Home

ସୋସିଆଲ ମିଡିଆରେ ଏପରି ପୋଷ୍ଟ କରୁଛନ୍ତି କି? ସାରା ଜୀବନ କରିବେ ପଶ୍ଚାତାପ

ସାଧାରଣତଃ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର କିଛି ଲୋକ କେବଳ ଫଟୋ ପୋଷ୍ଟ କରିଥାନ୍ତି। ଖାଲି ସେତିକି ନୁହେଁ, ଫଟୋରେ ଲାଇକ୍‌, କମେଣ୍ଟ ଅଧିକ ପାଇବା ପାଇଁ ଅଜବ ପ୍ରକାର ଉପାୟ ମଧ୍ୟ…

ଗୋଟିଏ ସର୍ତ୍ତରେ ଅଧିନାୟକ ପଦ ଛାଡ଼ିବାକୁ ରାଜି ଟିମ୍‌ ପେନ୍‌; ଅଷ୍ଟ୍ରେଲିଆର ଆଗାମୀ ଅଧିନାୟକ ଭାବେ…

ମେଲବର୍ନ,୧୩।୫: ଅଷ୍ଟ୍ରେଲିଆ ଟେଷ୍ଟ ଅଧିନାୟକ ଟିମ୍‌ ପେନ ଦାୟିତ୍ୱରୁ ହଟିବାକୁ ନେଇ ସଙ୍କେତ ଦେଇଛନ୍ତି। ଆସେସ୍‌ କ୍ରିକେଟ ସିରିଜରେ ଇଂଲଣ୍ଡକୁ ଯଦି ତାଙ୍କ ଦଳ ପରାସ୍ତ କରେ ତେବେ ସେ ଅଧିନାୟକ ପଦ ଛାଡ଼ିଦେବେ ବୋଲି କହିଛନ୍ତି। ଏପରିକି ସେ ଷ୍ଟିଭ୍‌…

ଏହି ଯୁବତୀ କରୋନା ଅକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କୁ ମାଗଣାରେ ଯୋଗାଉଛନ୍ତି ଭୋଜନ: ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ,୧୩।୫: କରୋନା ଭାଇରସ୍‌ର ବର୍ଦ୍ଧିତ ମାମଲା ମଧ୍ୟରେ ମହାରାଷ୍ଟ୍ରରୁ ଏକ ଖବର ସାମ୍ନାକୁ ଆସିଛି। ଯେଉଁଥିରୁ ଜଣାପଡ଼ୁଛି ଏବେ ବି ସମାଜରେ ମାନବିକତା ବଞ୍ଚିରହିଛି। ମହାରାଷ୍ଟ୍ରର ଏକ ଗାଁର ଜଣେ ଯୁବତୀ କରୋନା ଆକ୍ରାନ୍ତ ରୋଗୀ ଓ ତାଙ୍କ ପରିବାରବର୍ଗଙ୍କୁ ସହାୟତାର…

ମଣିଷ ଛୁଆ ଆକାରର ବେଙ୍ଗ

ସୋଲୋମନ ଦ୍ୱୀପର ଗ୍ରାମୀଣ ଅଞ୍ଚଳରେ ଏକ ବିଶାଳକାୟ ବେଙ୍ଗ ଦେଖିବାକୁ ମିଳିଛି। ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କାରଣ ବେଙ୍ଗଟି ଏକ ମଣିଷ ଛୁଆ ଆକାରର। ହୋଇଆରା ନିବାସୀ ଜିମି ହ୍ୟୁଗୋଙ୍କ ଦ୍ୱାରା ଉଠାଯାଇଥିବା ଏହି ଫଟୋରେ ଏକ ବାଳକ…

ଏହି ରାଜ୍ୟରେ ମେ’୨୫ ଯାଏ ବଢ଼ିଲା ଲକ୍‌ଡାଉନ

ପାଟନା,୧୩।୫: ବିହାରରେ ବର୍ଦ୍ଧିତ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମେ’ ୨୫ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି। ଗୁରୁବାର…

ଆକାଶରୁ ମୂଷା ବର୍ଷା: ଭିଡ଼ିଓ ଭାଇରାଲ…

ମେଲବୋର୍ନ,୧୩।୫: ଏବେ ସୋସିଆଲ୍‌ ମିଡ଼ିଆରେ ଆକାଶରୁ ମୂଷା ବର୍ଷା ହେଉଥିବାର ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଅଷ୍ଟ୍ରେଲିଆର। ଏକ ଖାଦ୍ୟଶସ୍ୟ ଗୋଦାମ ସଫା ସମୟରେ ଏଭଳି ଘଟିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଗୋଦାମରେ ଥିବା ପମ୍ପ୍‌ ଭିତରୁ ମୂଷା…

