Home

ପୁଣି ଆସାମରେ ଭୂକମ୍ପ ଝଟ୍‌କା

ଗୁଆହାଟି,୧୦।୫: ଆସାମରେ ପୁଣି ଥରେ ଭୂକମ୍ପ ଝଟ୍‌କା ଲାଗିଛି। ଏଥର ନାଗାଓଁରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୦ ରେକର୍ଡ କରାଯାଇଥିଲା। ଭୂକମ୍ପ ସମ୍ବନ୍ଧୀୟ ସୂଚନା ପାଇବା ମାତ୍ରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଫଳରେ…

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କଟକ ସଦର ବ୍ଲକର ୨୩ଟି ପଞ୍ଚାୟତରେ ପିଠା…

୬୦ ହଜାର ଟଙ୍କା ପାଇଁ ବନ୍ଧାପଡ଼ିିଲା ମୃତଦେହ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ। ଏହାର ସୁଯୋଗ ନେଇ କେତେକ ଘରୋଇ ହସ୍ପିଟାଲ ରୋଗୀଙ୍କୁ ଶୋଷଣ କରିବାରେ ଲାଗିପଡ଼ିଛନ୍ତି। ପ୍ରଥମେ ରୋଗୀର ଅବସ୍ଥା ଗୁରୁତର କହି ଆଇସିୟୁରେ ଭର୍ତ୍ତି କରୁଛନ୍ତି। ମୃତ୍ୟୁପରେ ସହସ୍ରାଧିକ ଟଙ୍କା ଦାବି କରିବା ସହ…

ଶିଳ୍ପୀ ଜାତି ପାଇଁ ପ୍ରେରଣା ରହିବେ ରଘୁନାଥ

ଭୁବନେଶ୍ୱର, ୧୦।୫(ବ୍ୟୁରୋ):ରାଜ୍ୟ ସଭା ସଦସ୍ୟ ତଥା ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗ ରାଜ୍ୟର ସମଗ୍ର ଶିଳ୍ପୀକୁଳଙ୍କୁ ଗଭୀର ଭାବେ ମର୍ମାହତ କରିଛି। ଶିଳ୍ପ କଳା ପ୍ରତି ସମ୍ପୂର୍ଣ୍ଣ ସମର୍ପିତ ଥିଲା ଶିଳ୍ପୀ ରଘୁନାଥଙ୍କ ଜୀବନ। ଉଭୟ ମୂର୍ତ୍ତି ଓ ମନ୍ଦିର ଗଢିବାରେ…

ଛୁଇଁଲେନି ପରିଜନ, ମୃତଦେହ କାନ୍ଧେଇଲେ ଖବରଦାତା

ବାଳକାଟୀ,୧୦ା୫(ଡି.ଏନ୍‌.ଏ.):କରୋନା ସଂକ୍ରମଣ ଭୟରେ ବନ୍ଧୁ ପରିଜନ କେହି ବି ମୃତଦେହ ଉଠାଇ ନ ଥିଲେ। ଏପରିକି ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସହଯୋଗ ମିଳିଲା ନାହିଁ, ଶେଷରେ କେତେଜଣ ଖବରଦାତା ଖବର ପାଇ ଆସି ମୃତଦେହକୁ କାନ୍ଧେଇ ଶ୍ମଶାନ ନେଇ ସତ୍କାର…

ରାଜଧାନୀରେ ଟପିପାରେ ୬୦ ହଜାର

ଭୁବନେଶ୍ୱର, ୧୦।୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ଘଣ୍ଟା ମଧ୍ୟରେ ୧୦୮୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୩ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୭୧ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ଏଯାବତ୍‌ ୫୩ ହଜାର…

ନିଶ୍ଚିହ୍ନ ହେବାକୁ ବସିଛି ଲିଙ୍ଗରାଜଙ୍କ କୁଡୁଆ ସମ୍ପତ୍ତିି

ପୁରୁଣା ଭୁବନେଶ୍ୱର,୧୦ା୫(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ଜାନିଯାତ୍ରାରେ ନୀତିକାନ୍ତି ପାଇଁ ଛତିଶାନିଯୋଗ ନିୟୋଜିତ ରହିଛନ୍ତି। ସମସ୍ତ ସେବା ପାଇଁ ସେବାୟତଙ୍କୁ ଜମି ଖଞ୍ଜାପଡ଼ା ରହିଛି। ସେହପରି କୁମ୍ଭକାର ସେବାୟତଙ୍କୁ ମଧ୍ୟ ଜମି ଖଞ୍ଜାପେଡ଼ା ରହିଛି। ତେବେ ମନ୍ଦିର ପ୍ରଶାସନ ମାର୍ଫତରେ ବିଭିନ୍ନ…

ପୁଣି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୯୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ରାୟଗଡା, ଖୋର୍ଦ୍ଧା,…

କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୧୦,୦୩୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୦୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୪୦୮ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ଏନ୍‌ଏଚ୍‌ରେ ଟୋଲ୍‌ ଶୋଷଣ

ଯାଜପୁର ଅଫିସ,୧୦ା୫:ଏନ୍‌ଏଚ୍‌ଏଆଇ(ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ)ରେ ଟୋଲ୍‌ ଶୋଷଣ ସୀମା ଲଂଘିଛି। ୫୦ କିମି ଦୂରତା ମଧ୍ୟରେ ଥିବା ୩ ଟୋଲ୍‌ ପ୍ଲାଜାରେ ଏଭଳି ବେଆଇନ କାର୍ଯ୍ୟ ଚାଲିଛି। ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁସାରେ ୧୬ନଂ.ଜାତୀୟ ରାଜପଥର କଟକ…

୧୭ ଦିନରେ ଗଲାଣି ୮୬୮୯.୬୨୬ ଟନ୍‌ ଅକ୍ସିଜେନ୍‌

କଟକ ଅଫିସ,୧୦ା୫:କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ଅଭାବ ଦେଖାଦେଇଛି ା ଏଭଳି ପରିସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍‌ ଯୋଗାଇଛି ଓଡ଼ିଶା। ୧୭ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୪୭୩ ଟ୍ୟାଙ୍କରରେ…

ଓଡ଼ିଶାକୁ ୩୩୩.୮ କୋଟି ସହାୟତା

ନୂଆଦିଲ୍ଲୀ, ୧୦।୫:ଗ୍ରାମାଞ୍ଚଳରେ କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୫ଟି ରାଜ୍ୟ ନିମନ୍ତେ ୮,୯୨୩.୮ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ସେହି ଅନୁଯାୟୀ ଓଡ଼ିଶାକୁ ୩୩୩. ୮ କୋଟି ଟଙ୍କା ପ୍ରଦାନ କରାଯାଇଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଯଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri