Home

୫ ଦେଶକୁ ଛୁଇଁନି କରୋନା

ନୂଆଦିଲ୍ଲୀ: ଦୀର୍ଘ ଦେଢ଼ ବର୍ଷରୁ ଅଧିକ ସମୟ ହେଲା କରୋନା କବଳରେ ପଡ଼ିଛି ପୃଥିବୀ। ଚାଇନାରୁ ଆରମ୍ଭ ହୋଇଥିବା ଏହି ଘାତକ ରୋଗରେ ଊଣା ଅଧିକେ ପ୍ରଭାବିତ ହୋଇଛନ୍ତି ଅଧିକାଂଶ ଦେଶ। ଆମେରିକା, ୟୁକେ ଭଳି ସୁଦୃଢ଼ ସ୍ବାସ୍ଥ୍ୟ ଭିତ୍ତିଭୂମି ଥିବା…

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ କିମ୍ବା ଅତିରିକ୍ତ ସହରାଞ୍ଚଳ…

ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍‌ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏବେ ଦିଲ୍ଲୀରୁ ଖୁସି ଖବର ଆସିଛି। ବାୟୋଲୋଜିକାଲ-ଇ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା…

ସ୍ବମନ୍ଦିର ଫେରିଲେ ଦେବଦମ୍ପତି

ପୁରୁଣା ଭୁବନେଶ୍ୱର, ୧୭ା୬ (ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମହାଦେବଙ୍କ ବିବାହ ଉତ୍ସବ ଶେଷ ହେବା ପରେ ଶ୍ରୀଜୀଉ ବୁଧବାର ସ୍ବମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ନେଇ ପ୍ରାତଃରୁ ମନ୍ଦିରରେ ଆଳତି ଅବକାଶ ସରିବା ପରେ କେଦାରଗୌରୀ ମନ୍ଦିରରେ ଶ୍ରୀଲିଙ୍ଗରାଜଙ୍କ ଆଳତି ଅବକାଶ କରାଯାଇଥିଲା।…

ଏକ୍‌ମୋ ସପୋର୍ଟରେ ୧୦ରୁ ପ୍ରାୟ ୪ ଜଣ ବଞ୍ଚିଯାଇପାରନ୍ତି

ଭୁବନେଶ୍ୱର, ୧୭ା୬ (ବ୍ୟୁରୋ): କୋଭିଡ୍‌ ରୋଗୀଙ୍କ ପାଇଁ ଏବେ ଜୀବନ ରକ୍ଷକ ସାଜିଛି ଏକ୍‌ମୋ ମେଶିନ। କିନ୍ତୁ ରାଜ୍ୟରେ ଏହି ମେଶିନର ଅଭାବ ଥିବାରୁ ବହୁ ଗୁରୁତର ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ଯାଉଛନ୍ତି। ତେବେ ସବୁ ରୋଗୀ ଏକ୍‌ମୋ…

ବାଥ୍‌ରୁମ ସେଲ୍‌ଫି ଶେୟାର କଲେ ଏହି ଅଭିନେତ୍ରୀ, ଦର୍ଶକ ପଚାରିଲେ ଏମିତି ପ୍ରଶ୍ନ

ମୁମ୍ବାଇ: ଆଲିଆ ଭଟ୍ଟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏକି ସୋସିଆଲ ମିଡିଆରେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। କେବେ ତାଙ୍କ ପ୍ରେମିକ ରଣବୀର କପୁରଙ୍କୁ ନେଇ ହେଉ କିମ୍ବା ନିଜର ଫଟୋ ଏବଂ ଫିଲ୍ମକୁ…

ଭିଡ଼ କଲେ, ବୋହିନେଲେ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ବାର ଅବାର ଯୋଗୁ ରଜରେ ଟିକେ ପାଟିରେ ଆମିଷ ବାଜି ନ ଥିଲା। ଶେଷ ରଜକୁ ଆମିଷ ବାର ପଡ଼ିଲା। ସୁଯୋଗ ହାତ ଛଡ଼ା ନ କରି ରାଜଧାନୀବାସୀ ରାତି ପାହିଛି କି ନାହିଁ ସିଧା ଆମିଷ ବଜାର…

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୧୬।୬: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ…

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍‌କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ…

ସମସ୍ତଙ୍କ ସାମ୍ନାରେ ଐଶ୍ୱର୍ଯ୍ୟାଙ୍କୁ ଏମିତି କହିଥିଲେ ଶାଶୁ ଜୟା ବଚ୍ଚନ, କାନ୍ଦି ପକାଇଥିଲେ ଅଭିନେତ୍ରୀ

ମୁମ୍ବାଇ: ନୀଳନୟନା ତଥା ବିଶ୍ୱ ସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ତାଙ୍କ ଫିଲ୍ମ କ୍ୟାରିୟରରେ ଦର୍ଶକଙ୍କୁ ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଐଶ୍ୱର୍ଯ୍ୟା ଏମିତି ଜଣେ ଅଭିନେତ୍ରୀ ଯିଏ କି ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ବୃତ୍ତିଗତ ଜୀବନରେ ସନ୍ତୁଳନ ରକ୍ଷା…

ସ୍ପେସ୍‌ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…

ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍‌ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ ରକେଟ ଲୋଙ୍ଗ୍‌ ମାର୍ଚ୍ଚ-୨-ଏଫ୍‌ଓ୍ବାଇ-୧୨ ଦ୍ୱାରା ଉତ୍ତର ପଶ୍ଚିମ ଚାଇନାର ଗୋବି ମରୁଭୂମିରେ ଥିବା ଜିଓକ୍ୱାନ୍‌…

କୋଭିଡ୍‌ ଯୁଦ୍ଧରେ ଡାକ୍ତର ଗୋଷ୍ଠୀ ଆଗରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରକୁ ପ୍ରାଥମିକତା ଦେଉଛନ୍ତି। ସେଥିପାଇଁ ସ୍ବାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ୮,୫୦୦କୋଟି ଟଙ୍କା ବିନିଯୋଗ କରାଯାଉଛି। ଓଡ଼ିଶା ପ୍ରଶାସନିକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ନବନିଯୁକ୍ତ ୭୮୬ ଡାକ୍ତରଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?