉଣୀ ଭାଇ ପୁଣି ଏକାଠି ହୋଇଛନ୍ତି। ଏହି ଘଟଣା ମଧ୍ୟପ୍ରଦେଶର ବେତୁଲ ଜିଲାରେ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ମାନସିକ ବିକାରଗ୍ରସ୍ତ।…

୧୦ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି ଫଙ୍ଗସ୍‌ ଆଖି, ସାଇନସସ୍‌, ମସ୍ତିଷ୍କ, ଫୁସ୍‌ଫୁସ୍‌କୁ ସଂକ୍ରମଣ କରି ନଷ୍ଟ କରିଦେବା ସହ ଜୀବନ ପ୍ରତି…

ଏହି ପ୍ରଶ୍ନର ଉତ୍ତର ଦେଇ ବିଶ୍ୱସୁନ୍ଦରୀ ହୋଇଥିଲେ ମାନୁଷୀ

୨୦୦୦ ମସିହାରେ ଭାରତୀୟ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମିସ ୱାଲର୍‌ଡ ହୋଇଥିଲେ ଏବଂ ସେ ଦେଶର ନାମକୁ ଉଜ୍ଜ୍ୱଳ କରିଥିଲେ। ତା’ପରେ ୧୭ ବର୍ଷର ଦୀର୍ଘ ଅପେକ୍ଷା ପରେ ହରିୟାଣାର ମାନୁଷୀ ଚିଲାର ଏହି ଟାଇଟଲ ଜିତିଥିଲେ। ୨୦୧୭ରେ, ମାନୁଷୀ କେବଳ…

ଥମୁନି ସଂକ୍ରମଣ: ୫ ମାସର ଶିଶୁକନ୍ୟାଙ୍କୁ କରୋନା

ବରଗଡ଼ ଅଫିସ,୧୪।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ଇତିମଧ୍ୟରେ ଦୈନିକ ସଂକ୍ରମଣ ୫ଶହ ଟପି ସାରିଛି। ଶୁକ୍ରବାର ଜିଲାରୁ ୫୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ସୋନପୁର, ଝାରସୁଗଡ଼ା ଏବଂ ସମ୍ବଲପୁର ଜିଲାର…

ମୁସଲମାନ ଭଉଣୀଭାଇଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଶୁକ୍ରବାର ପାଳନ କରାଯାଉଛି ପବିତ୍ର ଇଦ୍‌ ଉଲ୍‌ ଫିତର। ଏହି ଅବସରରେ ମୁସଲମାନ ଭଉଣୀଭାଇଙ୍କୁ ଟୁଇଟ୍‌ କରି ଇଦ୍‌ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଏଥିରେ ଲେଖିଛନ୍ତି, ଇଦ୍‌ ଜୀବନରେ ଖୁସି, ଉତ୍ତମ ସ୍ବାସ୍ଥ୍ୟ, ଭଲ ପାଇବା…

କୃଷକଙ୍କୁ ଖୁସି ଖବର ଦେଲେ ସରକାର: ୯.୫ କୋଟି ଲୋକଙ୍କୁ ପଠାଇଲେ ଟଙ୍କା

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିଛନ୍ତି। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ ୧୯,୦୦୦ କୋଟି ଟଙ୍କା…

ରାଗିଗଲେ କେନ୍ଦ୍ରମନ୍ତ୍ରୀ: କହିଲେ, ଟିକା ନ ମିଳିଲେ କ’ଣ ଆମେ ଫାଶୀ ଖୁଣ୍ଟରେ ଝୁଲିବୁ

ବେଙ୍ଗାଲୁରୁ,୧୪।୫: ଦେଶରେ କରୋନା ମାଡି ଚାଲିଥିବାବେଳେ ଟିକାକରଣ କାର୍ଯ୍ୟକ୍ରମ ମଧ୍ୟ ଧିମା ପଡିଯାଇଛି। ଟିକା ପର୍ଯ୍ୟାପ୍ତ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନ୍ଦ୍ର ରସାୟନ ବିଜ୍ଞାନ ଏବଂ ସାର ମନ୍ତ୍ରୀ ଡି.ଭି ସଦାନନ୍ଦ ଗୌଡା…

ଭାକ୍ସିନ ଡୋଜ୍‌ ସମ୍ପୂର୍ଣ୍ଣ କରିଥିଲେ ମାସ୍କ ପିନ୍ଧିବା ଅନାବଶ୍ୟକ: ସିଡିସି

ୱାଶିିଂଟନ,୧୪।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଆତଙ୍କ ଖେଳାଇଥିବା ବେଳେ ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ କରୋନା ଟିକାକରଣକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ ଆମେରିକାରୁ ଏକ ବଡ଼ ଖବର ଆସିଛି। କରୋନା ଭାକ୍ସିନ ଡୋଜ୍‌ ସମ୍ପୂର୍ଣ୍ଣ କରିଥିବା ବ୍ୟକ୍ତିମାନଙ୍କୁ…

ପୁଣି ଅକ୍ସିଜେନ ଅଭାବ ନେଲା ୧୩ ଜୀବନ

ପାଣାଜି,୧୪।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହର ଆତଙ୍କ ଖେଳାଇଥିବା ବେଳେ ଅଧିକ ସମସ୍ୟା ସୃଷ୍ଟି କରୁଛି ଅକ୍ସିଜେନ ଅଭାବ। ଅକ୍ସିଜେନ ଅଭାବ ଯୋଗୁ ଦେଶରେ ଅନେକ ଲୋକଙ୍କ ଜୀବନ ଗଲାଣି। ସରକାର ସବୁ ରାଜ୍ୟରେ ଅକ୍ସିଜେନ ପହଞ୍ଚାଇବା ପାଇଁ ଯଥାସମ୍ଭବ…

ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ

ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍‌ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଟେଷ୍ଟିଂ ଭ୍ୟାନ୍‌ ବୁଲୁଥିବା ଦେଖିବାକୁ ମିଳୁନାହିଁ। ସଂକ୍ରମଣ ବ୍ୟାପୁଥିବା ସତ୍ତ୍ବେ ଲୋକେ ଟେଷ୍ଟିଂ କରିବା ପାଇଁ ଘରୁ ବାହାରୁ ନାହାନ୍ତି। ଏଥିପାଇଁ…

ଆଜି କୃଷକଙ୍କ ଖାତାକୁ ଯିବ ୨ ହଜାର ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୪ ଅର୍ଥାତ୍‌ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିବେ। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri