Home

ସାବଧାନ ! ସ୍ମାର୍ଟଫୋନ୍‌ରୁ ଶୀଘ୍ର ଡିଲିଟ୍‌ କରନ୍ତୁ ଏସବୁ ଆପ୍‌…

ଓ୍ବାଶିଂଟନ/ ନୂଆଦିଲ୍ଲୀ,୧୯।୬: ଗୁଗଲକୁ ପୁଣି ଥରେ ଜୋକର ଭାଇରସ୍‌ ଫେରିଛି। ଏହା ମୁଖ୍ୟତଃ ୮ଟି ଆଣ୍ଡ୍ରଏଡ୍‌ ଆପ୍‌କୁ ଟାର୍ଗେଟ୍‌ କରିଛି। ଏସବୁ ଆପ୍‌କୁ ଶୀଘ୍ର ନିଜ ନିଜ ସ୍ମାର୍ଟଫୋନ୍‌ରୁ ଡିଲିଟ୍‌ କରିବାକୁ କୁଇକ୍‌ ହିଲ୍‌ ସିକ୍ୟୁରିଟି ଲାବ୍‌ ପକ୍ଷରୁ ସତର୍କ ସୂଚନା…

ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା

କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍‌ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍‌ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍‌ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା…

ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌…

ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ଭାରତର ଟେଲିକମ୍‌ ସେକ୍ଟର, ସରକାରୀ କ୍ଷେତ୍ର, ପ୍ରତିରକ୍ଷା ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସେକ୍ଟର ଉପରେ…

ଭାବୁକ ହେଲେ ଫର୍‌ହାନ: କହିଲେ ‘ଆପଣ ଆଉ ନାହାନ୍ତି ବିଶ୍ୱାସ ହେଉନାହିଁ’

ବମ୍ବେ: ଆଉ ନାହାନ୍ତି ‘ଫ୍ଲାଇଂ ଶିଖ୍‌’। ମହାନ ଧାବକ ପଦ୍ମଶ୍ରୀ ମିଲ୍‌ଖା ସିଂହଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡ଼ିବା ପରେ ଖେଳଜଗତରେ ଶୋକର ଛାୟା ଖେଳିଯାଇଛି। ମିଲ୍‌ଖାଙ୍କ ଦେହାନ୍ତ ଦେଶ ପାଇଁ ଅପୂରଣୀୟ କ୍ଷତି, ସେ ଅନ୍ୟମାନଙ୍କ ପାଇଁ ଚିରଦିନ…

ବଦଳୁଛି ଭୂଭାଗ, ବଢୁଛି ମରୁଭୂମି

ପରିବେଶ ସମ୍ପର୍କିତ ଆଲୋଚନାବେଳେ ସର୍ବଦା ଚର୍ଚ୍ଚାର ପରିସର ଭିତରେ ରହିଥାଏ ବିଶ୍ୱତାପନ, ବାୟୁ ପ୍ରଦୂଷଣ। ଏହାକୁ ବାଦ୍‌ ଦେଲେ ହିମବାହ ତରଳିବା, ମହାସାଗର ଜଳସ୍ତର ବଢ଼ିବା ଭଳି ସମସ୍ୟା ଉପରେ ଆଲୋକପାତ କରାଯାଏ। ତେବେ ଏସବୁ ପରିବେଶଗତ ସମସ୍ୟାର ଗୋଟିଏ ଗୋଟିଏ…

ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଆଉ ୬ରୁ ୮ ସପ୍ତାହ ମଧ୍ୟରେ ଦେଶରେ କରୋନା ମହାମାରୀର ତୃତୀୟ ଲହର ଦେଖାଯିବ…

ଦୋକାନରୁ ଚୋରି କରୁଥିବା ବେଳେ ୨ଜଣଙ୍କୁ ଗିରଫ କଲା ପୋଲିସ

ପାଟଣା,୧୯।୬(ସ୍ବ.ପ୍ର.): କରୋନା ଲକ୍‌ଡାଉନ ସମୟରେ ବଢ଼ୁଛି କ୍ରାଇମ୍‌। କାମଧନ୍ଦା ଅଭାବରୁ ଲୋକମାନେ ଭୁଲ୍‌ ବାଟକୁ ଆପଣାଉଛନ୍ତି। କିଛି ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ପଡିଆପଶିରେ। ପଡିଆପଶି ଛକରେ ଥିବା ଏକ ଭେରାଇଟି ଷ୍ଟୋରରୁ ଶୁକ୍ରବାର…

ସହାୟତାର ହାତ ବଢ଼ାଇଲା ଶତ୍ରୁ…

ଜେରୁଜେଲମ୍‌୍‌,୧୯।୬: କରୋନା ସଙ୍କଟରେ ଭେଦଭାବ ଭୁଲି ଜଣେ ଶତ୍ରୁ ଅନ୍ୟ ଜଣଙ୍କୁ ସହାୟତାର ହାତ ବଢ଼ାଇଛି। ପାଲେଷ୍ଟାଇନ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଦୀର୍ଘଦିନ ଧରି ଲଢ଼େଇ ଜାରି ରହିଛି। ତେବେ ଏବେ କରୋନା ମହାମାରୀ ସଂକ୍ରମଣ ସମୟରେ ପାଲେଷ୍ଟାଇନ୍‌କୁ ୧୪ ଲକ୍ଷ…

ବାଲି ଲୁଟ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ପରିବେଶ…

ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ

ଭୁବନେଶ୍ୱର,୧୯।୬: ବିଏମ୍‌ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି, ଭୋଇସାହି…

୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍‌ଏସିରେ ସୋମବାରରୁ ଆରମ୍ଭ ହେବ

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍‌ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍‌ଏସି, ଜଗତ୍‌ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି, ଯାଜପୁରର…

‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…

ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି ଏକ ଫିଲ୍ମ ଥିଲା ରାଜକୁମାର ହିରାନୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଥ୍ରୀ ଇଡିଅଟ୍ସ’ ଚଳଚ୍ଚିତ୍ର। ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?