Home

ପୋଲିସରେ ବଡ଼ ଧରଣର ବଦଳି: ୨୬ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ

ବରଗଡ ଅଫିସ,୧୧।୫- ବରଗଡ ଜିଲା ପୋଲିସରେ ବଡ଼ ଧରଣର ବଦଳି ହୋଇଛି। ଜିଲାରେ କାର୍ଯ୍ୟରତ ୨୬ଜଣ ପୋଲିସ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୭ଜଣ ଇନ୍ସପେକ୍ଟର, ୧୧ଜଣ ସବ ଇନ୍ସପେକ୍ଟର ଏବଂ ୮ଜଣ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ଅଛନ୍ତି।…

ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୧।୫: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏଥିରେ ୩ଜଣ ଲଶ୍କର-ଏ-ତୋଇବାର ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ଜିଲାର କୋକର୍ନାଗ ଅଞ୍ଚଳରେ ଆତଙ୍କବାଦୀ କାର୍ଯ୍ୟକଳାପ ବିଷୟରେ ସୂଚନା ମିଳିଥିଲା। ଏହାକୁ ଭିତ୍ତି କରି ସୁରକ୍ଷା ବାହିନୀର…

ପପୁ ଯାଦବ ଗିରଫ

ପାଟନା,୧୧।୫: ଜନ ଅଧିକାର ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ପୂର୍ବତନ ଏମ୍‌ପି ପପୁ ଯାଦବଙ୍କୁ ପାଟଣାର ଗାନ୍ଧୀ ମଇଦାନରୁ ଗିରଫ କରାଯାଇଛି। ପପୁ ଯାଦବ ଟୁଇଟ୍‌ କରି ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ, ପୋଲିସ ମୋତେ ଗାନ୍ଧୀ…

ଫ୍ରିଜର ଟ୍ରକ୍‌ରେ ବର୍ଷେ ହେଲା ପଡ଼ି ରହିଛି ୭୫୦ କରୋନା ଆକ୍ରାନ୍ତଙ୍କ ମୃତଦେହ…

ନ୍ୟୁୟର୍କ,୧୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ଆକ୍ରାନ୍ତଙ୍କ ଅନ୍ତିମ ସଂସ୍କାର ବର୍ଷେ ହେଲା କରାଯାଇ ପାରି ନାହିଁ। ଏଭଳି ଅଭାବନୀୟ ଘଟଣା ଆମେରିକାର ନ୍ୟୁୟର୍କରେ ଘଟିଛି। ଏଠାରେ ଫ୍ରିଜର ଟ୍ରକ୍‌ରେ ଗତ ଏକ ବର୍ଷ ଧରି ୭୫୦ କରୋନା…

୨ ବର୍ଷ ପର୍ଯ୍ୟନ୍ତ ଘର ଭିତରେ କାନ୍ଦୁଥିଲେ ଏହି କ୍ରିକେଟର: ଏବେ ଦେଖାଇଲେ ଜଲଓ୍ବା

ହରାରେ,୧୧।୭: ପାକିସ୍ତାନ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ହରାରେ ଟେଷ୍ଟରେ ପାକିସ୍ତାନ ଜିମ୍ବାୱେକୁ ଇନିଂସ ଏବଂ ୧୪୭ରନରେ ପରାସ୍ତ କରି ଏହି ସିରିଜକୁ ନିଜ ନାମରେ ନାମିତ କରିଛି। ଦ୍ୱିତୀୟ ଟେଷ୍ଟରେ ପାକିସ୍ତାନ ପ୍ରଥମ ଇନିଂସରେ ୫୧୦ ରନ ସଂଗ୍ରହ କରିଥିଲା…

୨ ଗାଁରେ କରୋନା ତାଣ୍ଡବ: ୨୦ ଦିନରେ ୬୪ ଜଣଙ୍କ ମୃତ୍ୟୁ…

ଆଗ୍ରା,୧୧।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଆଗ୍ରାର ୨ଟି ଗାଁରେ କରୋନା ତାଣ୍ଡବ ରଚିଛି। ଗତ ୨୦ ଦିନ ମଧ୍ୟରେ ଏତ୍ମାଦ୍‌ପୁର ଏବଂ କୁରଗଓ୍ବାଁ ଗାଁରେ ୬୪ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଛିି। ମୃତକମାନଙ୍କୁ…

ଜୁଲାଇ ସୁଦ୍ଧା ୩୦ କୋଟିଙ୍କୁ ଟିକାଦାନ କଷ୍ଟକର…

ନୂଆଦିଲ୍ଲୀ,୧୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଯୋଗୁ ଇତିମଧ୍ୟରେ ୧୭ କୋଟି ୧…

ଆଖିବୁଜିଲେ ପୁଣି ଜଣେ କରୋନା ଯୋଦ୍ଧା

ଝାରସୁଗୁଡା ଅଫିସ, ୧୧।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏଥିମଧ୍ୟରେ ଆକ୍ରାନ୍ତମାନେ ମଧ୍ୟ ପ୍ରତିଦିନ ପ୍ରାଣ ହରାଉଛନ୍ତି । ଫଳରେ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ଏଭଳି ସ୍ଥିତିରେ…

ପୁଣି କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ ସର୍ବାଧିକ…

୧୦ ହଜାର ତଳକୁ ଖସିଲା କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୯,୭୯୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୨୫୯ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

୧୨ରୁ ୧୫ ବର୍ଷ ବୟସ୍କ ପିଲାଙ୍କୁ କରୋନା ଟିକା: ସରକାର ଦେଲେ ମଞ୍ଜୁରୀ…

ଓ୍ବାଶିଂଟନ,୧୧।୫: କରୋନା ଭୂତାଣୁ ଦ୍ୱାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ବୟସ୍କଙ୍କ ପାଇଁ କରୋନା ଟିକା ଉପଲବ୍ଧ ଥିବାବେଳେ ଛୋଟ ପିଳାଙ୍କ ଲାଗି ଟିକା ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ତେବେ ଏବେ ଏହି ସମସ୍ୟାର ସମାଧାନ ଆମେରିକାରେ ହେବାକୁ…

ଲକ୍‌ଡ଼ାଉନ୍‌ ପ୍ରଭାବ: ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମୁଛି…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାରଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri