Home

ଅଣ୍ଡା ଭିତରୁ ହେବ ଲିଙ୍ଗ ପରିବର୍ତ୍ତନ !

ଜେରୁଜେଲମ, ୨।୨: ପ୍ରତିବର୍ଷ ମାଂସ ପାଇଁ ପୃଥିବୀରେ ୭୦୦ କୋଟିରୁ ଅଧିକ ଅଣ୍ଡିରା ଚିଆଁଙ୍କୁ ମାରି ଦିଆଯାଇଥାଏ। ମାଈ ଚିଆଁ ବଡ଼ ହୋଇ ଅଣ୍ଡା ଦେଇଥାଏ। ପରେ ଏହା ଅଣ୍ଡାଦେବା ବନ୍ଦ କରିଲେ ତାକୁ ମାଂସ ଲାଗି ହତ୍ୟା କରାଯାଇଥାଏ। ତେଣୁ…

ଫେବୃୟାରୀ ୬ରୁ ଯୁକ୍ତ ୨ ଫର୍ମପୂରଣ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରୀଛାତ୍ରଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପ୍ରଥମେ ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ୍ସ ରେଗୁଲାର ପିଲାଙ୍କ ଫର୍ମପୂରଣ କରାଯିବ।…

ଅକାଳୀ ଦଳ ନେତା ସୁଖବୀରଙ୍କ ଉପରେ ଆକ୍ରମଣ

ଜଲାଲାବାଦ୍‌, ୨।୨: ପଞ୍ଜାବ ଜଲାଲାବାଦ୍‌ରେ ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି। ମଙ୍ଗଳବାର ସେ ନଗର ପରିଷଦ ନିର୍ବାଚନ ପାଇଁ ଅକାଳୀ ଦଳ ପ୍ରାର୍ଥୀଙ୍କର ନାମାଙ୍କନ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ ସୁଖବୀରଙ୍କ…

କ୍ୟାନ୍ସରରେ ଆଖି ବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ହଲିଉଡ୍‌ ଅଭିନେତା ଡଷ୍ଟିନ ଡାଇମଣ୍ଡଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୪ ବର୍ଷ ହୋଇଥିଲା। ତେବେ କ୍ୟାନ୍ସର ରୋଗରେ ଆକ୍ରାନ୍ତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଟିଭି ଶୋ’ ‘ସେଭ୍‌ ବାଏ ଦ ବେଲ’ ପାଇଁ ସେ ବେଶ୍‌…

ରାସ୍ତାରେ ଉଡ଼ିଲା ୫୦୦ ଟଙ୍କିଆ ନୋଟ୍‌

ଭୋପାଳ, ୨।୨: ଜାତୀୟ ରାଜପଥରେ ହଠାତ୍‌ ୫୦୦ ଟଙ୍କିଆ ନୋଟ୍‌ ଉଡ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଘଟଣା ରବିବାର ମଧ୍ୟପ୍ରଦେଶର ସିଓନି-ନାଗପୁର ରାଜପଥରେ ଘଟିଛି। କିଛି ଲୋକ କାର ବନେଟ୍‌ରେ ୨କୋଟି ଟଙ୍କା ଲୁଚାଇ ନେଉଥିବା…

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌ ଶାହାୟ…

ବିରାଟ କୋହଲିଙ୍କ ପରେ ବାପା ହେଲେ ଏହି ଖେଳାଳି: ସାମ୍ନାକୁ ଆସିଲା ପୁଅର ଫଟୋ

ମହାମାରୀ କରୋନା ସମୟରେ ଅନେକ କ୍ରିକେଟରଙ୍କ ଘରକୁ ନୂଆ ଅତିଥି ଆସିଛନ୍ତି। ଭାରତୀୟ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଠାରୁ ଆରମ୍ଭ କରି ବିରାଟ କୋହଲି ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏବେ ଓ୍ବେଷ୍ଟଇଣ୍ଡିଜର ଅଲ୍‌ରାଉଣ୍ଡର ଏବଂ କେକେଆର୍‌ ଖେଳାଳି ସୁନୀଲ…

