ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ
ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍ ଟେଷ୍ଟିଂ ଭ୍ୟାନ୍ ବୁଲୁଥିବା ଦେଖିବାକୁ ମିଳୁନାହିଁ। ସଂକ୍ରମଣ ବ୍ୟାପୁଥିବା ସତ୍ତ୍ବେ ଲୋକେ ଟେଷ୍ଟିଂ କରିବା ପାଇଁ ଘରୁ ବାହାରୁ ନାହାନ୍ତି। ଏଥିପାଇଁ…
ଆଜି କୃଷକଙ୍କ ଖାତାକୁ ଯିବ ୨ ହଜାର ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍
ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୪ ଅର୍ଥାତ୍ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିବେ। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ…
ଜୀବିକା ଚିନ୍ତାରେ ବାଉଁଶ କାରିଗର
ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ଲକ୍ଡାଉନ ଜାରିରହିଛି। ଏଥିଯୋଗୁ ରାସ୍ତାପାର୍ଶ୍ୱ ବାଉଁଶ କାରିଗରଙ୍କ ବେପାର ମାନ୍ଦା ପଡ଼ିଛି। ବେପାର ହେଉ ନ ଥିବାରୁ ସେମାନଙ୍କ ପକ୍ଷେ ପରିବାର ଚଳାଇବା କଷ୍ଟକର ହେଉଛି। ପୂର୍ବରୁ ଦିନକୁ ୧ ହଜାର…
୪ ଜିଲାରେ ୫୫୦ ଶଯ୍ୟା ଲାଗି ଏମ୍ସିଏଲ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟରେ ମେଡିକାଲ ଭିତ୍ତିଭୂମିର ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଥିବା ଅନୁରୋଧକୁ ପ୍ରାଥମିକତା ଦେଇ ସକାରାତ୍ମକ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍ (ଏମ୍ସିଏଲ୍)କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ…
ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍ ବାତିଲ
ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପରିସୀମାରୁ ଛାଡୁଥିବା ୪ ଯୋଡା ସ୍ପେଶାଲ ଏକ୍ସପ୍ରେସ୍କୁ ବାତିଲ କରାଯାଇଛି।…
ଅନ୍ୟକୁ ବଞ୍ଚିବା ଶିଖାଉଥିବା ଯୁବତୀ ନିଜେ ଜୀବନ ଯୁଦ୍ଧରେ ହାରିଗଲେ
ସାରା ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ଲକ୍ଷ ଲକ୍ଷ ରୋଗୀ କରୋନାରେ ସଂକ୍ରମିତ ହେଉଛନ୍ତି। ହଜାର ହଜାର ଲୋକ ମୃତ୍ୟୁବରଣ କରୁଛନ୍ତି। ଅନେକ ଲୋକ ଡାକ୍ତରଖାନାରେ ଜୀବନ ଓ ମୃତ୍ୟୁ ପାଇଁ ସଂଗ୍ରାମ କରୁଛନ୍ତି। ନିକଟରେ ହସ୍ପିଟାଲରେ ଅକ୍ସିଜେନ୍…
‘କରୋନା ଏକ ଜୀବ, ତା’ର ବି ବଞ୍ଚିବାର ଅଧିକାର ରହିଛି’
ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବେ ଚର୍ଚ୍ଚାରେ ଅଛନ୍ତି। କରୋନା ଜୀବାଣୁ ଏକ ଜୀବ, ତାର ମଧ୍ୟ ବଞ୍ଚିବାର ମଧ୍ୟ ଅଧିକାର ରହିଛି ବୋଲି ରାଓ୍ବତ କହିଛନ୍ତି। ସୋସିଆଲ ମିଡିଆରେ ତାଙ୍କ ମନ୍ତବ୍ୟ ଭାଇରାଲ ହୋଇଛି। ମୁଁ…
ନିମ୍ନମାନର କାର୍ଯ୍ୟ, ଅର୍ଥ ହରିଲୁଟ୍ ମସୁଧା
ନିମାପଡ଼ା,୧୪।୫(ଡି.ଏନ.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଓ ନୂତନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇ ଅତି ନିମ୍ନମାନର କାର୍ଯ୍ୟ କରି ଲକ୍ଷ ଲକ୍ଷ ଟଙ୍କା…
ବେକାବୁ ସ୍ଥିତିରେ କରୋନା: ଦିନକରେ ୩.୪୩ ଲକ୍ଷ ସଂକ୍ରମିତ, ୪୦୦୦ ମୃତ
ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪…
ଆଜି ଚାଷୀଙ୍କ ପାଇଁ ସହାୟତା ଘୋଷଣା
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସାରେ କୃଷମାନଙ୍କ ଲାଗି ସହାୟତା ରାଶି ପ୍ରଦାନ କରିବେ। କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ। ଶନିବାର ଅକ୍ଷୟ…
ଜଙ୍ଗଲ ବିଭାଗ, ବ୍ୟାଙ୍କ, ବୀମା କର୍ମଚାରୀ ସମ୍ମୁଖ ଯୋଦ୍ଧା
ଭୁବନେଶ୍ୱର, ୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଓ ଫରେଷ୍ଟ ଗାର୍ଡ, ବ୍ୟାଙ୍କ, ବୀମା କର୍ମଚାରୀ, ଏନ୍ସିପିଆଇ, ପେମେଣ୍ଟ ସିଷ୍ଟମ୍ ପ୍ରୋଭାଇଡର, ଭେଣ୍ଡର, କ୍ୟାଶ ଇନ୍ ଟ୍ରାନ୍ଜିଶନ କମ୍ପାନୀ, ଏଟିଏମ୍ ରକ୍ଷଣାବେକ୍ଷଣ କରୁଥିବା କର୍ମଚାରୀ, ବ୍ୟାଙ୍କିଙ୍ଗ୍ କରେସ୍ପଣ୍ଡେନ୍ସ ଏବଂ…
Archives


