Home

୩୩୦ କୋଟି ଦେଲେ ସ୍କଟ୍‌

ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ପୂର୍ବତନ ସ୍ତ୍ରୀ ମାକ୍‌କେଞ୍ଜି ସ୍କଟ୍‌ ୪୫ ମିଲିୟନ ଡଲାର (ପ୍ରାୟ ୩୩୦ କୋଟି ଟଙ୍କା) ଦାନ କରିଛନ୍ତି। ସିଟି କଲେଜ ଅଫ୍‌ ଶିକାଗୋର ଏକ ବ୍ରାଞ୍ଚ୍‌ କେନେଡି-କିଙ୍ଗ୍‌…

ଲିନା ଏଫ୍‌ଟିସି ମୁଖ୍ୟ

ଫେସ୍‌ବୁକ୍‌, ଗୁଗଲ, ଆମାଜନ, ଆପଲ୍‌ ଭଳି ଟେକ୍‌ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍‌(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି)ର ମୁଖ୍ୟ ଭାବେ ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଯୁକ୍ତ କରିଛନ୍ତି। କମିଶନ୍‌ର ୫ ସଦସ୍ୟଙ୍କ ମଧ୍ୟରୁ ସେ…

ଶାରଳା ଆମେରିକାରେ ବିଚାରପତି

ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କନେକ୍ଟିକଟ୍‌ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍‌ ଜିଲାର ଆମେରିକା ଆଟର୍ନି ଅଫିସ୍‌ରେ ମେଜର କ୍ରାଇମ୍‌ ୟୁନିଟ୍‌ର ଡେପୁଟି ଚିଫ୍‌ ଅଛନ୍ତି। ବିଚାରପତି ପଦରେ ନିଯୁକ୍ତ…

ସବୁ ଜିଲାରେ ଗାଡ଼ି ପଞ୍ଜୀକରଣ, ବିକ୍ରୟକୁ ଅନୁମତି

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟ ସରକାର ଲକ୍‌ଡାଉନ୍‌ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସମସ୍ତ ଜିଲାରେ ଅଟୋମୋବାଇଲ୍‌ ଶୋ’ରୁମ୍‌ଗୁଡ଼ିକ ଖୋଲାଯିବା ସହ ନୂତନ ଗାଡ଼ି ପଞ୍ଜୀକରଣ ଓ ବିକ୍ରୟ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ପକ୍ଷରୁ ଟୁଇଟର…

୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। ଏପରିସ୍ଥଳେ ୧୩ ଜଣିଆ କମିଟି ଗଠନ ହୋଇଥିବାବେଳେ…

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨…

ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ

ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ ଗୁରୁବାରଠାରୁ ତଦନ୍ତ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌…

୩୫୦୦୦ ଟଙ୍କାର ବେଲ୍ଟ କିଣି ଆଣିଲେ ଝିଅ, ମା’ କହିଲେ…

ରାଞ୍ଚିର ଜଣେ ମହିଳାଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଅନୀତା ଗୁପ୍ତା ନାମକ ଜଣେ ମହିଳାଙ୍କ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର ହୋଇଛି। ଏଥିରେ କ୍ୟାପଶନ ଲେଖାଯାଇଛି, ମୋ’ ଡିପିଏସ୍‌ ବେଲ୍ଟ, ଫିଚରିଂ ବିହାରି ମମ୍‌’। ଛବି ଗୁପ୍ତା…

ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ବଢ଼ି ୯୭.୪୨ ଟଙ୍କା ଏବଂ ଡିଜେଲ ୧୪ ପଇସା ଊର୍ଦ୍ଧ୍ୱରେ ରହି ୯୫.୨୫ଟଙ୍କାରେ ବିକ୍ରି…

ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ

ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାରେ ତାଙ୍କର ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ…

କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ…

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ସାମାନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?