କରୋନା ସଙ୍କଟ ମଧ୍ୟରେ ସାମୁହିକ ଇସ୍ତଫା ଦେଲେ ୧୬ ଡାକ୍ତର

ଉନ୍ନାଓ,୧୩।୫: କରୋନା ସଙ୍କଟ ମଧ୍ୟରେ ଉତ୍ତରପ୍ରଦେଶ ଉନ୍ନାଓର ୧୬ଜଣ ସରକାରୀ ଡାକ୍ତର ସାମୁହିକ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା ଡାକ୍ତରମାନେ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚ୍‌ସି) ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ପିଏଚ୍‌ସି)ର ଦାୟିତ୍ୱରେ ରହିଥିଲେ। ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ…

ଯାଞ୍ଚ କଡ଼ାକଡ଼ି: ଅମାନିଆ ଗଣିଲେ ତଣ୍ଡ

ପଦ୍ମପୁର,୧୩।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଆଦର୍ଶ ଥାନା ପୋଲିସ ପକ୍ଷରୁ ପଦ୍ମପୁର ଭେଉରିଆ ଛକଠାରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅମାନିଆଙ୍କଠାରୁ ୧୧ହଜାର ୯୦୦ ଟଙ୍କା ଆଦାୟ କରାଯିବା ସହିତ ଅନେକ ଅମାନିଆଙ୍କ ବାଇକ୍‌ ଥାନାରେ ରଖାଯାଇଛି।…

ସଂସଦୀୟ କମିଟି ରିପୋର୍ଟକୁ ଅଣଦେଖା: ଦେଶରେ କରୋନା ସଙ୍କଟ ସୃଷ୍ଟି କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ତେବେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ସଂସଦୀୟ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଚେତାବନୀ ଦିଆଯାଇଥିଲା। ୨୦୨୧ ମାର୍ଚ୍ଚରେ କମିଟି ପକ୍ଷରୁ ରିପୋର୍ଟ ଉପସ୍ଥାପନା କରାଯାଇଥିଲା।…

୧୯ ବର୍ଷରେ ପର୍ନଷ୍ଟାର ହେବାକୁ ମନସ୍ଥ କରିଥିଲେ ବେବି ଗର୍ଲ; ଉଲଗ୍ନ ଫଟୋ ଦେଖି ଚମକି ପଡ଼ିଥିଲେ ପରିବାରଲୋକେ; ପରେ…

ବମ୍ବେ: ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି ବେବି ଗର୍ଲ ସନ୍ନି ଲିଓନି। ୧୯୮୧ ମେ’ ୧୩ରେ କାନାଡ଼ାରେ ଜନ୍ମଗ୍ରହଣ କରିଥିଲେ ସେ। ତାଙ୍କ ପ୍ରକୃତ ନାମ କିରନ୍‌ଜିତ କୌର ବୋହରା। ପଞ୍ଜାବୀ ପରିବାରରେ ଜନ୍ମିତ ସନ୍ନି ୧୯ ବର୍ଷ…

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବୟସ୍କ ଲୋକଙ୍କ ମଧ୍ୟରେ ଆକ୍ରାନ୍ତଙ୍କ…

‘ରାଧେ’ ପାଇଁ ପ୍ରଶଂସକ ପାଗଳ: ରିଲିଜ୍‌ ହେଉ ହେଉ କ୍ରାସ୍‌ ହେଲା ସର୍ଭର

ବମ୍ବେ: ଶେଷ ହୋଇଛି ଦୀର୍ଘଦିନର ଅପେକ୍ଷା। ରିଲିଜ ହୋଇଛି ବହୁ ପ୍ରତିକ୍ଷୀତ ଦବଙ୍ଗ ଖାନ ସଲମାନଙ୍କ ଫିଲ୍ମ ‘ରାଧେ’। ଟ୍ରେଲର ରିଲିଜ ପରଠାରୁ ପ୍ରଶଂସକଙ୍କ ମନରେ ଫିଲ୍ମକୁ ନେଇ ଉତ୍କଣ୍ଠା ବଢ଼ିଯାଇଥିଲା। ଇଦ୍‌ ଅବସରରେ ଏହା ପରଦାକୁ ଆସିବା ପରେ ସର୍ଭର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri