Home

ଆଜି ଚାଷୀଙ୍କ ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସାରେ କୃଷମାନଙ୍କ ଲାଗି ସହାୟତା ରାଶି ପ୍ରଦାନ କରିବେ। କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ। ଶନିବାର ଅକ୍ଷୟ…

ଜଙ୍ଗଲ ବିଭାଗ, ବ୍ୟାଙ୍କ, ବୀମା କର୍ମଚାରୀ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଓ ଫରେଷ୍ଟ ଗାର୍ଡ, ବ୍ୟାଙ୍କ, ବୀମା କର୍ମଚାରୀ, ଏନ୍‌ସିପିଆଇ, ପେମେଣ୍ଟ ସିଷ୍ଟମ୍‌ ପ୍ରୋଭାଇଡର, ଭେଣ୍ଡର, କ୍ୟାଶ ଇନ୍‌ ଟ୍ରାନ୍‌ଜିଶନ କମ୍ପାନୀ, ଏଟିଏମ୍‌ ରକ୍ଷଣାବେକ୍ଷଣ କରୁଥିବା କର୍ମଚାରୀ, ବ୍ୟାଙ୍କିଙ୍ଗ୍‌ କରେସ୍‌ପଣ୍ଡେନ୍ସ ଏବଂ…

୨ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍‌-୧୯ ଦ୍ୱିତୀୟ ଲହର ଭୟାବହତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶିଶୁ, କିଶୋରୀ କିଶୋର, ଗର୍ଭବତୀ ଓ ପ୍ରସବ କରିଥିବା ମହିଳାମାନଙ୍କ ପାଇଁ ଗାଇଡ୍‌ଲାଇନ ଜାରି କରାଯାଇଛି। ଘରୁ ପଦାକୁ ଆସିଲେ ୨ ବର୍ଷରୁ…

ଘରେ ପହଞ୍ଚିବ ମଦ: ଜିଲାପାଳଙ୍କୁ କ୍ଷମତା ଦେଲେ ସରକାର

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ଦୋକାନବଜାର ସହ ମଦ ଦୋକାନ ମଧ୍ୟ ବନ୍ଦ ରହିଛି। ତେବେ ଲକ୍‌ଡାଉନ ବେଳେ ମଦ ହୋମ୍‌ ଡେଲିଭରି କରିବାକୁ ରାଜ୍ୟ ସରକାର ଜିଲାପାଳଙ୍କୁ କ୍ଷମତା ଦେଇଛନ୍ତି।…

କାହିଁକି ଦିଆଯାଉଛି କରୋନା ଟିକାର ଦୁଇ ଡୋଜ୍‌, ଜାଣନ୍ତୁ ଏହା ପଛରେ ଥିବା ରୋଚକ ତଥ୍ୟ

ଭୂତାଣୁ ରୋକିବା ପାଇଁ ଭାରତରେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବର୍ତ୍ତମାନ ୧୮ରୁ ଅଧିକ ବୟସ୍କମାନଙ୍କୁ ଟିକାକରଣ କରାଯାଉଛି। ଭାରତରେ ଦୁଇଟି ଟିକା ଯଥା ପ୍ରଥମ କୋଭାକ୍ସିନ ଏବଂ ଦ୍ୱିତୀୟ କୋଭିଶିଲ୍ଡ ବ୍ୟାପକ ଭାବରେ ପ୍ରୟୋଗ କରାଯାଉଛି। ଲୋକଙ୍କୁ କରୋନା ସଂକ୍ରମଣକୁ…

ଏହି କ୍ରିକେଟର୍‌ଙ୍କୁ ସରକାରଙ୍କଠାରୁ ମିଳିଥିଲା ହତ୍ୟା ଧମକ: ଏବେ କରୁଛନ୍ତି ଭଗବାନ ସେବା

ଜିମ୍ବାୱେର ପୂର୍ବତନ ଅଧିନାୟକ ଟାତେନ୍ଦା ତାଇବୁ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ମେ ୧୪, ୧୯୮୩ରେ ହରାରେ ଜନ୍ମଗ୍ରହଣ କରିଥିବା ତାଇବୁ ମାତ୍ର ୨୦ ବର୍ଷ, ୩୫୮ ଦିନ ବୟସରେ ଟେଷ୍ଟ ଅଧିନାୟକତ୍ୱ ହୋଇଥିଲେ, ଯାହାକି ବିଶ୍ୱ ରେକର୍ଡ ଥିଲା।…