ଘନେଇଲା ରାଜନୈତିକ ସଙ୍କଟ: ସାମ୍ବିଧାନିକ ପରିଷଦ ବୈଠକ ଡକାଇଲେ ଓଲି

ନୂଆଦିଲ୍ଲୀ, ୨।୨: ନେପାଳରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି ସାମ୍ବିଧାନିକ ପରିଷଦ ବୈଠକ ଡକାଇଛନ୍ତି। ବୈଠକ ବୁଧବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ପାର୍ଲାମେଣ୍ଟ ଭଙ୍ଗ ବିରୋଧରେ ଶିକ୍ଷାର୍ଥୀଙ୍କ ପକ୍ଷରୁ କାଠମାଣ୍ଡୁରେ ହୋଇଥିବା…

ଖବରଦାତାଙ୍କୁ ଫୋନ୍‌କରି ଗାଳିଗୁଲଜ କରିଥିଲେ ଏହି ସୁପରଷ୍ଟାର

ଭୋଜପୁରୀ ସୁପରଷ୍ଟାର ଦୀନେଶ ଲାଲ ଯାଦବ ଓରଫ୍‌ ନିରହୁଆ ମଙ୍ଗଳବାର ନିଜର ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଫେବୃଆରୀ ୨, ୧୯୭୯ରେ ଉତ୍ତରପ୍ରଦେଶ ଗାଜିପୁରର ଟଣ୍ଡଓ୍ବା ଗାଁରେ ଜନ୍ମଗ୍ରହଣ କରିଥିଲେ। ଏବେ ସେ ଜଣେ ଅଭିନେତା ସାଙ୍ଗକୁ ରାଜନେତା ମଧ୍ୟ ଅଟନ୍ତି।…

ରାବଣଙ୍କ ଲଙ୍କାରେ ପେଟ୍ରୋଲ ଲିଟର ୫୧ ଟଙ୍କା ଥିବାବେଳେ ରାମଙ୍କ ଭାରତରେ ୯୩ ଟଙ୍କା : ସ୍ବାମୀଙ୍କ କଟାକ୍ଷ

ନୂଆଦିଲ୍ଲୀ, ୨।୨: ଦେଶରେ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ଦାମ୍‌ ନେଇ ଭାଜପାର ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କଟାକ୍ଷ କରି କହିଛନ୍ତି ଯେ,ରାବଣଙ୍କ ଲଙ୍କାରେ ପେଟ୍ରୋଲ ଲିଟର…

ଏହି କଥାରେ ଡରିଯାଇ ୫ ଦିନ କାନ୍ଦିଥିଲେ ହ୍ରିତିକ୍‌ ରୋଶନ

ବଲିଉଡ୍‌ ନିର୍ଦ୍ଦେଶକ ରାକେଶ ରୋଶନଙ୍କ ଫିଲ୍ମ ‘କହୋ ନା ପ୍ୟାର୍‌ ହୈ’ ରିଲିଜ୍‌ ହେବା ଇତିମଧ୍ୟରେ ୨୧ ବର୍ଷ ହୋଇଯାଇଛି। ୨୦୦୦ରେ ରିଲିଜ୍‌ ହୋଇଥିବା ଏହି ଫିଲ୍ମରେ ରାକେଶ ନିଜ ପୁଅ ହ୍ରିତିକ୍‌ ରୋଶନଙ୍କୁ ବଲିଉଡ୍‌ରେ ଲଞ୍ଚ୍‌ କରିବାକୁ ତିଆରି କରିଥିଲେ।…

ଅପହୃତା ନାବାଳିକାଙ୍କୁ ଖୋଜିବା ପାଇଁ ପୋଲିସ ମାଗୁଛି ପେଟ୍ରୋଲ !

ଲକ୍ଷ୍ନୌ, ୨।୨: ଉତ୍ତରପ୍ରଦେଶର କାନପୁର ଜିଲାରେ ଗୁଡ଼ିଆ ନାମ୍ନୀ ଜଣେ ଦିବ୍ୟାଙ୍ଗ ମହିଳା ପୋଲିସ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ନାବାଳିକା ଝିଅଙ୍କୁ ଗତ ମାସରେ ଜଣେ ସମ୍ପର୍କୀୟ ଅପହରଣ କରିନେଇଥିବା ସେ କହିଛନ୍ତି। ତେବେ ଏନେଇ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri