Home

ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ

ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି ଆୟୁର୍ବେଦିକ୍‌ ଡାକ୍ତର କୁହନ୍ତି। ଏହା ତ୍ୱଚାକୁ ଥଣ୍ଡା ରଖିବା ସହ ତ୍ୱଚା ସମ୍ବନ୍ଧୀୟ ବିଭିନ୍ନ…

ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା ନେଉନି। ଇତିମଧ୍ୟରେ ଦିଲ୍ଲୀରୁ ଏକ ବଡ ଖବର ସାମ୍ନାକୁ ଆସିଛି। ରାଜସ୍ଥାନ କଂଗ୍ରେସ ଉପରେ…

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି ଦିନରୁ ଆଜମଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା…

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଏହି କଥା କହିଛନ୍ତି। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମୟରେ ବାଇଡେନ ରୁଷିଆର…

ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର

ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସେଥିରେ ଥିବା ପ୍ରାୟ ୧୨ ଜଣ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି…

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା ମୁତାବକ ମହାରାଷ୍ଟ୍ରରେ ରହୁଥିବା ୨୧ବର୍ଷୀୟ ମୟୁର ନାମକ ଜଣେ ଭାରତୀୟ ଡେଭଲପର ଫେସ୍‌ବୁକର ପ୍ଲାଟଫର୍ମ…

ବିକିନୀ ପିନ୍ଧି ପୁରୁଷ ବନ୍ଧୁଙ୍କ ହାତ ଧରି ସମୁଦ୍ର କୂଳରେ ବୁଲୁଛନ୍ତି ଏହି ଅଭିନେତ୍ରୀ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଶ୍ରୀଦେବୀଙ୍କ ଅବିକଳ ନକଲ ହେଉଛନ୍ତି ତାଙ୍କ ଝିଅ ଜାହ୍ନବୀ କପୁର। ମା’ ଶ୍ରୀଦେବୀଙ୍କ ନିଧନ ପରେ ତାଙ୍କର ଅଧୁରା ସ୍ବପ୍ନ ପୂରା କରିବାକୁ ଅଣ୍ଟା ଭିଡ଼ିଛନ୍ତି ଜାହ୍ନବୀ। ସେ ଲଗାତର ପ୍ରଶଂସକଙ୍କ ସହ ଯୋଡ଼ି ହୋଇରହିବାକୁ ସୋସିଆଲ…

ଜୁଲାଇ ୧ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ସ୍କୁଲ

ଲକ୍ଷ୍ନୌ,୧୬।୬: କରୋନାର ଦ୍ୱିତୀୟ ଲହର ଉତ୍ତରପ୍ରଦେଶରେ ତାଣ୍ଡବ ରଚିଥିବା ବେଳେ ବର୍ତ୍ତମାନ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ତେବେ କିଛି ଜିଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ସ୍ଥାନରେ ଜୁନ ୧ରୁ ଅନ୍‌ଲକ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ଯୋଗୀ ସରକାର…

ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜରିନ୍‌ ଖାନ୍‌ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ କହି ସାରିଛନ୍ତି। କେବଳ ଏତିକି ନୁହେଁ, ଜରିନ୍‌ଙ୍କୁ ଡେବ୍ୟୁ ଫିଲ୍ମ ପରେ ମଧ୍ୟ ଲଜ୍ଜାର…

ଟୁଇଟର ପରେ ଏବେ ଇନ୍‌ଷ୍ଟାଗ୍ରାମ ବିରୋଧରେ ଏଫ୍‌ଆଇଆର

ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍‌ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର ଏକ ସ୍ପେଶାଲ ଟିମ୍‌ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଇନ୍‌ଷ୍ଟାଗ୍ରାମ ବିରୋଧରେ ମାମଲା…

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା…

କୋଭାକ୍ସିନ୍‌ରେ ନବଜାତ ବାଛୁରୀ ସିରମ୍‌: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…

ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍‌ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍‌ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି ଯେ, କୋଭାକ୍ସିନ୍‌ରେ ୩ରୁ ୨୦ ଦିନର ନବଜାତ ବାଛୁରୀ ସିରମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?