କାଳବୈଶାଖୀ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ

ଲଙ୍ଗଳେଶ୍ୱର, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଅଦିନିଆ କାଳବୈଶାଖୀ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ ସବୁ ପାଣିରେ ଭାସୁଛି। ବିଶେଷ କରି ଧାନଜମିରେ ଦୁଇ ଫୁଟ୍‌ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି। ପବନ ସହ ବର୍ଷା ଯୋଗୁ…

ଆୟୁର୍ବେଦିକ ଔଷଧ ବଣ୍ଟନରେ ବିଳମ୍ବ

ବାଲେଶ୍ୱର ଅଫିସ, ୧୪।୫-ମହାମାରୀ କରୋନା ସମୟରେ ଜିଲାରେ ସଂକ୍ରମଣ ହୁ ହୁ ହୋଇ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ନିୟମିତ ଯୋଗ ପ୍ରାଣାୟମ ସାଙ୍ଗକୁ ଆୟୁର୍ବେଦ ଔଷଧ ସେବନ ଉପରେ ଗୁରୁତ୍ୱ ଦିଆଯାଉଛି।…

ଏହି କ୍ରିକେଟର୍‌ଙ୍କ ଘରେ ଦୁଃଖର ପରିସ୍ଥିତି: ସ୍ତ୍ରୀ ଦେଲେ ସୂଚନା

କରୋନା ସମଗ୍ର ଦେଶରେ ଆତଙ୍କ ସୃଷ୍ଟି କରିଛି। ତାରକା ଖେଳାଳିଙ୍କ ପରିବାର ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ନିକଟରେ ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଆରପି ସିଂ, ଚେତନ ସକରିଆ ଏବଂ ଲେଗ ସ୍ପିନର ପୀୟୁଷ ଚାୱଲା କରୋନା ଯୋଗୁ ବାପାଙ୍କୁ…

ଆଖି ବୁଜିଲା ‘ହିରୋ’

ଢେଙ୍କାନାଳ ଅଫିସ,୧୪।୫ କରୋନା ମହାମାରୀ ସମୟରେ ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରୁ ଆସିଛି ଦୁଃଖଦ ଖବର। ଏଠାକାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର ପରିସରରେ ରହୁଥିବା ଅଣ୍ଡିରା ହାତୀ ହିରୋର ହଠାତ୍‌ ମୃତ୍ୟୁ ଘଟିଛି। ପେଟରେ ଟ୍ୟୁମର, ବ୍ରେନ୍‌ ହାମରେଜ୍‌ କିମ୍ବା…

ସ୍ବତନ୍ତ୍ରତା ବଜାୟ ରଖିଛି ମେଘନାଦ ମଣ୍ଡପ

ବଅଁରପାଳ,୧୪ା୫ ଭଲ କର୍ମ କଲେ ପୁଣ୍ୟ ମିଳେ। ଏହାଦ୍ୱାରା ଈଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥାଏ ମଣିଷ। ଖରାପ କର୍ମକୁ ପାପ ବୋଲି ବିବେଚନା କରାଯାଏ। ହେଲେ ବେଳେ ବେଳେ ଜାଣତରେ କିମ୍ବା ଅଜାଣତରେ ଏପରି କିଛି ଅଘଟଣ ଘଟିଯାଏ, ଯାହାକୁ ପାପବୋଧ…

ଇର୍ଫାନଙ୍କ ସମେତ ୫ ଆଥ୍‌ଲେଟ ପଜିଟିଭ

ନୂଆଦିଲ୍ଲୀ, ୧୪ା୫(ପି.ଟି.)-ବେଙ୍ଗାଲୁରୁସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ସେଣ୍ଟର ଅଫ୍‌ ଏକ୍ସଲେନ୍ସଠାରେ ୫ଜଣ ଆଗଧାଡ଼ି ଆଥ୍‌ଲେଟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ରେସ୍‌ ଓ୍ବାକର କେ.ଟି. ଇର୍ଫାନ ଅନ୍ୟତମ। ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri