Home

ରାତିଅଧରେ କରନ୍‌ ଜୋହରଙ୍କ ରୁମ୍‌କୁ ଯାଇଥିଲେ ଫରାହ ଖାନ୍‌; ବିବାହ ପାଇଁ କରିଥିଲେ ପ୍ରପୋଜ; ହେଲେ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା କୋରିଓଗ୍ରାଫରଙ୍କ ମଧ୍ୟରୁ ଫରାହ ଖାନ୍‌ ଅନ୍ୟତମ। ଏବେ ଯାଏ ସେ ଶହେରୁ ଅଧିକ ଗୀତରେ କୋରିଓଗ୍ରାଫ କରିସାରିଛନ୍ତି। ଏହାଛଡ଼ା ଏକାଧିକ ଫିଲ୍ମରେ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି ସେ। କର୍ମଜୀବନକୁ ଛାଡ଼ିଦେଲେ ବ୍ୟକ୍ତିଗତ ଜୀବନରେ ଫରାହ ଅନେକ ସେଲିବ୍ରିଟିଙ୍କ…

୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ

ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା ଓ ବନ୍ୟା ମୁକାବିଲା କରିବାକୁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ପାଣିପାଗ ବିଭାଗ ସଦାସର୍ବଦା…

ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍‌ପିସିବି ପକ୍ଷରୁ ତଦନ୍ତ ଆରମ୍ଭ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର କଳିଙ୍ଗନଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗୀୟ ଆଞ୍ଚଳିକ ଅଧିକାରୀ ପ୍ରମୋଦ କୁମାର…

ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦଖଲରେ ନାଳ, ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ,୧୮ା୬: ପ୍ରାକୃତିକ ନାଳ, ଡ୍ରେନ୍‌କୁ ରୋକାଯାଇପାରିବ ନାହିଁ କି ଗତି ବଦଳା ଯିବନି ବୋଲି ନିୟମ ରହିଛି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ…

ଇ-ପାଠଶାଳା, ଇ-ମୂଲ୍ୟାଙ୍କନ ପୋର୍ଟାଲ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ମୂଲ୍ୟାୟନ ପାଇଁ ଓପେପା ଦ୍ୱାରା ଇ-ପାଠଶାଳା ଓ ଇ-ମୂଲ୍ୟାଙ୍କନ ନାମରେ ଦୁଇଟି ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଭର୍ଚୁଆଲ୍‌ରେ ଏହାକୁ ଉଦ୍‌ଘାଟନ କରିଛନ୍ତି।…

୧୦୫ କୋଟିର ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ‘ମୋ ସ୍କୁଲ୍‌ ଅଭିଯାନ’ରେ ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ରେ ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ…

ମାଷ୍ଟରକ୍ୟାଣ୍ଟିନ ଛକରୁ ‘ଐତିହ୍ୟ ଘୋଡ଼ା’ ହଟାଇବା ପ୍ରସଙ୍ଗ: ସୌନ୍ଦର୍ଯ୍ୟକରଣ ନାଁରେ ଐତିହ୍ୟକୁ ଅବହେଳା କରା ନ ଯାଉ

ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଛକରେ ଦଣ୍ଡାୟମାନ ରହିଛି ‘ଐତିହ୍ୟ ଘୋଡ଼ା ଓ ଯୋଦ୍ଧା’ ସ୍ଥାପତ୍ୟ। ଏହା ଓଡ଼ିଶା ଶାସନର ସ୍ମାରକୀ ବହନ କରୁଛି। ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ସ୍ବର୍ଗତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହାକୁ ତିଆରି କରିଥିବାବେଳେ ୧୯୮୮ରେ ସେଠାରେ ସ୍ଥାପନ…

ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍‌ଏସ୍‌ର ତଦନ୍ତ ଆରମ୍ଭ

ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍‌ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ…

ଆଶଙ୍କା ଭିତରେ ଭଲ ଫଳକୁ ଅପେକ୍ଷା

ଭୁବନେଶ୍ୱର,୧୭।୬: ଦେଶରେ କୋଭିଡ୍‌ ସଂକ୍ରମଣ ଯୋଗୁ ଶିକ୍ଷା ବ୍ୟବସ୍ଥା ବେଶ୍‌ ପ୍ରଭାବିତ ହୋଇଛି। ୨୦୧୯-୨୧ ଶିକ୍ଷାବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାଦଶ ଛାତ୍ରୀଛାତ୍ରମାନେ ପାଠପଢ଼ାଠାରୁ ଆରମ୍ଭ କରି ପରୀକ୍ଷାଫଳକୁ ନେଇ ଏବେବି ଚିନ୍ତିତ ରହିଛନ୍ତି। ଏଭଳି ସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ…

ପୁରୀରେ ହେବ ଆନ୍ତର୍ଜାତିକ ବିମାନ ବନ୍ଦର

ପୁରୀ ଅଫିସ,୧୮ା୬: ପୁରୀରେ ଶ୍ରୀଜଗନ୍ନାଥ ଆନ୍ତର୍ଜାତିକ ବିମାନବନ୍ଦର ପ୍ରତିଷ୍ଠା ପାଇଁ ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ (ଏଏଆଇ)ଙ୍କ ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍‌ ଗୁରୁବାର ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛି। କେନ୍ଦ୍ରୀୟ ଅଧିକାରୀମାନେ ସିପସରୁବାଲି ଅଞ୍ଚଳ ବୁଲି ଦେଖିବା ସହ ଏ…

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ ଡ୍ରାଇଭିଂ ଓ ଲର୍ନିଂ ଲାଇସେନ୍ସ ଟେଷ୍ଟ୍‌ ଆରମ୍ଭ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ)…

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?